Salmos 39
Oriya Bible (GL_ORIYA) vs VC
1 ମୁଁ କହିଲି, ମୁଁ ଏଣିକି ୟାହା ବିଷଯରେ କହିବି ସାବଧାନ ହବେି। ମୁଁ ମାରେ ଜିହ୍ବାକୁ ପାପ କରିବାକୁ ସୁଯୋଗ ଦବେି ନାହିଁ। ମୁଁ ଯେତବେେଳେ ଦୁଷ୍ଟ ଲୋକଙ୍କ ଗହଣରେ ଥିବି, ମୁଁ ମାରେ ମୁଖକୁ ବନ୍ଦ ରଖିବି।
1 Ao mestre de canto, a Iditum. Salmo de Davi. Disse comigo mesmo: Velarei sobre os meus atos, para não mais pecar com a língua. Porei um freio em meus lábios, enquanto o ímpio estiver diante de mim.
2 ତଣେୁ ମୁଁ କିଛି କହିଲି ନାହିଁ। ଏପରିକି ମୁଁ କିଛି ଭଲ କଥା ମଧ୍ଯ କହିବି ନାହିଁ। କିନ୍ତୁ ଏହା ଦ୍ବାରା ମୁଁ ଅଧିକ କୋର୍ଧୀ ହଲିେ।
2 Fiquei mudo, mas sem resultado, porque minha dor recrudesceu.
3 ମୁଁ ଅତି କୋର୍ଧିତ ଥିଲି। ମୁଁ ଯେତବେେଳେ ମାରେ କୋର୍ଧ ବିଷଯରେ ଭାବିଲି ଆହୁରି ଅଧିକ କୋର୍ଧୀ ହଲିେ। ତଣେୁ ମୁଁ ଜିହ୍ବାରେ କିଛି କହି ପକାଇଲି।
3 Meu coração se abrasava dentro de mim, meu pensamento se acendia como um fogo, então eu me pus a falar:
4 ହେ ସଦାପ୍ରଭୁ, ତୁମ୍ଭେ ମାେତେ କୁହ ବର୍ତ୍ତମାନ ମାରେ ଅବସ୍ଥା କ'ଣ ହବେ ? ମାେତେ ତୁମ୍ଭେ କୁହ ମୁଁ ଆଉ କେତେ ଦିନ ବଞ୍ଚିବି ? ମାେତେ ତୁମ୍ଭେ ଜଣାଅ ପ୍ରକୃତରେ ମାରେ ଜୀବନକାଳ ଆଉ କେତେ ଦିନ ଅଛି।
4 Fazei-me conhecer, Senhor, o meu fim, e o número de meus dias, para que eu veja como sou efêmero.
5 ହେ ସଦାପ୍ରଭୁ, ତୁମ୍ଭେ ମାେତେ ଗୋଟିଏ କ୍ଷଣସ୍ଥାଯୀ ଜୀବନ ଦଇେଛ। ମାରେ କ୍ଷଣସ୍ଥାଯୀ ଜୀବନ ତୁମ୍ଭ ତୁଳନାରେ କିଛି ନୁହେଁ। ପ୍ରେତ୍ୟକକ ଲୋକର ଜୀବନ ଏକ ମେଘଖଣ୍ଡ ସଦୃଶ ୟାହାକି ଖୁବ୍ ଶୀଘ୍ର ଭାସିୟାଏ, କହେି ଚିରଦିନ ବଞ୍ଚିରହେ ନାହିଁ।
5 A largura da mão: eis a medida de meus dias, diante de vós minha vida é como um nada; todo homem não é mais que um sopro.
6 ଆମ୍ଭର ଜୀବନ ହେଉଛି ଏକ ଦର୍ପଣର ପ୍ରତିବିମ୍ବ ସଦୃଶ। ଆମ୍ଭେ ଜୀବନସାରା ବସ୍ତୁ ପଛରେ ଧାଇଁ ଧାଇଁ କଟାଇ ଦେଉ। କିନ୍ତୁ ଆମ୍ଭେ ଜାଣୁନା ଆମ୍ଭର ମୃତ୍ଯୁପରେ ସେ ସବୁକୁ କିଏ ପାଇବ।
