Salmos 3
Oriya Bible (GL_ORIYA) vs NVI
1 ହେ ସଦାପ୍ରଭୁ, ମାରେ ବହୁତ ଶତ୍ରୁ ଅଛନ୍ତି। ବହୁତ ଲୋକ ମାେ ବିରୁଦ୍ଧରେ ଲାଗିଛନ୍ତି।
1 Senhor, muitos são os meus adversários! Muitos se rebelam contra mim!
2 ବହୁତ ଲୋକ ମାେ ବିରୁଦ୍ଧରେ କଥା ହେଉଛନ୍ତି। ସହେି ଲୋକମାନେ କହୁଛନ୍ତି, ପରମେଶ୍ବର ତାକୁ ରକ୍ଷା କରିପାରିବେ ନାହିଁ।
2 São muitos os que dizem a meu respeito: "Deus nunca o salvará! " Pausa
3 କିନ୍ତୁ ହେ ସଦାପ୍ରଭୁ, ଏହା କବଳେ ତୁମ୍ଭେ ୟିଏକି ମାରେ ଢ଼ାଲ ସ୍ବରୂପ। ତୁମ୍ଭେ ମାରେ ମହିମା। ତୁମ୍ଭେ ହିଁ ମାେତେ ପ୍ରାଧାନ୍ଯ ଦଇେଛ।
3 Mas tu, Senhor, és o escudo que me protege; és a minha glória e me fazes andar de cabeça erguida.
4 ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି ଏବଂ ସେ ତାଙ୍କର ପବିତ୍ର ପର୍ବତରୁ ମାେତେ ଉତ୍ତର ଦବେେ।
4 Ao Senhor clamo em alta voz, e do seu santo monte ele me responde. Pausa
5 ମୁଁ ଶାଇେଲି ଓ ବିଶ୍ରାମ ନଲେି ଏବଂ ମୁଁ ଜାଣେ ମୁଁ ପୁଣି ଜାଗ୍ରତ ହବେି କାହିଁକି ? କାରଣ ସଦାପ୍ରଭୁ ମାେତେ ସର୍ବଦା ରକ୍ଷା କରନ୍ତି।
5 Eu me deito e durmo, e torno a acordar, porque é o Senhor que me sustém.
6 ହଜାର ହଜାର ସୈନ୍ଯମାନେ ମାେ ଚାରିକଡ଼ରେ ଘରେି ରହିଲେ ସୁଦ୍ଧା ମୁଁ ସହେି ଶତ୍ରୁମାନଙ୍କୁ କବେେ ଭୟ କରିବି ନାହିଁ।
6 Não me assustam os milhares que me cercam.
7 ହେ ସଦାପ୍ରଭୁ, ତୁମ୍ଭେ ଉଠ! ହେ ପରମେଶ୍ବର ତୁମ୍ଭେ ଆସ ଓ ମାେତେ ରକ୍ଷା କର। ତୁମ୍ଭେ ଅତି ବଳଶାଳୀ ଅଟ। ୟଦି ତୁମ୍ଭେ ମାରେ ଶତ୍ରୁମାନଙ୍କ ଗାଲରେ ମାରିଥାନ୍ତ, ତୁମ୍ଭେ ସହେି ଦୁଷ୍ଟ ଲୋକମାନଙ୍କର ସବୁ ଦାନ୍ତଗୁଡ଼ିକୁ ସହଜରେ ଭାଙ୍ଗି ଦଇେଥାନ୍ତ।
7 Levanta-te, Senhor! Salva-me, Deus meu! Quebra o queixo de todos os meus inimigos; arrebenta os dentes dos ímpios.
8 ହେ ସଦାପ୍ରଭୁ ଶଷେରେ ତୁମ୍ଭର ହିଁ ବିଜଯ ହବେ। ଦୟାକରି ତୁମ୍ଭର ଲୋକମାନଙ୍କ ଉପରେ ଆଶୀର୍ବାଦ କର।
8 Do Senhor vem o livramento. A tua bênção está sobre o teu povo. Pausa
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Salmos 3, comparar traduções ou montar um estudo — tudo direto pelo WhatsApp.