Salmos 49

Oriya Bible (GL_ORIYA) vs VC

Sair da comparação
VC Versão Católica
1 ହେ ଜାତିଗଣ ସମୂହ ଶୁଣ, ହେ ପୃଥିବୀବାସୀ ଲୋକମାନେ ଶୁଣ,
1 Ao mestre de canto. Salmo dos filhos de Coré. Escutai, povos todos; atendei, todos vós que habitais a terra,
2 ପ୍ରେତ୍ୟକକ ମଣିଷ ଧନୀ ଦରିଦ୍ର ନିର୍ବିଶଷେରେ ସମସ୍ତେ ଶୁଣ,
2 humildes e poderosos, tanto ricos como pobres.
3 ମୁଁ ତୁମ୍ଭକୁ ଅତି ଜ୍ଞାନଗର୍ଭକ ଓ ବୁଦ୍ଧିମାନର କଥା କହିବି।
3 Dirão os meus lábios palavras de sabedoria, e o meu coração meditará pensamentos profundos.
4 ମୁଁ ସେ ସବୁ ୟେ ଶୁଣି ଅଛି ଓ ବର୍ତ୍ତମାନ ମୁଁ ସେ ସବୁକୁ ମାରେ ବୀଣାବାଦନ ସହିତ ଗାଯନ କରିବି ଏବଂ ତୁମ୍ଭ ନିକଟରେ ସହେି ଗୁଢ଼ ବିଷଯସବୁ ପ୍ରକାଶ କରିବି।
4 Ouvirei, atento, as sentenças inspiradas por Deus; depois, ao som da lira, explicarei meu oráculo.
5 ୟଦି ବିପଦ ପଡ଼େ ମୁଁ କାହିଁକି ଭୟଭୀତ ହବେି। ୟଦି ଦୁଷ୍ଟ ଲୋକମାନେ ମାରେ ଚାରିକଡ଼ରେ ଘରେିୟାଇ ମାେତେ ୟନ୍ତାରେ ପକାଇବାକୁ ଚେଷ୍ଟା କରନ୍ତି, ସଠାେରେ ମଧ୍ଯ ମାରେ ଭୟ କରିବାର କୌଣସି କାରଣ ନାହିଁ।
5 Por que ter medo nos dias de infortúnio, quando me cerca a malícia dos meus inimigos?
6 ଅନକେ ଲୋକ ଭାବନ୍ତି ସମାନଙ୍କେର ଧନ ଓ ବଳ ସମାନଙ୍କେୁ ରକ୍ଷା କରିବ କିନ୍ତୁ ସହେି ଲୋକମାନେ ମୂର୍ଖ ଅଟନ୍ତି।
6 Eles confiam em seus bens, e se vangloriam das grandes riquezas.
7 କହେି ମନୁଷ୍ଯ ବନ୍ଧୁ ତୁମ୍ଭକୁ ବଞ୍ଚାଇପାରିବେ ନାହିଁ କି ତୁମ୍ଭେ ପରମେଶ୍ବରଙ୍କୁ ଲାଞ୍ଚ ଦଇପୋରିବ ନାହିଁ।
7 Mas nenhum homem a si mesmo pode salvar-se, nem pagar a Deus o seu resgate.
8 ଏମିତି କୌଣସି ବ୍ଯକ୍ତି ନାହିଁ ୟିଏ ଅଧିକ ଧନ ଦଇେ ତା'ର ଜୀବନକୁ ପ୍ରାଯାଶ୍ଚିତ କରିପାରିବ।
8 Caríssimo é o preço da sua alma, jamais conseguirá
9 କୌଣସି ବ୍ଯକ୍ତିର ନିକଟରେ ଏବେ ଧନ ନାହିଁ ୟେ ସେ ଚିରଦିନ ବଞ୍ଚିବା ପାଇଁ ସବୁ ଜିନିଷ ଧନରେ କିଣି ପାରିବ ଓ ତା'ର ଶରୀରକୁ ରକ୍ଷା କରିପାରିବ, ୟାହାକି କବର ମଧ୍ୟରେ ନଷ୍ଟ ହାଇେଥିବ।
9 prolongar indefinidamente a vida e escapar da morte,
10 ଦେଖ !ବୁଦ୍ଧିମାନ୍ ଲୋକମାନେ ମୃତ୍ଯୁବରଣ କରନ୍ତି, ୟମେିତିକି ମୂର୍ଖ ଓ ନିର୍ ବୋଧ ଲୋକମାନେ ମୃତ୍ଯୁବରଣ କରନ୍ତି ଓ ନିଜର ସମ୍ପତ୍ତି ଅନ୍ୟ ପାଇଁ ଛାଡ଼ି ୟାଆନ୍ତି।
10 porque ele verá morrer o sábio, assim como o néscio e o insensato, deixando a outrem os seus bens.
11 ସମାନଙ୍କେ କବର ସମାନଙ୍କେ ପାଇଁ ଚିରଦିନ ନୂତନ ବାସସ୍ଥଳୀ ଅଟେ ଏବଂ ୟତେେ ଭୂମି ସମାନେେ ଅଧିକାର କରିଥିଲେ ହେଁ, ଏହା ସମାନଙ୍କେ ପାଇଁ ମୂଲ୍ଯହୀନ ଅଟେ।
11 O túmulo será sua eterna morada, sua perpétua habitação, ainda que tenha dado a regiões inteiras o seu nome,
12 ଲୋକମାନେ ବିତ୍ତଶାଳୀ ହାଇେ ପାରନ୍ତି। କିନ୍ତୁ ସମାନେେ ଏଠାରେ ଚିରଦିନ ରହିପାରିବେ ନାହିଁ। ସମାନେେ ପଶୁ ତୁଲ୍ଯ ମୃତ୍ଯୁବରଣ କରିବେ।
12 pois não permanecerá o homem que vive na opulência: ele é semelhante ao gado que se abate.
