Salmos 54

Oriya Bible (GL_ORIYA) vs NVI

Sair da comparação
NVI Nova Versão Internacional
1 ହେ ପରମେଶ୍ବର, ତୁମ୍ଭ ଶକ୍ତି ପ୍ରଦର୍ଶନ କରି, ମାେତେ ରକ୍ଷା କର। ତୁମ୍ଭ ମହାପରାକ୍ରମ ଶକ୍ତି, ବ୍ଯବହାର କରି ପ୍ରମାଣ କର ୟେ, ମୁଁ ନିରୀହ।
1 Salva-me, ó Deus, pelo teu nome; defende-me pelo teu poder.
2 ହେ ପରମେଶ୍ବର, ମାରେ ପ୍ରାର୍ଥନା ଶୁଣ। ମାହେର ଗୁହାରି ଶୁଣ।
2 Ouve a minha oração, ó Deus; escuta as minhas palavras.
3 ଅପରିଚିତ ଲୋକମାନେ କହେି ପରମେଶ୍ବରଙ୍କୁ ଉପାସନା କରନ୍ତି ନାହିଁ। ପରାକ୍ରମଶାଳୀ ଲୋକମାନେ ମାେତେ ହତ୍ଯା କରିବା ପାଇଁ ଚେଷ୍ଟା କରୁଛନ୍ତି।
3 Estrangeiros me atacam; homens cruéis querem matar-me, homens que não se importam com Deus. Pausa
4 ଦେଖ, ପରମେଶ୍ବର ମାେତେ ସାହାୟ୍ଯ କରିବେ, ମାରେ ପ୍ରଭୁ ମାରେ ସମର୍ଥନ କରିବେ।
4 Certamente Deus é o meu auxílio; é o Senhor que me sustém.
5 ପରମେଶ୍ବର ମାରେ ଶତ୍ରୁମାନଙ୍କୁ ସମାନଙ୍କେର କୁକର୍ମ ପାଇଁ ପ୍ରତି ରୋଧ କର। ପରମେଶ୍ବର, ଦଖାଇେ ଦିଅ ୟେ, ତୁମ୍ଭେ ମାେ ପାଇଁ ସତ୍ଯ ଅଟ ଏବଂ ସମାନଙ୍କେୁ ଧ୍ବଂସ କର।
5 Recaia o mal sobre os meus inimigos! Extermina-os por tua fidelidade!
6 ମୁଁ ସ୍ବଇଚ୍ଛାରେ ନବୈେଦ୍ଯ ନଇେ ତୁମ୍ଭ ଉଦ୍ଦେଶ୍ଯରେ ଦବେି। ସଦାପଭ୍ରୁ ମୁଁ ତୁମ୍ଭର ନାମର ଗୁଣଗାନ କରିବି, କାରଣ ତୁମ୍ଭେ ଉତ୍ତମ ଅଟ।
6 Eu te oferecerei um sacrifício voluntário; louvarei o teu nome, ó Senhor, porque tu és bom.
7 ତୁମ୍ଭେ ମାେତେ ମାରେ ସବୁ ବିପଦରୁ ରକ୍ଷା କଲ। ମାେ ଶତ୍ରୁଗଣ ପରାଜିତ ହବୋର ମୁଁ ଦେଖିଛି।
7 Pois ele me livrou de todas as minhas angústias, e os meus olhos contemplaram a derrota dos meus inimigos.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 54, comparar traduções ou montar um estudo — tudo direto pelo WhatsApp.