Salmos 37

Oriya Bible (GL_ORIYA) vs VC

Sair da comparação
VC Versão Católica
1 ଦୁଷ୍ଟ ଲୋକମାନଙ୍କ କଥାରେ ହତାଶ ହବୋର ଆବଶ୍ଯକତା ନାହିଁ। ଯେଉଁମାନେ କୁକର୍ମ କରିଛନ୍ତି, ସହେି ଲୋକମାନଙ୍କ ଉପରେ ଇର୍ଷା କର ନାହିଁ।
1 De Davi. Não te irrites por causa dos que agem mal, nem invejes os que praticam a iniqüidade,
2 ଦୁଷ୍ଟ ଲୋକମାନେ ଘାସ ଓ ସବୁଜ ଲତା ତୁଲ୍ଯ ୟାହା ଖୁବ୍ ଶୀଘ୍ର ଧୂସର ହାଇେ ମରିୟାଏ।
2 pois logo eles serão ceifados como a erva dos campos, e como a erva verde murcharão.
3 ୟଦି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ବିଶ୍ବାସ ରଖିବ ଓ ସୁକର୍ମ କରିବ ତୁମ୍ଭେ ତା' ହେଲେ ଆନନ୍ଦରେ ରହିବ ଓ ଅନକେ ଜିନିଷ ଉପଭୋଗ କରିବ ୟାହା ସହେି ଭୂମିରୁ ତୁମ୍ଭେ ପାଇବ।
3 Espera no Senhor e faze o bem; habitarás a terra em plena segurança.
4 ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କରିବାର ସୁଖଭୋଗ କର ତହିଁରେ ସେ ତୁମ୍ଭର ଇଚ୍ଛା ପୂରଣ କରିବେ।
4 Põe tuas delícias no Senhor, e os desejos do teu coração ele atenderá.
5 ସଦାପ୍ରଭୁଙ୍କ ଉପରେ ନିର୍ଭର ରଖ। ତାଙ୍କୁ ବିଶ୍ବାସ କର ଓ ସେ ନିଶ୍ଚଯ ୟାହା କରିବା କଥା ସଫଳ କରିବେ।
5 Confia ao Senhor a tua sorte, espera nele, e ele agirá.
6 ତୁମ୍ଭର ସାଧୁତା ଓ ନ୍ଯାଯପ୍ରିଯତା ମଧ୍ଯାହ୍ନର ସୂର୍ୟ୍ଯ କିରଣ ଭଳି ଉଜ୍ଜ୍ବଳ ଆ ଲୋକ ପ୍ରଦାନ କରୁ।
6 Como a luz, fará brilhar a tua justiça; e como o sol do meio-dia, o teu direito.
7 ସଦାପ୍ରଭୁଙ୍କୁ ବିଶ୍ବାସ କର ଓ ତାଙ୍କ ସାହାୟ୍ଯ ପାଇଁ ଅପେକ୍ଷା କର। ହତାଶ ହୁଅ ନାହିଁ। ଯେତବେେଳେ ଦୁଷ୍ଟ ଲୋକମାନଙ୍କ ମନ୍ଦ କାର୍ୟ୍ଯ ସଫଳ ହୁଏ। ହତାଶ ହୁଅ ନାହିଁ ଯେତବେେଳେ ଦୁଷ୍ଟ ଲୋକମାନେ ମନ୍ଦ କାର୍ୟ୍ଯ କରିବାକୁ ମନ୍ତ୍ରଣା କରି ସମାନଙ୍କେର ଯୋଜନାରେ ସଫଳ ହୁଅନ୍ତି।
7 Em silêncio, abandona-te ao Senhor, põe tua esperança nele. Não invejes o que prospera em suas empresas, e leva a bom termo seus maus desígnios.
8 କୋର୍ଧ ତ୍ଯାଗ କର। କୋପ ତ୍ଯାଗ କର। ଏତେ ଅର୍ଧୈୟ୍ଯ ହୁଅ ନାହିଁ, ୟାହାଫଳରେ ତୁମ୍ଭେ ମଧ୍ଯ ମନ୍ଦକାର୍ୟ୍ଯ କରି ବସିବ।
8 Guarda-te da ira, depõe o furor, não te exasperes, que será um mal,
9 କାରଣ ଦୁଷ୍ଟ ଲୋକମାନେ ଧ୍ବଂସ ପାଇବେ କିନ୍ତୁ ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ସାହାୟ୍ଯ ପାଇଁ ପ୍ରାର୍ଥନା କରନ୍ତି, ସମାନେେ ସମଗ୍ର ଭୂମିକୁ ନିଯନ୍ତ୍ରଣ କରିପାରିବେ। ଏହା ପରମେଶ୍ବର ସମାନଙ୍କେଠାରେ ପ୍ରତିଜ୍ଞା କରିଛନ୍ତି।
9 porque os maus serão exterminados, mas os que esperam no Senhor possuirão a terra.
10 ଆଉ ଅଳ୍ପ ଦିନପରେ ଦୁଷ୍ଟ ଲୋକମାନେ ନ ଥିବେ। ତୁମ୍ଭେ ସମାନଙ୍କେୁ ଖାଜେିଲେ ବି ଆଉ ପାଇବ ନାହିଁ, କାରଣ ସମାନେେ ଆଉ ନ ଥିବେ।
10 Mais um pouco e não existirá o ímpio; se olhares o seu lugar, não o acharás.
11 ପରମେଶ୍ବର ସମାନଙ୍କେୁ ପ୍ରତିଜ୍ଞା କରିଥିଲେ ୟେ, ନମ୍ର ଲୋକମାନେ ଭୂମି ପାଇବେ ଓ ସମାନେେ ଶାନ୍ତି ଉପ ଭୋଗ କରିବେ।
11 Quanto aos mansos, possuirão a terra, e nela gozarão de imensa paz.
12 ପାପୀଷ୍ଠ ଲୋକମାନେ ଧର୍ମାତ୍ମାମାନଙ୍କ ବିରୁଦ୍ଧରେ କୁମନ୍ତ୍ରଣା କରନ୍ତି। ସହେି ଅଧର୍ମୀ ଲୋକମାନେ ଧାର୍ମୀକମାନଙ୍କୁ ଦେଖି ସମାନଙ୍କେ କୋର୍ଧ ଦଖାେନ୍ତି ଓ ରାଗରେ ଦାନ୍ତ କଡ଼ମଡ଼ କରି ଥାଆନ୍ତି।
12 O ímpio conspira contra o justo, e para ele range os seus dentes.
13 କିନ୍ତୁ ଆମ୍ଭମାନଙ୍କର ପ୍ରଭୁ ସହେି ଦୁଷ୍ଟ ଲୋକମାନଙ୍କୁ ଦେଖି ପରିହାସ କରିବେ। ସେ ଦେଖନ୍ତି ୟେ ସହେି ଦୁଷ୍ଟ ଲୋକମାନଙ୍କର ଦିନ ସରି ଆସୁଛି।
13 Mas o Senhor se ri dele, porque vê o destino que o espera.
14 ଦୁଷ୍ଟ ଲୋକମାନେ ଖଣ୍ଡା, ଧନୁ ତୀର ଧରି ବାହାରି ପଡ଼ନ୍ତି। ସମାନେେ ଦୁଃଖୀ ଓ ଅସହାୟ ଲୋକମାନଙ୍କୁ ହତ୍ଯା କରିବାକୁ ଚାହାଁନ୍ତି। ସମାନେେ ସିଦ୍ଧ ଓ ଧାର୍ମିକ ଲୋକମାନଙ୍କୁ ନିପାତ କରିବାକୁ ଚାହାଁନ୍ତି।
14 Os maus empunham a espada e retesam o arco, para abater o pobre e miserável e liquidar os que vão no caminho reto.
15 କିନ୍ତୁ ସମାନଙ୍କେର ଧନୁ ଭାଙ୍ଗିୟିବ। ସମାନଙ୍କେର ଖଣ୍ଡା ସମାନଙ୍କେର ନିଜ ହୃଦଯରେ ପ୍ରବେଶ କରିବ।
15 Sua espada, porém, lhes traspassará o coração, e seus arcos serão partidos.
16 ଧାର୍ମୀକ ଲୋକମାନଙ୍କ ମଧ୍ୟରେ ଅଳ୍ପ ଥିଲେ ବି ତାହା ଦୁଷ୍ଟ ଲୋକମାନଙ୍କ ମଧ୍ୟରେ ଥିବା ଧନୀ ଲୋକମାନଙ୍କ ଅପେକ୍ଷା ଉତ୍ତମ ଅଟେ।
16 O pouco que o justo possui vale mais que a opulência dos ímpios;
17 କାରଣ ଦୁଷ୍ଟ ଲୋକମାନେ ଧ୍ବଂସ ପାଇବେ। କିନ୍ତୁ ସଦାପ୍ରଭୁ ଧାର୍ମିକ ବ୍ଯକ୍ତିମାନଙ୍କୁ ରକ୍ଷା କରିବେ।
17 porque os braços dos ímpios serão quebrados, mas os justos o Senhor sustenta.
