Salmos 67

Oriya Bible (GL_ORIYA) vs ARIB

Sair da comparação
ARIB Almeida Revisada Imprensa Bíblica
1 ହେ ପରମେଶ୍ବର, ଆମ୍ଭମାନଙ୍କ ଉପରେ ଦୟାକରନ୍ତୁ, ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଏବଂ ଦୟାକରି ଆମ୍ଭମାନଙ୍କ ଉପରେ ପ୍ରସନ୍ନ କରନ୍ତୁ।
1 Deus se compadeça de nós e nos abençoe, e faça resplandecer o seu rosto sobre nós,
2 ତା'ପରେ ପୃଥିବୀର ଲୋକେ ତୁମ୍ଭ୍ ବିଷଯରେ ଜାଣିବେ ଏବଂ ସମସ୍ତ ଜାତିଗଣ ତୁମ୍ଭର ଲୋକମାନଙ୍କୁ ରକ୍ଷା କରିବାର ତୁମ୍ଭର ଶକ୍ତିର କ୍ଷମତା ଜାଣିବେ।
2 para que se conheça na terra o seu caminho e entre todas as nações a sua salvação.
3 ହେ ପରମେଶ୍ବର, ଗୋଷ୍ଠୀଯମାନେ ତୁମ୍ଭର ପ୍ରଶଂସା କରନ୍ତୁ। ସମସ୍ତ ଲୋକମାନେ ତୁମ୍ଭର ପ୍ରଶଂସା କରନ୍ତୁ।
3 Louvem-te, ó Deus, os povos; louvem-te os povos todos.
4 ଜାତିଗଣ ଖୁସି ହୁଅ ଓ ଆନନ୍ଦରେ ଜଯଗାନ କର, କାରଣ ତୁମ୍ଭେ ଲୋକମାନଙ୍କୁ ପରଖିବାରେ ସକ୍ଷମ ଅଟ ଓ ତୁମ୍ଭେ ପୃଥିବୀରେ ରାଷ୍ଟ୍ରମାନଙ୍କୁ ଆଗଇେ ନିଅ।
4 Alegrem-se e regozijem-se as nações, pois julgas os povos com eqüidade, e guias as nações sobre a terra.
5 ହେ ପରମେଶ୍ବର, ଗୋଷ୍ଠୀଯମାନେ ତୁମ୍ଭର ପ୍ରଶଂସା କରନ୍ତୁ। ସମସ୍ତ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।
5 Louvem-te, ó Deus, os povos; louvem os povos todos.
6 ଭୂମି ତା'ର ଫସଲ ଦିଏ। ହେ ପରମେଶ୍ବର, ଆମ୍ଭର ପରମେଶ୍ବର, ଆମ୍ଭକୁ ଆଶୀର୍ବାଦ କରିବା ଚାଲୁ ରଖ।
6 A terra tem produzido o seu fruto; e Deus, o nosso Deus, tem nos abençoado.
7 ପରମେଶ୍ବର ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଏବଂ ପୃଥିବୀର ସମସ୍ତ ଲୋକ ପରମେଶ୍ବରଙ୍କୁ ଭୟ ଓ ସମ୍ମାନ କରନ୍ତୁ।
7 Deus nos tem abençoado; temam-no todas as extremidades da terra!

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 67, comparar traduções ou montar um estudo — tudo direto pelo WhatsApp.