Salmos 2

Oriya Bible (GL_ORIYA) vs NTLH

Sair da comparação
NTLH Nova Tradução na Linguagem de Hoje 2000
1 କାହିଁକି ଅନ୍ୟ ଦେଶରେ ଲୋକମାନେ କଳହ କରନ୍ତି, କାହିଁକି ସମାନେେ ମନ୍ଦ ଯୋଜନା କରନ୍ତି ?
1 Por que as nações pagãs planejam revoltas? Por que os povos fazem planos tão tolos?
2 ସମାନଙ୍କେ ରାଜା ଓ ନେତାମାନେ ଏକତ୍ରୀତ ହାଇେ ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାଙ୍କ ଦ୍ବାରା ଅଭିଷିକ୍ତ ପ୍ରଜାଙ୍କ ବିରୁଦ୍ଧରେ ୟୁଦ୍ଧ କରନ୍ତି।
2 Os seus reis se preparam, e os seus governantes fazem planos contra Deus, o e o rei que ele escolheu.
3 ସହେି ନେତାମାନେ କୁହନ୍ତି, ଆସ ଆମ୍ଭେ ପରମେଶ୍ବର ଓ ତାଙ୍କ ଅଭିଷିକ୍ତ ରାଜାଙ୍କ ବିରୁଦ୍ଧରେ ବିଦ୍ରୋହ କରିବା। ଆସ ସମାନଙ୍କେଠାରୁ ଆମ୍ଭର ବନ୍ଧନ ଚ୍ଛିନ୍ନ କରି ମୁକ୍ତ ହାଇଯେିବା।
3 Esses rebeldes dizem: “Vamos nos livrar do domínio deles; acabemos com o poder que eles têm sobre nós.”
4 କିନ୍ତୁ ମାରେ ପ୍ରଭୁ ୟିଏକି 'ସ୍ବର୍ଗର ରାଜା' ସମାନଙ୍କେ ଏପରି କଥାକୁ ପରିହାସ କରିବେ।
4 Do seu trono lá no céu o Senhor ri e zomba deles.
5 କିନ୍ତୁ ପରମେଶ୍ବର ସମାନଙ୍କେ ଉପରେ କ୍ରୋଧିତ ହୁଅନ୍ତି ଏବଂ କୁହନ୍ତି, ମୁଁ ଏହି ବ୍ଯକ୍ତିକୁ ରାଜା ହବୋକୁ ପସନ୍ଦ କରିଛି ଏବଂ ସେ ସିୟୋନ ପର୍ବତରେ ଶାସନ କରିବ।
5 Então, muito irado , ele os ameaça e os assusta com o seu furor.
6 ସିୟୋନ ହେଉଛି ମାରେ ପବିତ୍ର ପର୍ବତ। ସଦାପ୍ରଭୁଙ୍କର ଏହିସବୁ ବାକ୍ଯ ନେତାମାନଙ୍କୁ ସ୍ଥାପନ କରିଅଛି।
6 Ele diz: “Já coloquei o meu rei no trono lá em
7 ମୁଁ ବର୍ତ୍ତମାନ ସଦାପ୍ରଭୁଙ୍କ ସହେି ନିଯମ ଘୋଷଣା କରୁଛି। ସଦାପ୍ରଭୁ ମାେତେ କହିଲେ, ଆଜିଠାରୁ ମୁଁ ତୁମ୍ଭର ପିତା ହେଲ ଓ ତୁମ୍ଭେ ମାରେ ପୁତ୍ର ହେଲ।
7 O rei diz: “Anunciarei o que o O ‘Você é meu filho; hoje eu me tornei seu pai.
8 ୟଦି ତୁମ୍ଭେ ମାେତେ ମାଗିବ, ମୁଁ ତୁମ୍ଭକୁ ସମସ୍ତ ରାଜ୍ଯ ଦାନ କରିବି। ପୃଥିବୀରେ ବାସ କରୁଥିବା ସମସ୍ତ ଲୋକ ତୁମ୍ଭର ହବେେ।
8 Peça, e eu lhe darei todas as nações; o mundo inteiro será seu.
9 ତୁମ୍ଭେ ସହେି ରାଜ୍ଯସବୁକୁ ମାଟିପାତ୍ରକୁ ଲୁହାଛଡ଼ରେ ଖଣ୍ଡ ଖଣ୍ଡ କରି ଗୁଣ୍ଡ କଲାଭଳି ଧ୍ବଂସ କରିଦଇେ ପାରିବ।
9 Com uma barra de ferro, você as quebrará e as fará em pedaços como se fossem potes de barro.’ ”
10 ଏଣୁ ହେ ରାଜାଗଣ ତୁମ୍ଭେ ବୁଦ୍ଧିମାନ ହୁଅ। ହେ ଶାସକଗଣ ଏହି କଥାକୁ ଶିକ୍ଷା କର।
10 Agora escutem, ó reis; prestem atenção, autoridades!
11 ପ୍ରଭୁଙ୍କୁ ଭୟର ସହିତ ଭକ୍ତି କର ଓ ମାନ।
11 Adorem o Senhor com temor . Tremam e se ajoelhem diante dele;
12 ଦଖାଇଦେିଅ ୟେ ତୁମ୍ଭମାନେେ ତାଙ୍କର ପୁତ୍ର ତାହାଙ୍କ ପ୍ରତି ଅନୁରକ୍ତ ଅଟ ତା' ନ ହେଲେ ସେ କ୍ରୋଧିତ ହବେେ ଏବଂ ତୁମ୍ଭମାନଙ୍କୁ ବିନାଶ କରିବେ। ଯେଉଁମାନେ ସଦାପ୍ରଭୁଙ୍କର ବିଶ୍ବାସୀ ସମାନେେ ସୁଖ-ଶାନ୍ତିରେ ଜୀବନ ବିତାନ୍ତି। କିନ୍ତୁ ଅନ୍ୟମାନେ ସାବଧାନ ହବୋ ଉଚିତ୍ କାରଣ ସଦାପ୍ରଭୁଙ୍କ କୋର୍ଧର ଶିକାର ସମାନେେ ୟେ କୌଣସି ସମଯରେ ଧନ୍ଯ।
12 se não, ele ficará irado logo, e vocês morrerão. Felizes são aqueles que buscam a proteção de Deus!

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 2, comparar traduções ou montar um estudo — tudo direto pelo WhatsApp.