Salmos 44

Oriya Bible (GL_ORIYA) vs ARA

Sair da comparação
ARA Almeida Revista e Atualizada 1993
1 ହେ ପରମେଶ୍ବର, ଆମ୍ଭେ ତୁମ୍ଭ ବିଷଯରେ ଶୁଣିଅଛୁ। ଆମ୍ଭର ପିତୃପୁରୁଷଙ୍କୁ ଜୀବନ କାଳରେ ଓ ପୁର୍ବରେ ତୁମ୍ଭେ ୟାହାସବୁ କରିଥିଲ ତାହା ଆମ୍ଭମାନେେ ଶୁଣିଅଛୁ। ସମାନେେ ତାହା ଆମ୍ଭମାନଙ୍କୁ ଜଣାଇଅଛନ୍ତି।
1 Ouvimos, ó Deus, com os próprios ouvidos; nossos pais nos têm contado o que outrora fizeste, em seus dias.
2 ହେ ପରମେଶ୍ବର, ତୁମ୍ଭର ଅସୀମ ଶକ୍ତି ବଳରେ ଏହି ରାଜ୍ଯକୁ ସମାନଙ୍କେଠାରୁ ଛଡ଼ାଇ ନଇେ ତାହା ଆମ୍ଭମାନଙ୍କୁ ଦଇେଅଛ। ତୁମ୍ଭେ ସହେି ବିଦେଶୀ ଲୋକମାନଙ୍କୁ ନିଶ୍ଚିହ୍ନ କରିଛ। ତୁମ୍ଭେ ସମାନଙ୍କେୁ ବିଦେଶ ଭୂମି ଛାଡ଼ିବାକୁ ବାଧ୍ଯ କରିଛ।
2 Como por tuas próprias mãos desapossaste as nações e os estabeleceste; oprimiste os povos e aos pais deste largueza.
3 ଆମ୍ଭର ପିତୃପୁରୁଷଙ୍କ ଖଡ୍ଗ ଦ୍ବାରା ଏ ରାଜ୍ଯ ମିଳି ନାହିଁ। ସମାନଙ୍କେର ବଳିଷ୍ଠ ବାହୁ ୟୁଗଳ ସମାନଙ୍କେୁ ବିଜଯୀ କରି ନାହିଁ। ଏହା କବଳେ ସମ୍ଭବ ହାଇେଛି, ତୁମ୍ଭେ ସମାନଙ୍କେ ସାଙ୍ଗରେ ଥିଲ। ହେ ପରମେଶ୍ବର, ତୁମ୍ଭର ଅସୀମ ଶକ୍ତି ଆମ୍ଭର ପିତୃପୁରୁଷଙ୍କୁ ରକ୍ଷା କରିଥିଲା। କାରଣ ତୁମ୍ଭେ ସମାନଙ୍କେୁ ଭଲ ପାଉଥିଲ।
3 Pois não foi por sua espada que possuíram a terra, nem foi o seu braço que lhes deu vitória, e sim a tua destra, e o teu braço, e o fulgor do teu rosto, porque te agradaste deles.
4 ହେ ମାରେ ପରମେଶ୍ବର, ତୁମ୍ଭେ ମାରେ ରାଜା ଅଟ। ଆଜ୍ଞା ଦିଅ ଓ ୟାକୁବର ଲୋକଙ୍କୁ ମୁକ୍ତ କରାଅ।
4 Tu és o meu rei, ó Deus; ordena a vitória de Jacó.
5 ହେ ମାରେ ପରମେଶ୍ବର, ତୁମ୍ଭରି ସାହାୟ୍ଯରେ ଆମ୍ଭର ଶତ୍ରୁମାନଙ୍କୁ ଆମ୍ଭେ ପଛକୁ ତଡ଼ି ଦବେୁ। ତୁମ୍ଭର ନାମକୁ ନଇେ ଆମ୍ଭମାନେେ ଆମ୍ଭର ଶତ୍ରୁମାନଙ୍କ ଉପରେ ଚଢ଼ି ଚାଲିୟିବୁ।
5 Com o teu auxílio, vencemos os nossos inimigos; em teu nome, calcamos aos pés os que se levantam contra nós.
6 ମୁଁ ମାରେ ଧନୁରେ ବିଶ୍ବାସ କରେ ନାହିଁ, କିଅବା ମାରେ ଖଣ୍ଡା ମାେତେ ରକ୍ଷା କରିପାରିବ ନାହିଁ।
6 Não confio no meu arco, e não é a minha espada que me salva.
7 ହେ ପରମେଶ୍ବର, ତୁମ୍ଭେ ଆମ୍ଭଙ୍କୁ ମିଶରଠାରୁ ବଞ୍ଚାଇଛ। ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ଲଜ୍ଜା ପ୍ରଦାନ କରିଛ।
