Salmos 52
Oriya Bible (GL_ORIYA) vs NVI
1 ହେ ଶ୍ରେଷ୍ଠ, ମାନବ, ତୁମ୍ଭେ କରୁଥିବା ଅନିଷ୍ଟ କର୍ମରେ ବଡ଼ିମା ହେଉଛି କାହିଁକି ? ପରମେଶ୍ବରଙ୍କ ବିଶ୍ବସ୍ତ ପ୍ରମେ ମାେତେ ଦିନ ତମାମ ସୁରକ୍ଷା କରିବ।
1 Por que você se vangloria do mal e de ultrajar a Deus continuamente?, ó homem poderoso.
2 ତୁମ୍ଭେ ଲୋକମାନଙ୍କୁ ଧ୍ବଂସ କରିବାକୁ ଚକ୍ରାନ୍ତ କରୁଅଛ। ତୁମ୍ଭର ଜିହ୍ବା କ୍ଷୁରତୁଲ୍ଯ ତିକ୍ଷ୍ମ। ତୁମ୍ଭେ ମିଥ୍ଯା କହୁଛ ଏବଂ ଲୋକମାନଙ୍କୁ ଠକିବା ପାଇଁ ଚେଷ୍ଟା କରୁଛ !
2 Sua língua trama destruição; é como navalha afiada, cheia de engano.
3 ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଅଧିକ ଭଲ ପାଉଛ। ତୁମ୍ଭେ ସତ କହିବା ଅପେକ୍ଷା, ମିଥ୍ଯା କହିବାକୁ ଅଧିକ ଭଲ ପାଉଛ।
3 Você prefere o mal ao bem, a falsidade, em lugar da verdade. Pausa
4 ତୁମ୍ଭେ ଲୋକମାନଙ୍କୁ ଆଘାତ ଦେଉଥିବା ଶବ୍ଦକୁ ଓ ପ୍ରତାରଣା କରୁଥିବା ଜିହ୍ବାକୁ ଭଲ ପାଉଛ।
4 Você ama toda palavra maldosa, ó língua mentirosa!
5 ଏଣୁ ପରମେଶ୍ବର ଚିରଦିନ ପାଇଁ ତୁମ୍ଭକୁ ଧ୍ବଂସ କରିବେ। ସେ ତୁମ୍ଭକୁ ହଠାତ୍ ମାଡ଼ିବସିବେ ଏବଂ ତୁମ୍ଭକୁ ତୁମ୍ଭର ଘରୁ ଟାଣି ଆଣିବେ। ସେ ତୁମ୍ଭକୁ ସଜୀବ ପୃଥିବୀରୁ ଉତ୍ପାଟନ କରିବେ।
5 Saiba que Deus o arruinará para sempre: Ele o agarrará e o arrancará da sua tenda; ele o desarraigará da terra dos vivos. Pausa
6 ଧାର୍ମିକ ଲୋକମାନେ ତାହା ଦେଖି ବିସ୍ମିତ ହବେେ। ସମାନେେ ତୁମ୍ଭକୁ ପରିହାସ କରି କହିବେ।
6 Os justos verão isso e temerão; rirão dele, dizendo:
7 ଦେଖ ତାଙ୍କୁ କ'ଣ ହେଲା। ସେ ରକ୍ଷା ପାଇବା ପାଇଁ ପରମେଶ୍ବରଙ୍କୁ ବିଶ୍ବାସ କଲା ନାହିଁ। ସେ ଭାବିଲା, ତା'ର ଧନ ଏବଂ ମିଥ୍ଯା ତାକୁ ଉଦ୍ଧାର କରିବ।
7 "Veja só o homem que rejeitou a Deus como refúgio; confiou em sua grande riqueza e buscou refúgio em sua maldade! "
8 କିନ୍ତୁ ମୁଁ ପରମେଶ୍ବରଙ୍କ ମନ୍ଦିରରେ ବଢୁଥିବା ଏକ ସତଜେ ଜିତବୃକ୍ଷ ତୁଲ୍ଯ ଅଛି। ମୁଁ ଅନନ୍ତକାଳ ପରମେଶ୍ବରଙ୍କ ପ୍ରମରେେ ବିଶ୍ବାସ କରେ।
8 Mas eu sou como uma oliveira que floresce na casa de Deus; confio no amor de Deus para todo o sempre.
9 ପରମେଶ୍ବର, ତୁମ୍ଭେ କରିଥିବା କାମ ପାଇଁ ମୁଁ ତୁମ୍ଭକୁ ସର୍ବଦା ପ୍ରଶଂସା କରିବି। ମୁଁ ତୁମ୍ଭ ରାଜ ଭକ୍ତମାନଙ୍କ ଉପସ୍ଥିତିରେ ତୁମ୍ଭର ନାମର ଘୋଷଣା କରିବି, କାରଣ ତୁମ୍ଭେ ଉତ୍ତମ ଅଟ।
9 Para sempre te louvarei pelo que fizeste; na presença dos teus fiéis proclamarei o teu nome, porque tu és bom.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Salmos 52, comparar traduções ou montar um estudo — tudo direto pelo WhatsApp.