Salmos 47

Oriya Bible (GL_ORIYA) vs ARIB

Sair da comparação
ARIB Almeida Revisada Imprensa Bíblica
1 ହେ ସର୍ବଗୋଷ୍ଠୀଯମାନେ ଆନନ୍ଦରେ କରତାଳି ଦିଅ। ପରମେଶ୍ବରଙ୍କ ଉଦ୍ଦେଶ୍ଯରେ ଜଯଧ୍ବନି କର।
1 Batei palmas, todos os povos; aclamai a Deus com voz de júbilo.
2 ସର୍ବୋପରିସ୍ଥ ସଦାପ୍ରଭୁ ସବୁଠାରୁ ଭୟଙ୍କର ଅଟନ୍ତି। ଏ ପୃଥିବୀରେ ସେ ସବୁଠାରୁ ଶ୍ରେଷ୍ଠ ରାଜ ଅଟନ୍ତି।
2 Porque o Senhor Altíssimo é tremendo; é grande Rei sobre toda a terra.
3 ସେ ଆମ୍ଭଙ୍କୁ ଅନ୍ୟ ଲୋକମାନଙ୍କୁ ପରାଜିତ କରିବାକୁ ସାହାୟ୍ଯ କରନ୍ତି। ସେ ସହେି ରାଜାମାନଙ୍କ ଉପରେ ଆମ୍ଭଙ୍କୁ ଶକ୍ତି ପ୍ରଦାନ କରନ୍ତି।
3 Ele nos sujeitou povos e nações sob os nossos pés.
4 ପରମେଶ୍ବର ଆମ୍ଭମାନଙ୍କୁ ଦେଶ ଦବୋ ପାଇଁ ମନୋନୀତ କରିଛନ୍ତି। ସେ ୟାକୁବକୁ ଅଧିକ ଭଲ ପାଉଥିବାରୁ ତାଙ୍କ ପାଇଁ ସବୁଠାରୁ ଭଲ ଦେଶକୁ ମନୋନୀତ କରିଥଲେ।
4 Escolheu para nós a nossa herança, a glória de Jacó, a quem amou.
5 ସଦାପ୍ରଭୁ ଯେତବେେଳେ ତାଙ୍କ ସିଂହାସନରେ ବିଜେ ହୁଅନ୍ତି ସେତବେେଳେ ତୂରୀ ଓ ଜଯଜଯକାର ନାଦରେ ଗଗନ ପବନ ମୁଖରିତ ହୁଏ।
5 Deus subiu entre aplausos, o Senhor subiu ao som de trombeta.
6 ପରମେଶ୍ବରଙ୍କ ଗୁଣ କୀର୍ତ୍ତନ କର। ତାଙ୍କର ପ୍ରଶଂସାରେ ଶତ ମୁଖର ହାଇେ ଉଠ। ଆମ୍ଭର ରାଜାଙ୍କୁ ପ୍ରଶଂସା କର। ତାଙ୍କର ମହିମା ଗାନ କର।
6 Cantai louvores a Deus, cantai louvores; cantai louvores ao nosso Rei, cantai louvores.
7 ପରମେଶ୍ବର ହେଉଛନ୍ତି ଏ ସମସ୍ତ ପୃଥିବୀର ରାଜା। ତଣେୁ ତାଙ୍କର ମହିମା ଗାନ କର।
7 Pois Deus é o Rei de toda a terra; cantai louvores com salmo.
8 ପରମେଶ୍ବର ତାଙ୍କର ପବିତ୍ର ସିଂହାସନରେ ବସନ୍ତି। ପରମେଶ୍ବର ସମସ୍ତ ରାଜ୍ଯମାନଙ୍କୁ ଶାସନ କରନ୍ତି।
8 Deus reina sobre as nações; Deus está sentado sobre o seu santo trono.
9 ସହେି ଲୋକମାନେ ପରସ୍ପର ସହିତ ମିଳିତ ହୁଅନ୍ତି ଓ ସମାନେେ ଅବ୍ରହାମର ପରମେଶ୍ବରଙ୍କ ରାଜ୍ଯର ଲୋକମାନଙ୍କ ସହିତ ମିଶନ୍ତି। ସହେିସବୁ ନେତାମାନେ ପରମେଶ୍ବରଙ୍କ ଆଶ୍ରିତ। ପରମେଶ୍ବର ସମାନଙ୍କେ ଉର୍ଦ୍ଧ୍ବରେ ଅଟନ୍ତି।
9 Os príncipes dos povos se reúnem como povo do Deus de Abraão, porque a Deus pertencem os escudos da terra; ele é sumamente exaltado.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 47, comparar traduções ou montar um estudo — tudo direto pelo WhatsApp.