Salmos 29

Oriya Bible (GL_ORIYA) vs NTLH

Sair da comparação
NTLH Nova Tradução na Linguagem de Hoje 2000
1 ହେ ପରମେଶ୍ବରଙ୍କର ସନ୍ତାନଗଣ, ତାଙ୍କର ପ୍ରଶଂସା କର। ତାଙ୍କର ମହିମା ଓ ଶକ୍ତିର ପ୍ରଶଂସା କର।
1 Anjos, louvem a Deus, o Senhor ; louvem a sua
2 ସଦାପ୍ରଭୁଙ୍କର ପ୍ରଶଂସା ଓ ତାଙ୍କର ନାମକୁ ଗୌରବ କର। ତାଙ୍କୁ ବିଶଷେ ପୋଷାକରେ ପ୍ରଣାମ କର।
2 Deem ao Senhor a honra que ele merece; curvem-se diante do quando ele aparecer.
3 ସଦାପ୍ରଭୁ ତାଙ୍କର ସ୍ବର ସାଗରରେ ଉଠାଇଛନ୍ତି। ଗୌରବମଯ ପରମେଶ୍ବରଙ୍କର ସ୍ବର ସାଗରରେ ମେଘ ଗର୍ଜନ ସୃଷ୍ଟି କରନ୍ତି।
3 A voz do Senhor é ouvida sobre as águas; o e sobre os mares se ouve a sua voz.
4 ସଦାପ୍ରଭୁଙ୍କର ସ୍ବରରୁ ତାଙ୍କର ଶକ୍ତିର ପରିଚଯ ମିଳେ। ତାଙ୍କର ସ୍ବର ତାଙ୍କର ଗୌରବର ପ୍ରମାଣ।
4 A voz do Senhor é cheia de poder e majestade;
5 ତାଙ୍କର ସ୍ବର ବୃହତ୍କାଯ ଏରସ ବୃକ୍ଷ ସବୁକୁ ଖଣ୍ଡଖଣ୍ଡ କରି ଭାଙ୍ଗି ପକାଏ। ସଦାପ୍ରଭୁ ଲିବାନୋନର ବୃହତ୍ ଏରସ ବୃକ୍ଷକୁ ଭାଙ୍ଗି ପକାନ୍ତି।
5 a sua voz quebra as árvores de cedro, quebra até os cedros dos montes Líbanos.
6 ସେ ଲିବାନୋନ୍କୁ ଦୋହଲାଇ ଦିଅନ୍ତି, ସତେ ୟମେିତି କଅଁଳା ବାଛୁରୀ ନୃତ୍ଯ କଲାପରି। ଶିରିଯୋନ ପର୍ବତ ଦୋହଲି ୟାଏ ଓ ଛଳେି ଛୁଆଟିଏ କୁଦିଲା ଭଳି ଏହା ଦଖାୟୋଏ।
6 Os montes Líbanos ele faz saltar como bezerros; o monte Hermom ele faz pular como um boi novo.
7 ସଦାପ୍ରଭୁଙ୍କର କଣ୍ଠସ୍ବର ବିଜୁଳି ଗତିରେ ବାଯୁମଣ୍ଡଳକୁ ବିଭକ୍ତ କରେ।
7 A voz do Senhor faz brilhar o relâmpago.
8 ସଦାପ୍ରଭୁଙ୍କର ରବଦ୍ବାରା ମରୁଭୂମି ଥରି ଉେଠ। ସଦାପ୍ରଭୁଙ୍କ ରବଦ୍ବାରା କାଦେଶ ମରୁଭୂମି କମ୍ପିିଉେଠ।
8 A sua voz faz tremer o deserto; o o deserto de Cades.
9 ସଦାପ୍ରଭୁଙ୍କର ସ୍ବରରେ ହରିଣ ଭୟଭୀତ ହାଇେ ଉେଠ। ସଦାପ୍ରଭୁ ଜଙ୍ଗଲରୁ ପତ୍ରସବୁ ଝଡ଼ଇେ ଦିଅନ୍ତି, କିନ୍ତୁ ତାଙ୍କର ମନ୍ଦିରରେ ଲୋକମାନେ ତାଙ୍କର ମହିମା ପ୍ରଶଂସା କରନ୍ତି।
9 A voz do Senhor sacode os carvalhos e arranca as folhas das árvores. Enquanto isso, no seu Templo, todos gritam: “Glória a Deus!”
10 ସଦାପ୍ରଭୁ ହେଉଛନ୍ତି ବନ୍ଯା ସମଯରେ ରାଜା ତୁଲ୍ଯ ଓ ସଦାପ୍ରଭୁ ଅନନ୍ତକାଳ ରାଜା ହାଇେ ରହିବେ।
10 O Senhor Deus reina sobre as águas profundas; como Rei ele governa para sempre.
11 ସଦାପ୍ରଭୁ ତାଙ୍କର ସମସ୍ତ ଲୋକମାନଙ୍କୁ ରକ୍ଷା କରନ୍ତୁ। ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଶାନ୍ତିରେ ବାସ କରିବାକୁ ଦିଅନ୍ତି।
11 O Senhor dá força ao seu povo e o abençoa, dando-lhe tudo o que é bom.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 29, comparar traduções ou montar um estudo — tudo direto pelo WhatsApp.