Salmos 69
Oriya Bible (GL_ORIYA) vs NVI
1 ହେ ପରମେଶ୍ବର, ମାେତେ ମାରେ ସମସ୍ତ ବିପଦରୁ ବଞ୍ଚାଅ। ମାରେ ପ୍ରାଣ ପର୍ୟ୍ଯନ୍ତ ଜଳରାଶି ମାଡ଼ି ୟାଇଛି।
1 Salva-me, ó Deus!, pois as águas subiram até o meu pescoço.
2 ଯେଉଁଠାରେ ମୁଁ ଠିଆ ହାଇେ ପାରିବି ଏପରି କୌଣସି ବସ୍ତୁ ନାହିଁ। ମୁଁ ଗଭୀର ପଙ୍କ ଭିତରକୁ ଭାସି ଯାଉଛି। ମୁଁ ଅଗାଧ ଜଳରେ ଅଛି ଓ ମାରେ ଚତୁଃପାଶର୍ବରେ ଲହଡ଼ି ଭାଙ୍ଗୁଛି। କବଳେ ମୁଁ ବୁଡ଼ିୟିବା ଉପରେ।
2 Nas profundezas lamacentas eu me afundo, não tenho onde firmar os pés. Entrei em águas profundas; as correntezas me arrastam.
3 ସାହାୟ୍ଯ ପାଇଁ ଡ଼ାକି ଡ଼ାକି ମୁଁ ଦୁର୍ବଳ ହବୋକୁ ଯାଉଛି। ମାରେ କଣ୍ଠ ୟନ୍ତ୍ରଣା ହେଉଛି। ମୁଁ ତୁମ୍ଭର ସହାୟତା ପାଇବା ପାଇଁ ବାଟ ଚାହିଁଛି। ଏବଂ ଚାହିଁ ଚାହିଁ ମାରେ ଆଖିଦ୍ବଯ ୟନ୍ତ୍ରଣା କରୁଛି।
3 Cansei-me de pedir socorro; minha garganta se abrasa. Meus olhos fraquejam de tanto esperar pelo meu Deus.
4 ମାରେ ଶତ୍ରୁ,ମାରେ ମୁଣ୍ଡବାଳଠାରୁ ଅଧିକ। ସମାନେେ ବୃଥାରେ ମାେ ସହିତ ଶତ୍ରୁତା କରନ୍ତି। ସମାନେେ ମାରେ ବିନାଶର କାମନା ବହୁତ କରୁଛନ୍ତି। ମାରେ ଅନକେ ଶତ୍ରୁଗଣ ମାେ ବିଷଯରେ ମିଛ କଥା କହନ୍ତି। ସମାନେେ ମିଛରେ ମାେତେ ଚୋର କହିଲେ ଏବଂ ସହେି ବସ୍ତୁଗୁଡ଼ିକ ମାେତେ ଦବୋକୁ କହିଲେ, ୟାହା ମୁଁ ଚେୀରି କରି ନାହିଁ।
4 Os que sem razão me odeiam são mais do que os fios de cabelo da minha cabeça; muitos são os que me prejudicam sem motivo, muitos, os que procuram destruir-me. Sou forçado a devolver o que não roubei.
5 ହେ ପରମେଶ୍ବର, ମାରେ ମୂର୍ଖାମୀ ପାପଗୁଡ଼ିକ ତୁମ୍ଭେ ଜାଣ। ମୁଁ ମାରେ ପାପଗୁଡ଼ିକ ତୁମ୍ଭଠାରେ ଲୁଚାଇ ପାରିବି ନାହିଁ।
5 Tu bem sabes como fui insensato, ó Deus; a minha culpa não te é encoberta.
6 ହେ ମାରେ ପ୍ରଭୁ, ସୈନ୍ଯାଧିପତି ସଦାପ୍ରଭୁ, ଯେଉଁମାନେ ତୁମ୍ଭ ନିକଟରେ ଆଶା ରଖନ୍ତି, ସେ ମାେ ପାଇଁ ଲଜ୍ଜିତ ହବୋକୁ ଅନୁମତି ଦିଅ ନାହିଁ। ହେ ଇଶ୍ରାୟେଲର ପରମେଶ୍ବର, ତୁମ୍ଭର ଉପାସକମାନେ ମାେ ପାଇଁ ଅପମାନିତ ନ ହୁଅନ୍ତୁ।
6 Não se decepcionem por minha causa aqueles que esperam em ti, ó Senhor, Senhor dos Exércitos! Não se frustrem por minha causa os que te buscam, ó Deus de Israel!
7 ମାରେ ମୁହଁ ଲଜ୍ଜ୍ଯାରେ ନଇଁ ପଡ଼ୁଛି। ମୁଁ ