Salmos 65
Oriya Bible (GL_ORIYA) vs ARIB
1 ହେ ସିୟୋନର ପରମେଶ୍ବର, ତୁମ୍ଭେ ପ୍ରଶଂସିତ ହବୋର ହକ୍ଦାର। ଆମ୍ଭମାନେେ ତୁମ୍ଭଠାରେ କରିଥିବା ପ୍ରତିଜ୍ଞା ପୂରଣ କରିବୁ।
1 A ti, ó Deus, é devido o louvor em Sião; e a ti se pagará o voto.
2 ୟିଏକି ଆମ୍ଭର ପ୍ରାର୍ଥନା ଶୁଣନ୍ତି, ସମସ୍ତ ଲୋକମାନେ ତୁମ୍ଭ ପାଖକୁ ଆସିବେ।
2 Ó tu que ouves a oração! a ti virá toda a carne.
3 ଯେତବେେଳେ ଆମ୍ଭର ପାପ ଆମ୍ଭ ଉପରେ ଅତ୍ଯଧିକ ହୁଏ ଓ ସହି ହୁଏ ନାହିଁ ସେତବେେଳେ ତୁମ୍ଭେ ହିଁ ଏକ ୟିଏ ଆମ୍ଭର ପାପକୁ କ୍ଷମା କରିବ।
3 Prevalecem as iniqüidades contra mim; mas as nossas transgressões, tu as perdoarás.
4 କେତେ ଭାଗ୍ଯବାନ୍ ସମାନେେ, ଯେଉଁମାନଙ୍କୁ ତୁମ୍ଭେ ତୁମ୍ଭ ମନ୍ଦିରର ଅଗଣାରେ ରଖିବା ପାଇଁ ମନୋନୀତ କର। ତୁମ୍ଭ ପବିତ୍ର ମନ୍ଦିରରେ ଆମ୍ଭେ ଆଶୀର୍ବାଦର ଗୃହସହ ପରିପୂର୍ଣ୍ଣ ହେଉ।
4 Bem-aventurado aquele a quem tu escolhes, e fazes chegar a ti, para habitar em teus átrios! Nós seremos satisfeitos com a bondade da tua casa, do teu santo templo.
5 ହେ ପରମେଶ୍ବର, ଆମ୍ଭମାନଙ୍କର ରକ୍ଷାକର୍ତ୍ତା, ତୁମ୍ଭେ ଆଶ୍ଚର୍ୟ୍ଯ କାର୍ୟ୍ଯ ମାଧ୍ଯମରେ ଉତ୍ତର ଦିଅ ଓ ୟାହା ୟଥାର୍ଥ ତାହା କର। ସମଗ୍ର ବିଶ୍ବର ଲୋକମାନେ ବିଶ୍ବାସ ତୁମ୍ଭଠାରେ ରଖନ୍ତି।
5 Com prodígios nos respondes em justiça, ó Deus da nossa salvação, a esperança de todas as extremidades da terra, e do mais remoto mar;
6 ପରମେଶ୍ବର ମହାଶକ୍ତି ସହ ପର୍ବତ ତିଆରି କରିଅଛ। ତୁମ୍ଭେ ଆପଣା ଶକ୍ତିରେ ବସ୍ତ୍ରାବୃତ କରିବ।
6 tu que pela tua força consolidas os montes, cingido de poder;
7 ପରମେଶ୍ବର ଅଶାନ୍ତ ସମୁଦ୍ରକୁ ଓ ଉତ୍ତାଳ ତରଙ୍ଗକୁ ଶାନ୍ତ କର। ଏପରିକି ଆମ୍ଭ ଚତୁପାଶର୍ବର ଭୟଙ୍କର ଦେଶଗୁଡ଼ିକୁ।
7 que aplacas o ruído dos mares, o ruído das suas ondas, e o tumulto dos povos.