7 Pois tu nos salvaste dos nossos inimigos e cobriste de vergonha os que nos odeiam.
8 ଆମ୍ଭେ ସାରାଦିନ ପରମେଶ୍ବରଙ୍କ ପ୍ରଶଂସା କରିଛୁ। ଆମ୍ଭେ ଚିରକାଳ ତୁମ୍ଭର ପ୍ରଶଂସା କରିବୁ।
8 Em Deus, nos temos gloriado continuamente e para sempre louvaremos o teu nome.
9 କିନ୍ତୁ ହେ ପରମେଶ୍ବର, ତୁମ୍ଭେ ଆମ୍ଭକୁ ଛାଡ଼ି ଚାଲିଗଲ। ତୁମ୍ଭେ ଆମ୍ଭକୁ ମାନସିକ ଅଶାନ୍ତ କଲ। ତୁମ୍ଭେ ଆମ୍ଭ ସହିତ ୟୁଦ୍ଧ କ୍ଷେତ୍ରକୁ ଆସିଲ ନାହିଁ।
9 Agora, porém, tu nos lançaste fora, e nos expuseste à vergonha, e já não sais com os nossos exércitos.
10 ଆମ୍ଭର ଶତ୍ରୁମାନେ ଆମ୍ଭକୁ ପଛକୁ ତଡ଼ି ଦେଲେ। ଆମ୍ଭର ଶତ୍ରୁମାନେ ଆମ୍ଭର ଧନ ସମ୍ପତ୍ତି ନଇଗେଲେ।
10 Tu nos fazes bater em retirada à vista dos nossos inimigos, e os que nos odeiam nos tomam por seu despojo.
11 ତୁମ୍ଭେ ଆମ୍ଭକୁ ମେଣ୍ଢା ତୁଲ୍ଯ ଅନ୍ୟମାନଙ୍କ ମଧ୍ୟରେ ଖାଦ୍ୟ ନିମନ୍ତେ ସମର୍ପଣ କରିଅଛ। ତୁମ୍ଭେ ଆମ୍ଭକୁ ବିଦେଶୀମାନଙ୍କ ମଧ୍ୟରେ ଛିନ୍ନଭିନ୍ନ କରିଛ।
11 Entregaste-nos como ovelhas para o corte e nos espalhaste entre as nações.
12 ହେ ପରମେଶ୍ବର, ତୁମ୍ଭେ ଆପଣା ଲୋକଙ୍କୁ ବିନା ମୂଲ୍ଯରେ ବିକ୍ରୀ କରି ଦେଉଛି ଓ ସମାନଙ୍କେର ଉଚିତ୍ ଦାମ ପାଇଁ ମଧ୍ଯ ଆଲୋଚନା କରି ନାହିଁ।
12 Vendes por um nada o teu povo e nada lucras com o seu preço.
13 ତୁମ୍ଭେ ଆମ୍ଭମାନଙ୍କୁ ଆମ୍ଭର ପଡ଼ୋଶୀମାନଙ୍କ ନିକଟରେ ପରିହାସର ପାତ୍ର କରିଛ। ସମାନେେ ଆମ୍ଭକୁ ଦେଖି ହସନ୍ତି ଓ ଥଟ୍ଟା କରନ୍ତି।
13 Tu nos fazes opróbrio dos nossos vizinhos, escárnio e zombaria aos que nos rodeiam.
14 ତୁମ୍ଭେ ଆମ୍ଭକୁ ଏକ ବିପର୍ୟ୍ଯଯର କାହାଣୀରେ ପରିଣତ କରିଛ, ୟାହା ଲୋକମାନେ କହୁଛନ୍ତି। ଯେଉଁ ଲୋକଙ୍କର ନିଜର ରାଜ୍ଯ ମଧ୍ଯ ନାହିଁ, ସମାନେେ ଆମ୍ଭକୁ ଦେଖି ହସୁଛନ୍ତି ଓ ମୁଣ୍ଡ ହଲାଉଛନ୍ତି।
14 Pões-nos por ditado entre as nações, alvo de meneios de cabeça entre os povos.
15 ଲଜ୍ଜାରେ ମୁଁ ଢ଼ାଙ୍କି ହାଇୟୋଇଛି। ସାରାଦିନ ମୁଁ ସହେି ତିରସ୍କାର ଦେଖୁଛି।
15 A minha ignomínia está sempre diante de mim; cobre-se de vergonha o meu rosto,
16 ଲୋକମାନେ ୟାହା କହୁଛନ୍ତି ସେଥିପାଇଁ ମୁଁ ଲଜ୍ଜିତ, ଏହିସବୁ ଯେଉଁ ଲୋକମାନେ କହୁଛନ୍ତି ଏ ମାରେ ଶତ୍ରୁ।
16 ante os gritos do que afronta e blasfema, à vista do inimigo e do vingador.