18 ସଦାପ୍ରଭୁ ସର୍ବଦା ସିଦ୍ଧ ଲୋକମାନଙ୍କୁ ସାହାୟ୍ଯ ଓ ସମାନଙ୍କେର ସାରା ଜୀବନ ରକ୍ଷା କରନ୍ତି। ସମାନଙ୍କେର ଅଧିକାର ଅନନ୍ତକାଳ ସ୍ଥାଯୀ ରୁ ହେ।
18 O Senhor vela pela vida dos íntegros, e a herança deles será eterna.
19 ଯେତବେେଳେ ବିପଦ ଆସେ ସେତବେେଳେ ଧାର୍ମିକ ଲୋକମାନେ ଧ୍ବଂସ ହବେେ ନାହିଁ। ଯେତବେେଳେ ଦୁର୍ଭିକ୍ଷ ପଡ଼ିବ ସେତବେେଳେ ଧାର୍ମିକ ଲେଶକ ପ୍ରଚୁର ଖାଦ୍ୟ ପାଇବେ।
19 Não serão confundidos no tempo da desgraça e nos dias de fome serão saciados.
20 କିନ୍ତୁ ଦୁଷ୍ଟ ଲୋକମାନେ ହେଉଛନ୍ତି ସଦାପ୍ରଭୁଙ୍କର ଶତ୍ରୁ ଓ ସହେି ଦୁଷ୍ଟ ଲୋକମାନେ ଧ୍ବଂସ ପାଇବେ। ସମାନଙ୍କେର ଉପତ୍ୟକା ସବୁ ଶୁଖି ଜଳିୟିବ। ସମାନେେ ସୂର୍ଣ୍ଣ ଭାବେ ଧ୍ବଂସ ପାଇବେ।
20 Porém, os ímpios perecerão e os inimigos do Senhor fenecerão como o verde dos prados; desaparecerão como a fumaça.
21 ଦୁଷ୍ଟ ଲୋକ ଖୁବ୍ ଶୀଘ୍ର ଟଙ୍କା ଋଣ କରେ ଓ କବେେ ତାକୁ ପରି ଶାଧେ କରେ ନାହିଁ। କିନ୍ତୁ ଧାର୍ମିକ ବ୍ଯକ୍ତି ତାକୁ ଅନ୍ୟମାନଙ୍କୁ ବାଣ୍ଟି ଦିଏ।
21 O ímpio pede emprestado e não paga, enquanto o justo se compadece e dá,
22 ୟଦି ଜଣେ ଧାର୍ମିକ ବ୍ଯକ୍ତି ଲୋକମାନଙ୍କୁ ଆଶୀର୍ବାଦ କରେ ତା' ହେଲେ ପରମେଶ୍ବରଙ୍କ ପ୍ରତିଜ୍ଞା ମୁତାବକ ସମାନେେ ଭୂମି ପାଇବେ। କିନ୍ତୁ ୟଦି ସମାନେେ କୁକର୍ମ ସବୁ ଘଟୁ ବୋଲି କୁହନ୍ତି, ସହେି ଲୋକମାନେ ଧ୍ବଂସ ହବେେ।
22 porque aqueles que o Senhor abençoa possuirão a terra, mas os que ele amaldiçoa serão destruídos.
23 ସଦାପ୍ରଭୁ ଧାର୍ମିକ ବ୍ଯକ୍ତିକୁ ସତ୍ ମାର୍ଗରେ ଜୀବନ ଧାରଣ କରିବା ପାଇଁ ସାହାୟ୍ଯ କରନ୍ତି। ଯେତବେେଳେ ସେ ତାହା କରେ, ସଦାପ୍ରଭୁ ଖୁସି ହୁଅନ୍ତି।
