Salmos 51

Oriya Bible (GL_ORIYA) vs NVT

Sair da comparação
NVT Nova Versão Transformadora
1 ହେ ପରମେଶ୍ବର, ଆପଣଙ୍କ ସ୍ନହପେୂର୍ଣ୍ଣ କରୁଣା ଅନୁସାରେ ମାେ ପ୍ରତି ଦୟାକର। ତୁମ୍ଭର ମହାନ କରୁଣା ଅନୁସାରେ, ମାରେ ସମସ୍ତ ପାପ କ୍ଷମା କରନ୍ତୁ।
1 Tem misericórdia de mim, ó Deus, por causa do teu amor. Por causa da tua grande compaixão, apaga as manchas de minha rebeldia.
2 ମାେ ସବୁ ପାପ ଧୋଇ ଦିଅ, ଏବଂ ପୁଣି ମାେତେ ପବିତ୍ର କର।
2 Lava-me de toda a minha culpa, purifica-me do meu pecado.
3 ମୁଁ ଜାଣେ ମୁଁ ପାପ କରିଛି। ମାରେ ପାପ ସବୁ ସର୍ବଦା ମାରେ ସମ୍ମୁଖରେ ଦଖାଯାେଉଛି।
3 Pois reconheço minha rebeldia; meu pecado me persegue todo o tempo.
4 ହେ ପରମେଶ୍ବର, ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି ଓ ତୁମ୍ଭେ ନିଜେ ମୁଁ ତାହାହିଁ କରିଛି ୟାହା ତୁମ୍ଭ ଦୃଷ୍ଟିରେ ଭୁଲ୍। ତୁମ୍ଭେ ଠିକ୍ କୁହ, ଯେତବେେଳେ ମାରେ ବିଚାର ଓ ନ୍ଯାଯ ସେତବେେଳେ ମାେତେ ଦୋଷୀ ବୋଲି କୁହ।
4 Pequei contra ti, somente contra ti; fiz o que é mau aos teus olhos. Por isso, tens razão no que dizes, e é justo teu julgamento contra mim.
5 ମୁଁ ପାପପୂର୍ଣ୍ଣ ପୃଥିବୀରେ ଜନ୍ମ ହଲିେ ଓ ପାପରୁ ହିଁ ମାରେ ମା ମାେତେ ଗର୍ଭରେ ଧାରଣ କଲା।
5 Pois sou pecador desde que nasci, sim, desde que minha mãe me concebeu.
6 ହେ ପରମେଶ୍ବର, ମୁଁ ବିଶ୍ବସ୍ତ ହୁଏ ବୋଲି ତୁମ୍ଭେ ଚାହଁ, ତଣେୁ ମାେ ଅନ୍ତରରେ ପ୍ରକୃତ ଜ୍ଞାନ ପ୍ରଦାନ କର।
6 Tu, porém, desejas a verdade no íntimo e no coração me mostras a sabedoria.
7 ଔଷଧିଯ ବୃକ୍ଷର ପ୍ରଯୋଗ କରି ମାେତେ ବିଧି ସହକାରେ ଶୁଦ୍ଧ କର। ମୁଁ ବରଫରୁ ଅଧିକ ଶୁକ୍ଲ ହବୋ ପର୍ୟ୍ଯନ୍ତ ମାେତେ ପ୍ରକ୍ଷାଳନ କର।
7 Purifica-me de minha impureza, e ficarei limpo; lava-me, e ficarei mais branco que a neve.
8 ଆଉ ମାେତେ ଆନନ୍ଦ ପ୍ରଦାନ କରିବା ପରି ସମ୍ବାଦ ଦିଅ। ତୁମ୍ଭ ଦ୍ବାରା ଭଗ୍ନ ଅସ୍ଥି ସବୁ ଆନନ୍ଦରେ ପ୍ରଫୁଲ୍ଲିତ ହବେ।
8 Devolve-me a alegria e a felicidade! Tu me quebraste; agora, permite que eu exulte outra vez.
9 ମାରେ ପାପଗୁଡ଼ିକ ପ୍ରତି ତୁମ୍ଭେ ମୁହଁ ବୁଲାଅ। ମାରେ ପାପ ସବୁ ପୋଛିଦିଅ।
9 Não continues a olhar para meus pecados; remove as manchas de minha culpa.
10 ହେ ପରମେଶ୍ବର, ମାେ ଅନ୍ତରେ ଏକ ପବିତ୍ର ଆତ୍ମା ସୃଷ୍ଟି କର !ମାେତେ ଗୋଟିଏ ନୂଆ ଓ ବିଶ୍ବସ୍ତ ଆତ୍ମା ଦିଅ।
