Salmos 23

Oriya Bible (GL_ORIYA) vs NAA

Sair da comparação
NAA Nova Almeida Atualizada 2017
1 ସଦାପ୍ରଭୁ ମାରେ ପ୍ରତିପାଳକ ଅଟନ୍ତି, ମାରେ କିଛି ଅଭାବ ହବେ ନାହିଁ।
1 O Senhor é o meu pastor; nada me faltará.
2 ସେ ମାେତେ କୋମଳ ସବୁଜ ସ୍ଥାନରେ ଶାଇେବାକୁ ଦିଅନ୍ତି। ସେ ମାେତେ ସ୍ଥିର ଜଳପୂର୍ଣ୍ଣ ପୁଷ୍କରିଣୀ ପାଖେ ପାଖେ କଢ଼ାଇ ନିଅନ୍ତି।
2 Ele me faz repousar em pastos verdejantes. Leva-me para junto das águas de descanso;
3 ସେ ମାରେ ପ୍ରାଣରେ ନୂତନ ବଳ ସଞ୍ଚାର କରନ୍ତି। ସେ ମାେତେ ଧର୍ମପଥରେ କଢ଼ାଇ ନିଅନ୍ତି। ଏହାଦ୍ବାରା ପ୍ରମାଣିତ ହୁଏ ୟେ, ସେ ପ୍ରକୃତରେ ପରମେଶ୍ବର ଅଟନ୍ତି।
3 refrigera-me a alma. Guia-me pelas veredas da justiça por amor do seu nome.
4 ୟଦିଓ ମୁଁ ମୃତ୍ଯୁଛାଯାର ରୂପ ଉପତ୍ୟକାରେ ଏକା ବାଟ ଚାଲେ, ୟାହାକି ଅନ୍ଧକାରରେ ଆଚ୍ଛାଦିତ ତଥାପି ମୁଁ କୌଣସି ବିପଦ ଯୋଗୁ ଭୟଭୀତ ହବେି ନାହିଁ। କାରଣ ସଦାପ୍ରଭୁ, ତୁମ୍ଭେ ମାେ ସହିତ ଅଛ। ତୁମ୍ଭର ଆଶାବାଡ଼ି ଓ ପାଞ୍ଚଣ ବାଡ଼ି ମାେତ ସୁରକ୍ଷା କରେ।
4 Ainda que eu ande pelo vale da sombra da morte, não temerei mal nenhum, porque tu estás comigo; o teu bordão e o teu cajado me consolam.
5 ହେ ସଦାପ୍ରଭୁ, ତୁମ୍ଭେ ମାରେ ଶତ୍ରୁମାନଙ୍କ ସମ୍ମୁଖରେ ମାରେ ମଜେ ସଜାଇଅଛ। ତୁମ୍ଭେ ମାରେ ମୁଣ୍ଡରେ ତଲେ ଢ଼ାଳିଛ। ମାେ ପାନପାତ୍ର ପୂର୍ଣ୍ଣ ହାଇେ ଉଚ୍ଛୁଳି ପଡ଼ିଛି।
5 Preparas-me uma mesa na presença dos meus adversários, unges a minha cabeça com óleo; o meu cálice transborda.
6 ନିଶ୍ଚଯ ଧାର୍ମିକତା, ମଙ୍ଗଳ ଓ ଦୟା ମାରେ ଅବଶିଷ୍ଟ ଜୀବନର ପଶ୍ଚାତ୍ଗାମୀ ହବେ। ମୁଁ ଶଷେରେ ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ସବୁଦିନ ପାଇଁ ବାସ କରିବି।
6 Bondade e misericórdia certamente me seguirão todos os dias da minha vida; e habitarei na Casa do para todo o sempre.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 23, comparar traduções ou montar um estudo — tudo direto pelo WhatsApp.