23 O Senhor torna firmes os passos do homem e aprova os seus caminhos.
24 ସମାନେେ ଝୁଣ୍ଟି ପଡ଼ିବେ ନାହିଁ କାରଣ ସଦାପ୍ରଭୁ ସମାନଙ୍କେୁ ସମର୍ଥନ କରନ୍ତି।
24 Ainda que caia, não ficará prostrado, porque o Senhor o sustenta pela mão.
25 ମୁଁ ୟୁବା ଥିଲି ଓ ବର୍ତ୍ତମାନ ବୁଢ଼ା ହଲିେଣି ଓ ମୁଁ କବେେ ଦେଖିନାହିଁ ପରମେଶ୍ବର ଧାର୍ମିକ ଲୋକଙ୍କୁ ପରିତ୍ଯାଗ କରନ୍ତି। ମୁଁ କବେେ ଦେଖି ନାହିଁ ୟେ, ଧାର୍ମିକ ବ୍ଯକ୍ତିଙ୍କର ପିଲାମାନେ ଖାଦ୍ୟ ପାଇଁ ଭିକ୍ଷାବୃତ୍ତି କରନ୍ତି।
25 Fui jovem e já sou velho, mas jamais vi o justo abandonado, nem seus filhos a mendigar o pão.
26 ଧାର୍ମିକ ବ୍ଯକ୍ତି ସବୁକିଛି ଅନ୍ୟମାନଙ୍କୁ ଦଇଦେିଏ। ତଣେୁ ତା'ର ପିଲାମାନେ ଏକ ଆଶୀର୍ବାଦସୂଚକ।
26 Todos os dias empresta misericordiosamente, e abençoada é a sua posteridade.
27 ତୁମ୍ଭେ ୟଦି ମନ୍ଦକାର୍ୟ୍ଯ କରିବାକୁ ମନା କର ଓ ୟଦି ତୁମ୍ଭେ ଭଲକାର୍ୟ୍ଯ କର, ତା' ହେଲେ ତୁମ୍ଭେ ନିଶ୍ଚଯ ଚିରଦିନ ପାଇଁ ବଞ୍ଚି ରହିବ।
27 Aparta-te do mal e faze o bem, para que permaneças para sempre,
28 ସଦାପ୍ରଭୁ ନ୍ଯାଯକୁ ଭଲ ପାଆନ୍ତି ଓ ତାଙ୍କର ବିଶ୍ବସ୍ତ ଅନୁସରଣକାରୀମାନଙ୍କୁ ପରିତ୍ଯାଗ କରନ୍ତି ନାହିଁ, ତଣେୁ ସମାନେେ ଚିରଦିନ ସୁରକ୍ଷିତ। କିନ୍ତୁ ଦୁଷ୍ଟ ଲୋକମାନେ ଧ୍ବଂସ ହବେେ।
28 porque o Senhor ama a justiça e não abandona os seus fiéis. Os ímpios serão destruídos, e a raça dos ímpios exterminada.
29 ଧାର୍ମିକ ଲୋକାମନେ ପରମେଶ୍ବରଙ୍କ ମୁତାବକ ରାଜ୍ଯ ପାଇବେ। ସମାନେେ ସଠାେରେ ଚିରଦିନ ବାସ କରିବେ।
29 Os justos possuirão a terra, e a habitarão eternamente.
30 ଧାର୍ମିକ ବ୍ଯକ୍ତି ଜ୍ଞାନର ଉପଦେଶ ଦିଏ। ତା'ର ନିଷ୍ପତ୍ତି ସମସ୍ତଙ୍କୁ ନ୍ଯାଯ ପ୍ରଦାନ କରେ।
30 A boca do justo fala sabedoria e a sua língua exprime a justiça.
31 ସେ ସଦାପ୍ରଭୁଙ୍କ ଉପଦେଶ ସବୁ ଶିଖିଥାଏ। ତଣେୁ ସେ କବେେ ହେଲେ ସହେି ପଥରୁ ବିଚ୍ଯୁତ ହବେ ନାହିଁ।
31 Em seu coração está gravada a lei de Deus; não vacilam os seus passos.
32 ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ସବୁବେଳେ ମାରିବାକୁ ଜଗି ବସିଥାଆନ୍ତି।
32 O ímpio espreita o justo, e procura como fazê-lo perecer.
33 ସଦାପ୍ରଭୁ କେ ହବେଲେେ ଦୁଷ୍ଟ ଲୋକମାନଙ୍କ ହସ୍ତରେ ଧାର୍ମିକ ଲୋକମାନଙ୍କୁ ଛାଡ଼ି ଦବେେ ନାହିଁ। ପରମେଶ୍ବର କବେେ ହେଲେ ଧାର୍ମିକ ଲୋକମାନଙ୍କୁ ଦୋଷୀ ସାବ୍ଯସ୍ତ କରିବେ ନାହିଁ।