10 Cria em mim, ó Deus, um coração puro; renova dentro de mim um espírito firme.
11 ତୁମ୍ଭଠାରୁ ମାେତେ ଦୂର କର ନାହିଁ ! ଏବଂ ତୁମ୍ଭର ପବିତ୍ର ଆତ୍ମା ମାଠାରୁେ ନିଅ ନାହିଁ।
11 Não me expulses de tua presença e não retires de mim teu Santo Espírito.
12 ତୁମ୍ଭର ପରିତ୍ରାଣ ମାେତେ ଖୁସି କଲା ! ପୁନରାଯ ମାେତେ ସହେି ଆନନ୍ଦ ପ୍ରଦାନ କର। ମାରେ ଆତ୍ମାକୁ ସୁଦୃଢ଼ କର, ୟପରେିକି ମୁଁ ସର୍ବଦା ତୁମ୍ଭକୁ ମାନିବାକୁ ପ୍ରସ୍ତୁତ ହବେି।
12 Restaura em mim a alegria de tua salvação e torna-me disposto a te obedecer.
13 ମୁଁ ଅପରାଧିମାନଙ୍କୁ ତୁମ୍ଭ କଥିତ ବଞ୍ଚିବାର ପଥ ଶିଖାଇବି ଏବଂ ସମାନେେ ତୁମ୍ଭ ପାଖକୁ ଫରେିବେ।
13 Então ensinarei teus caminhos aos rebeldes, e eles voltarão a ti.
14 ହେ ପରମେଶ୍ବର, ମୃତ୍ଯୁ ଦଣ୍ଡରୁ ମାେତେ ରକ୍ଷା କର। ହେ ମାରେ ପରମେଶ୍ବର, ଆପଣ ହେଉଛନ୍ତି ଏକମାତ୍ର ୟେ କି ମାେତେ ରକ୍ଷା କରି ପାରିବେ !ତୁମ୍ଭେ ମାେ ପାଇଁ କରିଥିବା ଧର୍ମ ବିଷଯ କାର୍ୟ୍ଯସବୁ ମୁଁ ଗାନ କରିବି।
14 Perdoa-me por ter derramado sangue, ó Deus de minha salvação; então, com alegria, anunciarei tua justiça.
15 ମାରେ ପ୍ରଭୁ, ମାେତେ ପାଳନ କରିବାର କାରଣ ଦିଅ, ମାରେ ଓଠ ଖାେଲ ତହିଁରେ ମାରେ ମୁଖ ତୁମ୍ଭର ପ୍ରଶଂସା ଗାନ କରିବି।
15 Abre meus lábios, Senhor, para que minha boca te louve.
16 ତୁମ୍ଭେ ପ୍ରକୃତରେ ବଳିଦାନ ଚାହିଁ ନାହଁ ଏବଂ ତୁମ୍ଭେ ହାମବେଳିରେ ସନ୍ତୁଷ୍ଟ ନୁହଁ। ତା' ହେଲେ ମୁଁ ସଗେୁଡ଼ିକ ଦଇେଥାନ୍ତି।
16 Tu não desejas sacrifícios, do contrário eu os ofereceria; também não queres holocaustos.
17 ନମ୍ର ଆତ୍ମା ପରମେଶ୍ବରଙ୍କର ଗ୍ରାହ୍ଯବଳି। ହେ ପରମେଶ୍ବର, ତୁମ୍ଭେ ନମ୍ର ହୃଦଯକୁ ଓ ପାପ ପାଇଁ ଅନୁତପ୍ତ ହୃଦଯକୁ ପ୍ରତ୍ଯାଖ୍ଯାନ କରିବ ନାହିଁ।
17 O sacrifício que desejas é um espírito quebrantado; não rejeitarás um coração humilde e arrependido.
18 ହେ ପରମେଶ୍ବର ନିଜର ଅନୁଗ୍ରହରେ ସିୟୋନର ମଙ୍ଗଳ କର। ତୁମ୍ଭେ ୟିରୁଶାଲମର ପ୍ରାଚୀରସବୁ ପୁନଃନିର୍ମାଣ କର।
18 Olha com favor para Sião e ajuda-a; reconstrói os muros de Jerusalém.
19 ଏହାପରେ ତୁମ୍ଭେ ବଳିଦାନ ଓ ପୂର୍ଣ୍ଣ ହାମବେଳି, ଉପ ଭୋଗ କରିବ। ଏବଂ ଲୋକମାନେ ପୁନର୍ବାର ତୁମ୍ଭ ୟଜ୍ଞବଦେୀରେ ବୃଷଭମାନ ଉତ୍ସର୍ଗ କରିବେ।
19 Então te agradarás dos sacrifícios de justiça, dos holocaustos e das ofertas queimadas; e sobre teu altar novilhos voltarão a ser sacrificados.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 51, comparar traduções ou montar um estudo — tudo direto pelo WhatsApp.