Salmos 45
Oriya Bible (GL_ORIYA) vs ACF
1 ସୁନ୍ଦର ଭାବନାସବୁ ମାରେ ମନକୁ ଭରିଦିଏ, ୟବେେ ଏହିସବୁ ପଦଗୁଡ଼ିକ ରାଜାଙ୍କ ପାଇଁ କ ହେ। ଏହି ଶବ୍ଦଗୁଡ଼ିକ ମାେ ଜିହ୍ବାରେ ପ୍ରବାହିତ ହାଇେଥାଏ। ନିପୂଣ ଲେଖକର କଲମରୁ ଆସିଲା ପରି।
1 O meu coração ferve com palavras boas, falo do que tenho feito no tocante ao Rei. A minha língua é a pena de um destro escritor.
2 ତୁମ୍ଭେ ଅନ୍ୟମାନଙ୍କଠାରୁ ଅଧିକ ସୁନ୍ଦର ଅଟ, ଏବଂ ତୁମ୍ଭେ ଏପରି ସୁଖଦାୟକ କଥା କୁହ, ସେଥିପାଇଁ ପରମେଶ୍ବର ତୁମ୍ଭକୁ ସର୍ବଦା ଆଶୀର୍ବାଦ କରିବେ।
2 Tu és mais formoso do que os filhos dos homens; a graça se derramou em teus lábios; por isso Deus te abençoou para sempre.
3 ହେ ବୀର ତୁମ୍ଭର ଖଡ୍ଗ ଧାରଣ କର, ତୁମ୍ଭର ଶରୀରରେ ମହିମା ମଣ୍ଡିତ ପୋଷାକ ଶାେଭା ପାଉ।
3 Cinge a tua espada à coxa, ó valente, com a tua glória e a tua majestade.
4 ତୁମ୍ଭେ ଆଶ୍ଚର୍ୟ୍ଯ ଦିଶୁଛ। ୟାଅ ନ୍ଯାଯ ଓ ଧର୍ମପାଇଁ ୟୁଦ୍ଧରେ ବିଜଯୀ ହୁଅ। ତୁମ୍ଭର ଶକ୍ତିଶାଳୀ ଦକ୍ଷିଣ ବାହୁ ଅଦ୍ଭୁତ କାର୍ୟ୍ଯ କରିବାକୁ ପ୍ରଶିକ୍ଷିତ।
4 E neste teu esplendor cavalga prosperamente, por causa da verdade, da mansidão e da justiça; e a tua destra te ensinará coisas terríveis.
5 ତୁମ୍ଭର ଶକ୍ତିଶାଳୀ ମୁନିଆ ତୀର ଶତ୍ରୁର ବକ୍ଷସ୍ଥଳ ଭଦେ କରିବାକୁ ସମର୍ଥ ଲୋକମାନେ ତୁମ୍ଭ ସମ୍ମୁଖରେ ଧୂଳିରେ ଲୋଟି ଯିବେ।
5 As tuas flechas são agudas no coração dos inimigos do rei, e por elas os povos caíram debaixo de ti.
6 ପରମେଶ୍ବର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାଯୀ ବିରାଜମାନ କରିବ। ତୁମ୍ଭର ଉତ୍ତମତା ତୁମ୍ଭକୁ ଶାସନ କରିବାର କ୍ଷମତା ଦିଏ।
6 O teu trono, ó Deus, é eterno e perpétuo; o cetro do teu reino é um cetro de eqüidade.
7 ତୁମ୍ଭେ ଧାର୍ମିକକୁ ଭଲ ପାଅ ଓ ଦୁଷ୍ଟକୁ ଘୃଣା କର। ପରମେଶ୍ବର ତୁମ୍ଭର ବନ୍ଧୁମାନଙ୍କ ମଧ୍ଯରୁ ତୁମ୍ଭକୁ ରାଜ ହବୋକୁ ମନୋନୀତ କଲେ।
7 Tu amas a justiça e odeias a impiedade; por isso Deus, o teu Deus, te ungiu com óleo de alegria mais do que a teus companheiros.