6 De fato, o homem passa como uma sombra, é em vão que ele se agita; amontoa, sem saber quem recolherá.
7 ହେ ମାରେ ପ୍ରଭୁ, ମାରେ ଆଉ କ'ଣ ଆଶା ଅଛି ? ତୁମ୍ଭେ ମାରେ ସମସ୍ତ ଆଶା ଓ ଭରସା।
7 E agora, Senhor, que posso esperar? Minha confiança está em vós.
8 ହେ ସଦାପ୍ରଭୁ, ତୁମ୍ଭେ ମାେତେ ସମସ୍ତ ଅଧର୍ମରୁ ଉଦ୍ଧାର କର। ମାେତେ ମୂର୍ଖ ଲୋକମାନଙ୍କ ଦ୍ବାରା ନିନ୍ଦାପାତ୍ର କର ନାହିଁ।
8 Livrai-me de todas as faltas, não me abandoneis ao riso dos insensatos.
9 ମୁଁ ମାରେ ପାଟି ଖାଲିେ ନାହିଁ। ମୁଁ କିଛି କହି ନାହିଁ। ହେ ସଦାପ୍ରଭୁ ତୁମ୍ଭେ ୟାହା କରିବା କଥା ତାହା କରିଛ।
9 Calei-me, já não abro a boca, porque sois vós que operais.
10 ହେ ପରମେଶ୍ବର, ମାେତେ ଆଉ ଦଣ୍ଡ ଦିଅ ନାହିଁ। ୟଦି ତୁମ୍ଭେ ମାେତେ ଦଣ୍ଡ ଦବୋ ବନ୍ଦ କରିବ ନାହିଁ, ତୁମ୍ଭେ ମାେତେ ଧ୍ବଂସ କରିଦବେ।
10 Afastai de mim esse flagelo, pois sucumbo ao rigor de vossa mão.
11 ହେ ସଦାପ୍ରଭୁ, ଯେଉଁମାନେ ଅପରାଧ କରନ୍ତି, ସମାନଙ୍କେୁ ତୁମ୍ଭେ ଦଣ୍ଡ ଦିଅ। ଉଚିତ ଶିକ୍ଷା ଦବୋ ପାଇଁ ଓ ସତ୍ ମାର୍ଗରେ ୟିବା ପାଇଁ କୀଟ ୟପରେି ଲୁଗାକୁ ନଷ୍ଟ କରିଦିଏ, ସହେିଭଳି ତୁମ୍ଭେ ସହେି ବ୍ଯକ୍ତିଙ୍କର ମୂଲ୍ଯବାନ୍ ବସ୍ତୁକୁ ଧ୍ବଂସ କର। ହଁ, ଆମ୍ଭର ଜୀବନ ସବୁ ହେଉଛି, ଛୋଟିଆ ବାଦଲ ଖଣ୍ଡ ପରି ୟାହା ଖୁବ୍ ଶୀଘ୍ର ମଳାଇ ୟାଏ।
11 Quando punis o homem, fazendo-lhe sentir a sua culpa, consumis, como o faria a traça, o que ele tem de mais caro. Verdadeiramente, apenas um sopro é o homem.
12 ହେ ସଦାପ୍ରଭୁ ମାରେ ପ୍ରାର୍ଥନା ଶୁଣ। ମୁଁ ୟାହା ରୋଦନ କରି ତୁମ୍ଭକୁ କହୁଛି, ତାହା ତୁମ୍ଭେ ଶୁଣ। ମାରେ ଲୋତକକୁ ଚାହଁ, ମୁଁ ଜଣେ ପଥିକ ୟିଏ କି ତୁମ୍ଭ ସହିତ ଜୀବନ କଟାଉଛି। ମାରେ ପୂର୍ବପୁରୁଷମାନଙ୍କ ପରି ମୁଁ ମଧ୍ଯ ଏଠାରେ ଅଳ୍ପଦିନ ବଞ୍ଚିବି।
12 Ouvi, Senhor, a minha oração, escutai os meus clamores, não fiqueis insensível às minhas lágrimas. Diante de vós não sou mais que um viajor, um peregrino, como foram os meus pais.
13 ହେ ସଦାପଭ୍ରୁ, ମାେତେ ତୁମ୍ଭେ ଏକୁଟିଆ ଛାଡ଼ିଦିଅ ଓ ମୁଁ ମୃତ୍ଯୁମୁଖରେ ପଡ଼ି ନିଶ୍ଚିହ୍ନ ହବୋ ପୂର୍ବରୁ ମାେତେ ତୁମ୍ଭେ ପ୍ରଫୁଲ୍ଲ ରଖ।
13 Afastai de mim a vossa ira para que eu tome alento, antes que me vá para não mais voltar.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Salmos 39, comparar traduções ou montar um estudo — tudo direto pelo WhatsApp.