Salmos 62

Oriya Bible (GL_ORIYA) vs NTLH

Sair da comparação
NTLH Nova Tradução na Linguagem de Hoje 2000
1 ହଁ, ମାରେ ହୃଦଯ ଶାନ୍ତ ଭାବରେ ପରମେଶ୍ବରଙ୍କ ଅପେକ୍ଷା କରେ। ମାରେ ପରିତ୍ରାଣ ତାଙ୍କଠାରୁ ଅଲଗା।
1 Somente em Deus eu encontro paz; é dele que vem a minha salvação.
2 ହଁ, ପରମେଶ୍ବର ମାରେ ଶୈଳ ୟିଏ ମାେତେ ନିରାପଦ ରଖନ୍ତି। ପରମେଶ୍ବର ହେଉଛନ୍ତି ଉଚ୍ଚ ପର୍ବତରେ ଥିବା ମାରେ ଦୁର୍ଗ। ମୁଁ ଧ୍ବଂସରୁ ନିରାପଦ ରହିବି।
2 Somente ele é a rocha que me salva; ele é o meu protetor, e eu nunca serei derrotado.
3 କେତକୋଳ ପର୍ୟ୍ଯନ୍ତ ତୁମ୍ଭମାନେେ ମାେତେ ଆକ୍ରମଣ କରିବ ଓ ହତ୍ଯା କରିବାକୁ ଚେଷ୍ଟା କରିବ ? ମୁଁ ଗୋଟିଏ ନଇଁ ପଡ଼ିଥିବା କାନ୍ଥ ଓ ଟଳମଳ ପ୍ରାଚୀର ତୁଲ୍ଯ। ମୁଁ ଜଣେ ଉଚ୍ଚ ପଦାଧିକାରୀ ତଥାପି ଲୋକମାନେ ମାେତେ ହତ୍ଯା କରିବାକୁ ଚେଷ୍ଟା କରୁଛନ୍ତି।
3 Até quando todos vocês atacarão um homem que é mais fraco do que uma cerca derrubada?
4 ମାରେ ପ୍ରଭାବଶାଳୀ ପଦବୀ ସଂପନ୍ନ ବ୍ଯକ୍ତିମାନେ ମାେତେ ତଳକୁ ଆଣିବା ପାଇଁ ଯୋଜନା କରନ୍ତି। ସମାନେେ ମାେ ବିଷଯରେ ମିଥ୍ଯା କଥା କହି ଆନନ୍ଦିତ ହୁଅନ୍ତି। ସମାନେେ ସର୍ବସାଧାରଣରେ ମାରେ ବିଷଯରେ ଭଲ କହନ୍ତି, କିନ୍ତୁ ଅନ୍ତରରେ ଅଭିଶାପ ଦିଅନ୍ତି।
4 Vocês somente querem tirá-lo do seu lugar de honra. Vocês gostam de mentir; dizem coisas boas a respeito dele, mas no coração o amaldiçoam.
5 ହେ ମାରେ ପ୍ରାଣ, ସତରେ ଶାନ୍ତ ଭାବରେ ପରମେଶ୍ବରଙ୍କୁ ଅପେକ୍ଷା କର। କାରଣ ତାଙ୍କଠାରୁ ମାରେ ଆଶା ଆସେ।
5 Somente em Deus eu encontro paz e nele ponho a minha esperança.
6 ହଁ, ସତରେ ପରମେଶ୍ବର ହେଉଛନ୍ତି ମାରେ ଶୈଳ, ୟିଏକି ମାେତେ ସୁରକ୍ଷିତ ରଖନ୍ତି। ପରମେଶ୍ବର ହେଉଛନ୍ତି ଉଚ୍ଚତମ ପର୍ବତରେ ଥିବା ମାରେ ଦୁର୍ଗ। ମୁଁ ଧ୍ବଂସରୁ ନିରାପଦ ରହିବି।
6 Somente ele é a rocha que me salva; ele é o meu protetor, e eu não serei abalado.
7 ମାରେ ଗୌରବ ଓ ବିଜଯ ପରମେଶ୍ବରଙ୍କଠାରୁ ଆସେ। ସେ ମାରେ ଦୃଢ଼ ଦୁର୍ଗ। ପରମେଶ୍ବର ହିଁ ମାରେ ନିରାପଦ ସ୍ଥାନ।
7 A minha salvação e a minha honra dependem de Deus; ele é a minha rocha poderosa e o meu abrigo.
8 ହେ ଲୋକମାନେ! ସବୁକାଳେ ପରମେଶ୍ବରଙ୍କଠାରେ ନିର୍ଭର କର। ପରମେଶ୍ବରଙ୍କଠାରେ ତୁମ୍ଭର ଅସୁବିଧା କଥା ଭାଙ୍ଗି କୁହ। ପରମେଶ୍ବର ହେଉଛନ୍ତି ଆମ୍ଭର ନିରାପଦ ଆଶ୍ରଯସ୍ଥଳ।
8 Confie sempre em Deus, meu povo! Abram o coração para Deus, pois ele é o nosso refúgio.
9 ପ୍ରକୃତରେ, ଲୋକମାନେ ସାହାୟ୍ଯ କରିପାରିବେ ନାହିଁ। ତୁମ୍ଭେ ସମାନଙ୍କେ ଉପରେ ଭରସା କରିପାରିବ ନାହିଁ। ଯେତବେେଳେ ସମାନେେ ନିକିତିରେ ଓଜନ ହୁଅନ୍ତି, ସମାନଙ୍କେ ସମସ୍ତଙ୍କୁ ଏକାଠି ପକାଇଲେ ପବନଠାରୁ ହାଲୁକା ହୁଅନ୍ତି।
9 Os seres humanos, tanto os pobres como os ricos, são inúteis, são somente um sopro. Se fossem colocados na balança, não pesariam nada; são mais leves do que um sopro.
10 ଦୌରତ୍ମ୍ଯରେ ଭରସା କର ନାହିଁ। ଚୋରି କରି ଲାଭ କରିବାର ଚିନ୍ତା କର ନାହିଁ, ଏବଂ ୟଦି ତୁମ୍ଭେ ଧନୀ ହେଲ ତୁମ୍ଭର ଧନ ତୁମ୍ଭକୁ ସାହାୟ୍ଯ କରିବ ବୋଲି ଆଶା କର ନାହିଁ।
10 Não confiem na violência, nem esperem ganhar alguma coisa com o roubo. Ainda que as suas riquezas aumentem, não confiem nelas.
11 ପରମେଶ୍ବର ଏହା କହିଛନ୍ତି, ଏବଂ ମୁଁ ଏକରୁ ବହୁତ ଥର ଶୁଣିଛି : ପରମେଶ୍ବର ବଳବାନ୍ ଅଟନ୍ତି।
11 Mais de uma vez tenho ouvido Deus dizer que o poder é dele
12 ହେ ମାରେ ପ୍ରଭୁ, ତୁମ୍ଭର ପ୍ରମେ ହିଁ ପ୍ରକୃତ। ତୁମ୍ଭେ ପ୍ରେତ୍ୟକକ ମନୁଷ୍ଯକୁ ତାଙ୍କର ନିଜର କର୍ମାନୁସାରେ ଫଳ ଦେଉଅଛ।
12 e o amor, também. Tu, ó Senhor, recompensas cada um de acordo com o que faz.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 62, comparar traduções ou montar um estudo — tudo direto pelo WhatsApp.