Salmos 59

Oriya Bible (GL_ORIYA) vs ARC

Sair da comparação
ARC Almeida Revista e Corrigida 2009
1 ହେ ପରମେଶ୍ବର, ମାରେ ଶତ୍ରୁଗଣଠାରୁ ମାେତେ ଉଦ୍ଧାର କର। ଆକ୍ରମଣ କରିବାକୁ ଆସିଥିବା ଲୋକମାନଙ୍କଠାରୁ ମାେତେ ରକ୍ଷା କର।
1 Livra-me, meu Deus, dos meus inimigos; defende-me daqueles que se levantam contra mim.
2 କୁକର୍ମ କରୁଥିବା ସହେି ଲୋକମାନଙ୍କଠାରୁ ମାେତେ ଉଦ୍ଧାର କର। ସହେି ହତ୍ଯାକାରୀମାନଙ୍କଠାରୁ ମାେତେ ରକ୍ଷା କର।
2 Livra-me dos que praticam a iniquidade e salva-me dos homens sanguinários,
3 ଦେଖ, ଲୋକମାନେ ମାେତେ ହତ୍ଯା କରିବାକୁ ଅପେକ୍ଷା କରି ଲୁଚି ବସିଛନ୍ତି। ବଳବାନ ଲୋକମାନେ ମାେତେ ଆକ୍ରମଣ କରିବାକୁ ପ୍ରସ୍ତୁତ କିନ୍ତୁ ସଦାପ୍ରଭୁ ମୁଁ ପାପ କରି ନାହିଁ କିମ୍ବା ଅପରାଧ କରି ନାହିଁ।
3 pois eis que armam ciladas à minha alma; os fortes se ajuntam contra mim, sem transgressão minha ou pecado meu, ó Senhor .
4 ମୁଁ କୌଣସି ଦୋଷ କରି ନାହିଁ। କିନ୍ତୁ ସମାନେେ ଆକ୍ରମଣ ପାଇଁ ଦଉଡ଼ି ଆସୁଛନ୍ତି। ହେ ସଦାପ୍ରଭୁ, ଏହା ତୁମ୍ଭେ ନିଜେ ଦେଖ !
4 Eles correm e se preparam, sem culpa minha; desperta para me ajudares e olha.
5 ତୁମ୍ଭେ ହେଉଛ ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର! ଜାଗି ଉଠ ଓ ଅନ୍ୟ ସମସ୍ତ ରାଷ୍ଟ୍ରଗୁଡ଼ିକୁ ଦଣ୍ଡ ଦିଅ। ସହେି ଦୁଷ୍ଟ ବିଶ୍ବାସୀ ଘାତକମାନଙ୍କୁ କୌଣସି ଦୟା କର ନାହିଁ।
5 Tu, pois, ó Senhor , Deus dos Exércitos, Deus de Israel, desperta para visitares todas as nações: não tenhas misericórdia de nenhum dos pérfidos que praticam a iniquidade. (Selá)
6 ସହେି ଦୁଷ୍ଟ ଲୋକମାନେ କୁକୁର ପରି। ସମାନେେ ସନ୍ଧ୍ଯା ବେଳେ ନଗରୀରେ ପଶି ଭୁକନ୍ତି ଓ ଏଣେ ତଣେେ ହୁଅନ୍ତି।
6 Voltam à tarde; dão ganidos como cães, rodeando a cidade.
7 ତୁମ୍ଭେ ସମାନଙ୍କେ ଧମକ ଓ ଅପମାନକୁ ଶୁଣ। ସମାନେେ ଭାବନ୍ତି ସମାନଙ୍କେୁ କହେି ଶୁଣନ୍ତି ନାହିଁ। ୟେ ହତେୁ ସମାନେେ ଖରାପ କଥା କହନ୍ତି।
7 Eis que eles dão gritos com a boca; espadas estão nos seus lábios; porque dizem eles: Quem ouve?
8 କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ସମାନଙ୍କେୁ ପରିହାସ କର। ତୁମ୍ଭେ ସହେି ସମସ୍ତ ଦେଶକୁ ବିଦ୍ରୁପ କର।
8 Mas tu, Senhor , te rirás deles; zombarás de todos os gentios.
9 ହେ ମାରେ ଶକ୍ତି ! ମୁଁ ତୁମ୍ଭପାଇଁ ଅପେକ୍ଷା କରିଛି। ହେ ପରମେଶ୍ବର, ତୁମ୍ଭେ ମାରେ ଉଚ୍ଚ ପର୍ବତରେ ଥିବା ନିରାପଦର ସ୍ଥାନ ଅଟ।
9 Por causa da sua força eu te aguardarei; pois Deus é a minha alta defesa.
10 ପରମେଶ୍ବର ମାେତେ ଭଲପା'ନ୍ତି। ଏବଂ ସେ ଆସିବେ ଓ ମାେତେ ସହାୟ ହବେେ ଶତ୍ରୁମାନଙ୍କୁ ପରାସ୍ତ କରିବା ପାଇଁ ସେ ମାେତେ ସହାୟ ହବେେ।
