Salmos 27

Oriya Bible (GL_ORIYA) vs VC

Sair da comparação
VC Versão Católica
1 ହେ ସଦାପ୍ରଭୁ ତୁମ୍ଭେ ମାରେ ଆ ଲୋକବର୍ତ୍ତିକା ଓ ମାରେ ତ୍ରାଣକର୍ତ୍ତା। ମୁଁ ତାହାଦ୍ବାରା ଭୟଭୀତ ହବେି ନାହିଁ। ସଦାପ୍ରଭୁଙ୍କ ଆଶ୍ରଯସ୍ଥଳ ମାେ ପାଇଁ ସବୁଠାରୁ ନିରାପଦସ୍ଥଳ। ତଣେୁ ମୁଁ କାହାରିକୁ ଭୟ କରିବି ନାହିଁ।
1 De Davi. O Senhor é minha luz e minha salvação, a quem temerei? O Senhor é o protetor de minha vida, de quem terei medo?
2 ଦୁଷ୍ଟ ଲୋକମାନେ ହୁଏତ ମାେତେ ଆକ୍ରମଣ କରିପାରନ୍ତି, ସମାନେେ ମାରେ ଶରୀରକୁ ଆଘାତ କରିବାକୁ ଚାହାଁନ୍ତି। ମାରେ ଶତ୍ରୁମାନେ ମାେତେ ଆକ୍ରମଣ କରି ଧ୍ବଂସ କରିଦବୋକୁ ଚାହାଁନ୍ତି।
2 Quando os malvados me atacam para me devorar vivo, são eles, meus adversários e inimigos, que resvalam e caem.
3 ୟଦି ସମସ୍ତ ସନୋବାହିନୀ ମାରେ ଚାରି ଦିଗରୁ ମାେତେ ଘରେି ୟାଆନ୍ତି, ତବେେ ମୁଁ ଭୟ କରିବି ନାହିଁ। ୟଦି ମାେତେ ଲୋକମାନେ ୟୁଦ୍ଧ କ୍ଷେତ୍ରରେ ଆକ୍ରମଣ କରନ୍ତି, ତଥାପି ମୁଁ ଭୟଭୀତ ହବେି ନାହିଁ। କାରଣ ମୁଁ ସଦାପ୍ରଭୁଙ୍କୁ ବିଶ୍ବାସ କରେ।
3 Se todo um exército se acampar contra mim, não temerá meu coração. Se se travar contra mim uma batalha, mesmo assim terei confiança.
4 ମୁଁ ସଦାପ୍ରଭୁଙ୍କଠାରେ ଗୋଟିଏ ମାତ୍ର ବିଷଯ ପ୍ରାର୍ଥନା କରେ, ୟପରେି ମାରେ ଜୀବନସାରା ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ବସିବାକୁ ସୁଯୋଗ ପାଏ, ୟାହା ଫଳରେ କି ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ୟ୍ଯକୁ ଦେଖିପାରିବି ଓ ତାଙ୍କ ପ୍ରାସାଦକୁ ଦର୍ଶନ କରିପାରିବି।
4 Uma só coisa peço ao Senhor e a peço incessantemente: é habitar na casa do Senhor todos os dias de minha vida, para admirar aí a beleza do Senhor e contemplar o seu santuário.
5 ସଦାପ୍ରଭୁ ମାେତେ ନିଶ୍ଚଯ ବିପଦରୁ ରକ୍ଷା କରିବେ। ସେ ମାେତେ ତାଙ୍କ ମନ୍ଦିରରେ ଲୁଚାଇ ରଖିବେ। ସେ ମାେତେ ନଇେ ତାଙ୍କ ନିରାପଦ ସ୍ଥାନରେ ରଖିବେ।
5 Assim, no dia mau ele me esconderá na sua tenda, ocultar-me-á no recôndito de seu tabernáculo, sobre um rochedo me erguerá.
6 ମାରେ ଶତ୍ରୁମାନେ ମାେତେ ଘରେି ଗଲଣେି। କିନ୍ତୁ ମାରେ ସଦାପ୍ରଭୁ ସମାନଙ୍କେୁ ପରାସ୍ତ କରି ମାେତେ ରକ୍ଷା କରିବେ। ତା'ପରେ ମୁଁ ତାଙ୍କ ମନ୍ଦିରରେ ମାରେ ବଳିଦାନ ଅର୍ପଣ କରିବି। ମୁଁ ଆନନ୍ଦ ଧ୍ବନିରେ ବଳିଦାନ ଉତ୍ସର୍ଗ ଦବେି। ମୁଁ ଗୀତ ବୋଲି ସଦାପ୍ରଭୁଙ୍କର ମହିମା ବର୍ଣ୍ଣନା କରି ତାଙ୍କ ପ୍ରତି ଥିବା ସମ୍ମାନକୁ ନିବଦନେ କରିବି।