8 ଯେଉଁସବୁ ଅଦ୍ଦ୍ଭୂତ କାର୍ୟ୍ଯ ତୁମ୍ଭେ କର, ତାହା ଦେଖି ସମଗ୍ର ପୃଥିବୀର ଲୋକମାନେ ଭୟରେ ଛିଡ଼ା ହାଇୟୋଆନ୍ତି। ତୁମ୍ଭେ ପୂର୍ବରୁ ପଶ୍ଚିମ ପର୍ୟ୍ଯନ୍ତ ସମସ୍ତ ଲୋକଙ୍କୁ ଆନନ୍ଦରେ ଗୀତ ଗାନ କରାଅ। ସୂର୍ୟେ୍ଯାଦଯ ଓ ସୂର୍ୟ୍ଯାସ୍ତ ଆମ୍ଭମାନଙ୍କୁ ଖୁସି କରେ।
8 Os que habitam os confins da terra são tomados de medo à vista dos teus sinais; tu fazes exultar de júbilo as saídas da manhã e da tarde.
9 ତୁମ୍ଭେ ପୃଥିବୀର ଯତ୍ନ ନିଅ। ତୁମ୍ଭେ ପୃଥିବୀରେ ବର୍ଷା କରାଇ ଭୂମିକୁ ବହୁତ ଉର୍ବର କରାଅ। ହେ ପରମେଶ୍ବର, ତୁମ୍ଭେ ଝରଣାରେ ଜଳ ସୃଷ୍ଟି କର। ତୁମ୍ଭେ ଶସ୍ଯ କ୍ଷେତ୍ରମାନ ବଢ଼ାଇ ଥାଅ।
9 Tu visitas a terra, e a regas; grandemente e enriqueces; o rio de Deus está cheio d'água; tu lhe dás o trigo quando assim a tens preparado;
10 ତୁମ୍ଭେ କୃଷିକ୍ଷେତ୍ରକୁ ୟଥେଷ୍ଟ ପରିମାଣରେ ବୃଷ୍ଟି ପଠାଅ। ତୁମ୍ଭେ ଲଙ୍ଗଳ ଗାରକୁ ଶୋଷିଲ। ତୁମ୍ଭେ ପୃଥିବୀର ମାଟିକୁ ନରମ କର। ତୁମ୍ଭେ ପୃଥିବୀରେ ଶସ୍ଯ କ୍ଷେତ୍ରକୁ ବୃଦ୍ଧି କରାଅ।
10 enches d'água os seus sulcos, aplanando-lhes as leivas, amolecendo-a com a chuva, e abençoando as suas novidades.
11 ତୁମ୍ଭେ ପ୍ରେତ୍ୟକକ ନୂତନ ବର୍ଷରେ ଉତ୍ତମ ଶସ୍ଯ ଅମଳ କରାଅ। ଉତ୍ତମ ଶସ୍ଯରେ ଶଗଡ଼ ଭରିଦିଅ।
11 Coroas o ano com a tua bondade, e as tuas veredas destilam gordura;
12 ମରୁଭୂମି ଓ ପର୍ବତଗୁଡ଼ିକୁ ତୁମ୍ଭେ ସବୁଜ ଘାସରେ ଆଚ୍ଛାଦିତ କର।
12 destilam sobre as pastagens do deserto, e os outeiros se cingem de alegria.
13 ଚାରଣଭୂମି ସବୁ ମଷେପଲରେ ପୁରି ଉଠନ୍ତି। ଉପତ୍ୟକା ସକଳ ଶସ୍ଯରେ ଆଚ୍ଛନ୍ନ ହୁଅନ୍ତି। ପ୍ରେତ୍ୟକକେ ଆନନ୍ଦରେ ଗୀତ ଗାଆନ୍ତି ଓ ଜଯଧ୍ବନି କରନ୍ତି।
13 As pastagens revestem-se de rebanhos, e os vales se cobrem de trigo; por isso eles se regozijam, por isso eles cantam.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Salmos 65, comparar traduções ou montar um estudo — tudo direto pelo WhatsApp.