17 ହେ ପରମେଶ୍ବର, ଆମ୍ଭେ ତୁମ୍ଭକୁ ଭୁଲି ୟାଇ ନାହୁଁ। ତଥାପି ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏସବୁ ଘଟାଇଛ। ଯେତବେେଳେ ତୁମ୍ଭର ନିଯମକୁ ସ୍ବୀକୃତି ପ୍ରଦାନ କରିଥିଲୁ ତୁମ୍ଭ ସହିତ ଆମ୍ଭମାନେେ ମିଥ୍ଯା କହି ନାହୁଁ।
17 Tudo isso nos sobreveio; entretanto, não nos esquecemos de ti, nem fomos infiéis à tua aliança.
18 ହେ ପରମେଶ୍ବର, ଆମ୍ଭମାନେେ ତୁମ୍ଭ ନିକଟରୁ ଦୂରଇେ ୟାଇ ନାହୁଁ। ଆମ୍ଭମାନେେ ତୁମ୍ଭକୁ ଅନୁସରଣ କରିବାରେ ପଛଇେ ନାହୁଁ।
18 Não tornou atrás o nosso coração, nem se desviaram os nossos passos dos teus caminhos,
19 ହେ ପରମେଶ୍ବର, ତୁମ୍ଭେ ଏହି ସ୍ଥାନରେ ଆମ୍ଭକୁ ପଦଦଳିତ କଲ। ଯେଉଁଠାରେ ଶୃଗାଳମାନେ ବାସ କରନ୍ତି। ତୁମ୍ଭେ ଆମ୍ଭକୁ ଏପରି ଏକ ସ୍ଥାନରେ ଛାଡ଼ିଦଲେ ୟାହା ମୃତ୍ଯୁଭଳି ଗାଢ଼ ଅନ୍ଧକାର ଅଟେ।
19 para nos esmagares onde vivem os chacais e nos envolveres com as sombras da morte.
20 ଆମ୍ଭେ କ'ଣ ଆମ୍ଭ ପରମେଶ୍ବରଙ୍କ ନାମ ଭୁଲି ୟାଇଛୁ ? ଆମ୍ଭେ କ'ଣ ଅନ୍ୟ କୌଣସି ଦବେତାଙ୍କୁ ଡ଼ାକିଛୁ ? ନା।
20 Se tivéssemos esquecido o nome do nosso Deus ou tivéssemos estendido as mãos a deus estranho,
21 ପ୍ରକୃତରେ ପରମେଶ୍ବର ସେ ସବୁ କଥା ଜାଣନ୍ତି। ସେ ମଧ୍ଯ ଆମ୍ଭର ସମସ୍ତ ଗୋପନ କଥା ଜାଣନ୍ତି।
21 porventura, não o teria atinado Deus, ele, que conhece os segredos dos corações?
22 ହେ ପରମେଶ୍ବର, ସାରାଦିନ ଆମ୍ଭେ ତୁମ୍ଭ ପାଇଁ ମୃତ୍ଯୁବରଣ କରୁଛୁ। ଆମ୍ଭେ ହେଉଛୁ ସହେି ମେଣ୍ଢାସବୁ ଯେଉଁମାନଙ୍କୁ ହତ୍ଯା କରିବାକୁ ନିଆ ଯାଉଥାଏ।
22 Mas, por amor de ti, somos entregues à morte continuamente, somos considerados como ovelhas para o matadouro.
23 ମାରେ ପ୍ରଭୁ ତୁମ୍ଭେ ଜାଗ୍ରତ ହୁଅ। କାହିଁକି ତୁମ୍ଭେ ଶାଇେ ରହିଛ ? ଉଠ, ଚିରଦିନ ପାଇଁ ଆମ୍ଭକୁ ଛାଡ଼ିୟାଅ ନାହିଁ।
23 Desperta! Por que dormes, Senhor? Desperta! Não nos rejeites para sempre!
24 ହେ ପରମେଶ୍ବର, କାହିଁକି ତୁମ୍ଭେ ଆମ୍ଭଠାରୁ ଲୁଚିଅଛ। ତୁମ୍ଭେ କ'ଣ ଆମ୍ଭର ଦୁଃଖ ଓ ୟନ୍ତ୍ରଣା ସବୁ ଭୁଲି ୟାଇଅଛ।
24 Por que escondes a face e te esqueces da nossa miséria e da nossa opressão?
25 ଆମ୍ଭମାନଙ୍କୁ ଧୂଳିମାଟି ଭିତରକୁ ଠଲେି ଦିଆ ହାଇେଛି। ଆମ୍ଭମାନଙ୍କର ଉଦର ମାଟି ଧୂଳିରେ ପଡ଼ି ରହିଛି।
25 Pois a nossa alma está abatida até ao pó, e o nosso corpo, como que pegado no chão.
26 ହେ ପରମେଶ୍ବର, ଜାଗ୍ରତ ହୁଅ। ଆମ୍ଭକୁ ସାହାୟ୍ଯ କର। ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ହତେୁ ଆମ୍ଭମାନଙ୍କୁ ଉଦ୍ଧାର କର।
26 Levanta-te para socorrer-nos e resgata-nos por amor da tua benignidade.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 44, comparar traduções ou montar um estudo — tudo direto pelo WhatsApp.