6 Mas desde agora ele levanta a minha cabeça acima dos inimigos que me cercam; e oferecerei no tabernáculo sacrifícios de regozijo, com cantos e louvores ao Senhor.
7 ହେ ସଦାପ୍ରଭୁ, ମାରେ ଡ଼ାକ ଶୁଣ। ମାେତେ ଉତ୍ତର ଦିଅ ଓ ମାେ ପ୍ରତି ସଦଯ ହୁଅ।
7 Escutai, Senhor, a voz de minha oração, tende piedade de mim e ouvi-me.
8 ହେ ସଦାପ୍ରଭୁ, ମୁଁ ତୁମ୍ଭ ସହିତ କଥା ହବୋକୁ ଚା ହେଁ। ମୁଁ ତୁମ୍ଭ ସହିତ ଅନ୍ତରର ଗଭୀରତମ ପ୍ରଦେଶରୁ କଥା ହବୋକୁ ଚା ହେଁ। ମୁଁ ତୁମ୍ଭ ନିକଟକୁ କହିବା ପାଇଁ ଆସିଛି।
8 Fala-vos meu coração, minha face vos busca; a vossa face, ó Senhor, eu a procuro.
9 ହେ ପରମେଶ୍ବର, ମାେ ଠାରୁ ଆପଣା ମୁଖ ଲୁଚାଅ ନାହିଁ। ମାେତେ ସାହାୟ୍ଯ କର। ମାେତେ ଦୂର କର ନାହିଁ। ମାେତେ ପରିତ୍ଯାଗ କର ନାହିଁ। ମାରେ ପରମେଶ୍ବର, ତୁମ୍ଭେ ହିଁ ମାରେ ତ୍ରାଣକର୍ତ୍ତା।
9 Não escondais de mim vosso semblante, não afasteis com ira o vosso servo. Vós sois o meu amparo, não me rejeiteis. Nem me abandoneis, ó Deus, meu Salvador.
10 ମାରେ ପିତାମାତା ମାେତେ ଛାଡ଼ି ଚାଲିଗଲେ। କିନ୍ତୁ ସଦାପ୍ରଭୁ ମାେତେ ଲାଳନପାଳନ କରିବେ।
10 Se meu pai e minha mãe me abandonarem, o Senhor me acolherá.
11 ହେ ସଦାପ୍ରଭୁ, ମାରେ ଶତ୍ରୁମାନେ ଅଛନ୍ତି। ତଣେୁ ମାେତେ ନ୍ଯାଯମାର୍ଗ ପ୍ରଦର୍ଶନ କର। ମାେତେ ସରଳ ମାର୍ଗରେ ୟିବାକୁ ଶିକ୍ଷା ଦିଅ।
11 Ensinai-me, Senhor, vosso caminho; por causa dos adversários, guiai-me pela senda reta.
12 ମାରେ ଶତ୍ରୁମାନେ ମାେତେ ଆକ୍ରମଣ କରିଛନ୍ତି। ସମାନେେ ମାେ ବିଷଯରେ ମିଥ୍ଯା କହିଛନ୍ତି। ସମାନେେ ମାେତେ ମିଥ୍ଯା କହି ଆଘାତ ଦଇେଛନ୍ତି।
12 Não me abandoneis à mercê dos inimigos, contra mim se ergueram violentos e falsos testemunhos.
13 ମୁଁ ପ୍ରକୃତରେ ବିଶ୍ବାସ କରେ ୟେ, ମୃତ୍ଯୁ ପୂର୍ବରୁ ମୁଁ ନିଶ୍ଚଯ ସଦାପ୍ରଭୁଙ୍କର ମହିମା ଦର୍ଶନ କରିବି।
13 Sei que verei os benefícios do Senhor na terra dos vivos!
14 ସଦାପ୍ରଭୁଙ୍କ ସହାୟତା ପାଇଁ ଅପେକ୍ଷା କର, ବଳଶାଳୀ ଓ ସାହସୀକ ହୁଅ ଏବଂ ସଦାପ୍ରଭୁଙ୍କର ଅନୁସରଣ କର।
14 Espera no Senhor e sê forte! Fortifique-se o teu coração e espera no Senhor!

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 27, comparar traduções ou montar um estudo — tudo direto pelo WhatsApp.