10 O Deus da minha misericórdia virá ao meu encontro; Deus me fará ver o meu desejo sobre os meus inimigos.
11 ହେ ପରମେଶ୍ବର, ସମାନଙ୍କେୁ କବଳେ ହତ୍ଯା କର ନାହିଁ। ହୁଏତ ମାରେ ଲୋକମାନେ ପାଶୋରି ୟାଇପାରନ୍ତି। ହେ ମାରେ ପ୍ରଭୁ, ଆମ୍ଭମାନଙ୍କ ତ୍ରାଣକର୍ତ୍ତା, ତୁମ୍ଭ ମହାପରାକ୍ରମ ଶକ୍ତିରେ ସମାନଙ୍କେୁ ଛିନ୍ନଭିନ୍ନ କର ଓ ପରାସ୍ତ କର।
11 Não os mates, para que o meu povo se não esqueça; espalha-os pelo teu poder e abate-os, ó Senhor, nosso escudo.
12 ସହେି ଦୁଷ୍ଟ ଲୋକମାନେ ଅଭିଶାପ ଦିଅନ୍ତି ଓ ମିଥ୍ଯା କହନ୍ତି। ସମାନେେ କରିଥିବା କର୍ମ ପାଇଁ ଦଣ୍ଡ ବିଧାନ କର। ସମାନଙ୍କେର ଅହଙ୍କାର ସମାନଙ୍କେୁ କବଳିତ କରୁ।
12 Pelo pecado da sua boca e pelas palavras dos seus lábios fiquem presos na sua soberba; e pelas maldições e pelas mentiras que proferem.
13 ସମାନଙ୍କେୁ ତୁମ୍ଭ କୋର୍ଧରେ ଧ୍ବଂସ କର। ସମାନଙ୍କେୁ ସଂପୂର୍ଣ୍ଣରୂପେ ଧ୍ବଂସ କର। ତା ହେଲେ ସମସ୍ତ ପୃଥିବୀବାସୀ ଜାଣିବେ ୟେ, ପରମେଶ୍ବର ଇଶ୍ରାୟେଲର ଶାସକ।
13 Consome- os na tua indignação, consome- os de modo que não existam mais, para que saibam que Deus reina em Jacó até aos confins da terra. (Selá)
14 ସହେି ଦୁଷ୍ଟ ଲୋକମାନେ କୁକୁର ପରି ଅଟନ୍ତି। ସମାନେେ ସନ୍ଧ୍ଯା ବେଳେ ନଗରରେ ପଶି ଭୁକନ୍ତି ଓ ଏଣେ ତଣେେ ହୁଅନ୍ତି।
14 E tornem a vir à tarde e deem ganidos como cães, rodeando a cidade.
15 ସମାନେେ କିଛିଦ୍ରବ୍ଯ ଖାଇବା ଅନ୍ବଷେଣରେ ଏଣତେଣେେ ଭ୍ରମଣ କରନ୍ତି। ମୁଁ ରାଣ ପକାଉଛି, ୟଦି ସମାନେେ ୟଥେଷ୍ଟ ପାଆନ୍ତି ତଥାପି ସମାନେେ ରାଗରେ ଗଁ ଗଁ କରନ୍ତି ଏବଂ ଅଭିଯୋଗ କରନ୍ତି।
15 Vagueiem buscando o que comer, passem a noite sem se fartarem.
16 କିନ୍ତୁ ପ୍ରଭାତରେ, ମୁଁ ତୁମ୍ଭର ଶକ୍ତିର ପ୍ରଶଂସାର ଗୀତ ଗାନ କରିବି। ତୁମ୍ଭ ପ୍ରମରେେ ମୁଁ ଆନନ୍ଦିତ ହବେି। କାହିଁକି ? କାରଣ ତୁମ୍ଭେ ମାରେ ଉଚ୍ଚ ପର୍ବତରେ ଥିବା ନିରାପଦ ସ୍ଥାନ ଅଟ। ମୁଁ ତୁମ୍ଭ ପାଖକୁ ବିପଦ ସମଯରେ ୟାଏଁ।
16 Eu, porém, cantarei a tua força; pela manhã, louvarei com alegria a tua misericórdia, porquanto tu foste o meu alto refúgio e proteção no dia da minha angústia.
17 ମୁଁ ତୁମ୍ଭର ସ୍ତୁତିଗାନ କରିବି। କାରଣ ତୁମ୍ଭେ ହେଉଛ ମାରେ ଉଚ୍ଚ ପର୍ବତର ନିରାପଦ ସ୍ଥାନ, ଯେଉଁଠାକୁ ଅସୁବିଧା ସମଯରେ ଚାଲିୟାଏଁ।
17 A ti, ó fortaleza minha, cantarei louvores; porque Deus é a minha defesa, é o Deus da minha misericórdia.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 59, comparar traduções ou montar um estudo — tudo direto pelo WhatsApp.