33 Mas o Senhor não o abandonará em suas mãos e, quando for julgado, não o condenará.
34 ସଦାପ୍ରଭୁଙ୍କର ଅନୁସରଣ କର ଓ ତାଙ୍କ ସାହାୟ୍ଯ ପାଇଁ ଅପେକ୍ଷା କର। ସଦାପ୍ରଭୁ ତୁମ୍ଭକୁ ନିଶ୍ଚିତ ବିଜଯୀ କରାଇବେ ଓ ପରମେଶ୍ବରଙ୍କ ପ୍ରତିଜ୍ଞା ମୁତାବକ ତୁମ୍ଭେ ତୁମ୍ଭର ରାଜ୍ଯ ଫରେି ପାଇବ, ସେତବେେଳେ ଦୁଷ୍ଟ ଲୋକମାନେ ସେ ରାଜ୍ଯ ଛାଡ଼ି ଚାଲିଯିବେ।
34 Põe tu confiança no Senhor, e segue os seus caminhos. Ele te exaltará e possuirás a terra; a queda dos ímpios verás com alegria.
35 ମୁଁ ଜଣେ ଦୁଷ୍ଟ ଲୋକଙ୍କୁ ଦେଖିଲି ୟିଏକି ଅତି ଶକ୍ତିଶାଳୀ ଥିଲା। ସେ ଏକ ପୂର୍ଣ୍ଣାଙ୍ଗ ବୃକ୍ଷ ଭଳି ଶକ୍ତିଶାଳୀ ଥିଲା।
35 Vi o ímpio cheio de arrogância, a expandir-se com um cedro frondoso.
36 କିନ୍ତୁ ସେ ଆଜି ନାହିଁ। ମୁଁ ତାଙ୍କୁ ଅନକେ ସ୍ଥାନରେ ଖାଜେିଲି କିନ୍ତୁ ତାଙ୍କୁ ପାଇଲି ନାହିଁ।
36 Apenas passei e já não existia; procurei-o por toda a parte e nem traço dele encontrei.
37 ସିଦ୍ଧ ଓ ଧାର୍ମିକ ଲୋକ ହୁଅ। ଯେଉଁମାନେ ଶାନ୍ତିକୁ ଭଲପାଆନ୍ତି ସମାନଙ୍କେର ଅନକେ ବଂଶଧର ବଢ଼ି ଚାଲିବେ।
37 Observa o homem de bem, considera o justo, pois há prosperidade para o pacífico.
38 କିନ୍ତୁ ଅଧର୍ମାଚାରୀ ଲୋକମାନେ ସୂର୍ଣ୍ଣ ଧ୍ବଂସ ପାଇବେ ଓ ସମାନଙ୍କେର ବଂଶଧରମାନେ ସହେି ସ୍ଥାନ ଛାଡ଼ିବାକୁ ବାଧ୍ଯ ହବେେ।
38 Os pecadores serão exterminados, a geração dos ímpios será extirpada.
39 ସଦାପ୍ରଭୁ ସର୍ବଦା ଧାର୍ମିକ ଲୋକକୁ ରକ୍ଷା କରନ୍ତି। ସଦାପ୍ରଭୁ ହିଁ ସହେି ଧାର୍ମିକ ଲୋକମାନଙ୍କର ସଂକଟ ସମଯରେ ଏକମାତ୍ର ବଳ। ଯେତବେେଳେ ସମାନେେ ଅସୁବିଧାରେ ପଡ଼ନ୍ତି।
39 Vem do Senhor a salvação dos justos, que é seu refúgio no tempo da provocação.
40 ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ ସାହାୟ୍ଯ କରନ୍ତି ଓ ସମାନଙ୍କେୁ ରକ୍ଷା କରନ୍ତି। ସଦାପ୍ରଭୁ ସହେି ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ କବଳରୁ ରକ୍ଷା କରନ୍ତି କାରଣ ସମାନେେ ତାଙ୍କ ଉପରେ ନିର୍ଭରଶୀଳ।
40 O Senhor os ajuda e liberta; arranca-os dos ímpios e os salva, porque se refugiam nele.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 37, comparar traduções ou montar um estudo — tudo direto pelo WhatsApp.