8 ତୁମ୍ଭର ପୋଷାକରୁ ଉତ୍ତମ ସୁଗନ୍ଧିୟୁକ୍ତ ଅଗୁରୁ ଡ଼ାଲଚିନି ମସଲାର ବାସନା ଭାସି ଆସୁଛି। ଏହି ପ୍ରାସାଦ ହାତୀ ଦାନ୍ତରେ ସୁଶୋଭିତ ଓ ସେ ଭିତରୁ ଉତ୍ତମ ସଙ୍ଗୀତ ତୁମ୍ଭର ମନୋରଞ୍ଜନ ସକାଶେ ଗୁଞ୍ଜରିତ ହେଉଛି।
8 Todas as tuas vestes cheiram a mirra e aloés e cássia, desde os palácios de marfim de onde te alegram.
9 ତୁମ୍ଭ ବିବାହରେ ୟୋଗ ଦଇେଥିବା ସ୍ତ୍ରୀ ଲୋକମାନେ ରାଜକୁମାରୀ ଅଟନ୍ତି। ରାଜକୁମାରୀମାନେ ତୁମ୍ଭର ବଧୂ, ତୁମ୍ଭର ଦକ୍ଷିଣ ପାଶର୍ବରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଓ ପୋଷାକ ପିନ୍ଧି ଛିଡ଼ା ହାଇେଛନ୍ତି।
9 As filhas dos reis estavam entre as tuas ilustres mulheres; à tua direita estava a rainha ornada de finíssimo ouro de Ofir.
10 ହେ ରାଜକୁମାରୀ, ଶୁଣ। ୟଦି ତୁମ୍ଭେ ମନଦଇେ ଶୁଣ ସବୁ ବୁଝିପାରିବ ଓ ତୁମ୍ଭର ପରିବାରକୁ ଭୁଲିୟାଅ।
10 Ouve, filha, e olha, e inclina os teus ouvidos; esquece-te do teu povo e da casa do teu pai.
11 ତୁମ୍ଭର ସୌନ୍ଦର୍ୟ୍ଯରେ ରାଜା ମୁଗ୍ଦ ହବେେ। ସେ ତୁମ୍ଭର ନୂତନ ପତି ହବେେ, ତଣେୁ ତୁମ୍ଭେ ସମାନଙ୍କେୁ ପ୍ରଣାମ କରିବା ଉଚିତ୍।
11 Então o rei se afeiçoará da tua formosura, pois ele é teu Senhor; adora-o.
12 ସୋର ଦେଶର ଧନଶାଳୀ ବ୍ଯକ୍ତିମାନେ ତୁମ୍ଭକୁ ଉପହାର ଦବୋକୁ ଉପସ୍ଥିତ ହବେେ। ସମାନେେ ତୁମ୍ଭର ପକ୍ଷପାତ ଲୋଡ଼ିବେ।
12 E a filha de Tiro estará ali com presentes; os ricos do povo suplicarão o teu favor.
13 ତା'ର ସମସ୍ତ ମହିମାରେ, ମୁକ୍ତା ସୁବର୍ଣ୍ଣରେ ଖଚିତ ହବୋପରି ରାଜକୁମାରୀ ତାଙ୍କର ବସ୍ତ୍ରରେ ଦଖାୟୋନ୍ତି।
13 A filha do rei é toda ilustre lá dentro; o seu vestido é entretecido de ouro.
14 ସୌନ୍ଦର୍ୟ୍ଯରେ ମଣ୍ଡିତ ହାଇେ ସେ ରାଜାଙ୍କ ନିକଟକୁ ଆଗଇେ ୟାଏ ତା'ର ସଖିମାନେ ତା' ପଛରେ ଅନୁସରଣ କରନ୍ତି।
14 Levá-la-ão ao rei com vestidos bordados; as virgens que a acompanham a trarão a ti.
15 ସମାନେେ ଆନନ୍ଦ ଉଲ୍ଲାସରେ ଆସିବେ। ସମାନେେ ଆନନ୍ଦ ଉଲ୍ଲାସ ମଧ୍ୟରେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ।
15 Com alegria e regozijo as trarão; elas entrarão no palácio do rei.
16 ସମାନଙ୍କେର ପୂର୍ବପୁରୁଷଗଣଙ୍କ ପରି ତୁମ୍ଭର ପୁତ୍ରଗଣ ରାଜା ହବେେ। ସାରା ଦେଶରେ ତୁମ୍ଭେ ସମାନଙ୍କେୁ ଶାସନ କରିବ।
16 Em lugar de teus pais estarão teus filhos; deles farás príncipes sobre toda a terra.
17 ତୁମ୍ଭେ ପୁରୁଷାନୁକ୍ରମେ ବିଖ୍ଯାତ ହବେ। ଲୋକମାନେ ଅନନ୍ତକାଳାବଧି ତୁମ୍ଭକୁ ପ୍ରଶଂସା କରିବେ।
17 Farei lembrado o teu nome de geração em geração; por isso os povos te louvarão eternamente.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Salmos 45, comparar traduções ou montar um estudo — tudo direto pelo WhatsApp.