Salmos 4

Oriya Bible (GL_ORIYA) vs NVT

Sair da comparação
NVT Nova Versão Transformadora
1 ହେ ମାରେ ଧର୍ମସ୍ବରୂପ ପରମେଶ୍ବର, ମାେତେ ଉତ୍ତର ଦିଅ। ମୁଁ ଯେତବେେଳେ ତୁମ୍ଭକୁ ପ୍ରାର୍ଥନା କରୁଛି, ମାରେ ଗୁହାରି ଶୁଣ। ମାେ ପ୍ରତି ସଦଯ ହୁଅ। ମାେତେ ମାରେ ସମସ୍ତ ଦୁଃଖ ୟନ୍ତ୍ରଣାରୁ ମୁକ୍ତି ପ୍ରଦାନ କର।
1 Responde-me quando clamo a ti, ó Deus que me faz justiça. Livra-me de minha angústia; tem compaixão de mim e ouve minha oração.
2 ହେ ଲୋକମାନେ ଆଉ କେତେ ଦିନ ଏପରି ଖରାପ କଥା ମାେ ବିରୁଦ୍ଧରେ ପ୍ରଚାର କରିବ। ତୁମ୍ଭମାନେେ କେତଦେିନ ନାନା ପ୍ରକାର ନୂଆ ନୂଆ ମିଥ୍ଯା କଥା ମାେ ବିଷଯରେ କହିବ। କାହିଁକି ତୁମ୍ଭମାନେେ ସହେି ମନ୍ଦ କଥା କହିବାକୁ ଭଲ ପାଉଛ।
2 Até quando vocês jogarão minha reputação na lama? Até quando farão acusações infundadas e continuarão a mentir? Interlúdio
3 ତୁମ୍ଭେ ଜାଣ ସଦାପ୍ରଭୁ ସବୁବେଳେ ତାଙ୍କ ଆଶ୍ରିତ ଧାର୍ମିକ ବ୍ଯକ୍ତିମାନଙ୍କ କଥା ଶୁଣନ୍ତି। ତଣେୁ ସେ ମାେ କଥା ମଧ୍ଯ ଶୁଣନ୍ତି, ମୁଁ ଯେତବେେଳେ ତାଙ୍କୁ ପ୍ରାର୍ଥନା କରେ।
3 Estejam certos disto: o S o S
4 ୟଦି ତୁମ୍ଭକୁ କୌଣସି କଥା ବିବ୍ରତ କରୁଛି, ତୁମ୍ଭେ ବିଛଣାକୁ ଶାଇେବାକୁ ୟିବା ପୂର୍ବରୁ ସହେି କଥାଗୁଡ଼ିକ ଚିନ୍ତା କର ଓ ଆନନ୍ଦ ମନରେ ଶାନ୍ତିରେ ଆରାମ କର।
4 Não pequem ao permitir que a ira os controle; reflitam durante a noite e permaneçam em silêncio. Interlúdio
5 ସଦାସର୍ବଦା ସଦାପ୍ରଭୁଙ୍କ ଉପରେ ବିଶ୍ବାସ ରଖି ପରମେଶ୍ବରଙ୍କ ଉଦ୍ଦେଶ୍ଯରେ ଧର୍ମ ବଳିଦାନ ଉତ୍ସର୍ଗ କର।
5 Ofereçam os sacrifícios exigidos e confiem no S
6 ଅନକେ ଲୋକ କହନ୍ତି, କିଏ ଆମ୍ଭମାନଙ୍କୁ ପରମେଶ୍ବରଙ୍କ ଉତ୍ତମତା ଦଖାଇେ ପାରିବ। ହେ ସଦାପ୍ରଭୁ ତୁମ୍ଭେ ତୁମ୍ଭର ତଜେ ପ୍ରକାଶ ମୁଖକୁ ଆମ୍ଭମାନଙ୍କୁ ଦଖାେଅ।
6 Muitos dizem: “Quem nos mostrará o bem?”. Que a luz do teu rosto brilhe sobre nós, S
7 ହେ ସଦାପ୍ରଭୁ, ତୁମ୍ଭେ ମାେତେ ବହୁ ଭାବରେ ଅତି ଆନନ୍ଦ ପ୍ରଦାନ କରି ସୁଖୀ କରିଛ। ମୁଁ ବର୍ତ୍ତମାନ ବହୁତ ଖୁସି। ଫସଲ ଅମଳ ସମୟଠାରୁ। ଯେତବେେଳେ ଆମ୍ଭେ ଶସ୍ଯ ଅମଳ କରୁ, ଦ୍ରାକ୍ଷାରସ ଉତ୍ପାଦନ କରୁ ସେତବେେଳେ ଆମ୍ଭେ ଆନନ୍ଦରେ ଏହାକୁ ପର୍ବ ଭାବରେ ପାଳନ କରୁ।
7 Tu me deste alegria maior que a daqueles que têm fartas colheitas de cereais e vinho novo.
8 ମୁଁ ବିଛଣାରେ ଶାନ୍ତିରେ ଶଯନ କରେ, କାରଣ ହେ ସଦାପ୍ରଭୁ ତୁମ୍ଭେ ମାେତେ ରକ୍ଷାକରି ନିରାପଦରେ ଶାଇେବାକୁ ସୁଯୋଗ ଦଇେଛ।
8 Em paz me deitarei e dormirei, pois somente tu, S

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 4, comparar traduções ou montar um estudo — tudo direto pelo WhatsApp.