13 ସହେି ମୂର୍ଖ ଲୋକମାନଙ୍କ ଭାଗ୍ଯରେ ଏହିପରି ଘଟେ। ଯେଉଁମାନେ ନିଜର ସମ୍ପତ୍ତିକୁ ଅଧିକ ଭଲ ପାଆନ୍ତି।
13 Este é o destino dos que estultamente em si confiam, tal é o fim dos que só vivem em delícias.
14 ସହେି ଲୋକମାନେ ମଷେମାନଙ୍କ ପରି ଅଟନ୍ତି। ସମାନେେ ଶଷେରେ ସହେି କବରରେ ପତିତ ହବେେ ଓ ମୃତ୍ଯୁ ସମାନଙ୍କେ ମଷେପାଳକ ହବେ। ତା'ପରେ ସହେି ସକାଳେ ଉତ୍ତମ ବ୍ଯକ୍ତିଗଣ ବିଜଯୀ ହବେେ। ସହେି ଦୁଷ୍ଟ ଲୋକମାନଙ୍କର ଶରୀର କବର ମଧ୍ୟରେ ଧୀରେ ଧୀରେ ନଷ୍ଟ ହବୋକୁ ଲାଗିବ, ସମାନଙ୍କେର ନିଜ ସୁଶୋଭିତ ଗୃହଠାରୁ ବହୁତ ଦୂରରେ ହବେ।
14 Como um rebanho serão postos no lugar dos mortos; a morte é seu pastor e os justos dominarão sobre eles. Depressa desaparecerão suas figuras, a região dos mortos será sua morada.
15 କିନ୍ତୁ ପରମେଶ୍ବର ମାେତେ ସେଥିରୁ ମୁକ୍ତ କରିବେ ଓ ମାରେ ଜୀବନ ବଞ୍ଚାଇବେ। ସେ ମାେତେ ଉଦ୍ଧାର କରିବେ, ସହେି ମୃତ୍ଯୁର କବର ମଧ୍ଯରୁ ସେତବେେଳେ ସେ ମାେତେ ତାଙ୍କର ସଙ୍ଗରେ ନଇେଯିବେ।
15 Deus, porém, livrará minha alma da habitação dos mortos, tomando-me consigo.
16 କବଳେ ସମାନେେ ଧନୀ ବୋଲି ସମାନଙ୍କେୁ ଭୟ କର ନାହିଁ। ସହେି ଲୋକମାନଙ୍କୁ ଭୟ କର ନାହିଁ ଯେଉଁମାନଙ୍କର ସୁଶୋଭିତ ଗୃହ ରହିଛି।
16 Não temas quando alguém se torna rico, quando aumenta o luxo de sua casa.
17 ସହେି ଲୋକମାନେ ଯେତବେେଳେ ମୃତ୍ଯୁବରଣ କରିବେ ସମାନେେ ସାଙ୍ଗରେ କିଛି ନଇେଯିବେ ନାହିଁ। ତାଙ୍କର ଐଶ୍ଚର୍ୟ୍ଯ ତାଙ୍କ ସଙ୍ଗରେ ୟିବ ନାହିଁ।
17 Em morrendo, nada levará consigo, nem sua fortuna descerá com ele aos infernos.
18 ଜଣେ ଧନୀ ବ୍ଯକ୍ତି ପ୍ରକୃତରେ ନିଜ ଜୀବନରେ ୟାହା ସବୁ କରିଛି ସେଥିପାଇଁ ନିଜକୁ କବଳେ ଧନ୍ଯବାଦ ଦିଏ। ହଁ, ଅନ୍ୟ ଲୋକମାନେ ମଧ୍ଯ ତା'କୁ ପ୍ରଶଂସା କରି କହନ୍ତି, ସେ ତା'ର ଜୀବନରେ କିପରି ଉତ୍ତମ ସଫଳତା ହାସଲ କରିଛି।
18 Ainda que em vida a si se felicitasse: Hão de te aplaudir pelos bens que granjeaste.
19 ଶଷେରେ କିନ୍ତୁ ସମୟ ଆସିବ ତାକୁ ମରିବାକୁ ପଡ଼ିବ ଓ ତାକୁ ତା'ର ପୂର୍ବପୁରୁଷଙ୍କ ନିକଟକୁ ୟିବାକୁ ପଡ଼ିବ ଓ ସେ କବେେ ଆଉ ଦିନର ଆ ଲୋକ ଦେଖିପାରିବ ନାହିଁ।
19 Ele irá para a companhia de seus pais, que nunca mais verão a luz.
20 ଲୋକମାନେ ବିତ୍ତଶାଳୀ ହାଇପୋରନ୍ତି, ତଥାପି ସମାନେେ ବୁଝିପାରନ୍ତି ନାହିଁ ୟେ ସମାନେେ ମଧ୍ଯ ପଶୁଭଳି ମୃତ୍ଯୁବରଣ କରିବେ।
20 O homem que vive na opulência e não reflete é semelhante ao gado que se abate.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 49, comparar traduções ou montar um estudo — tudo direto pelo WhatsApp.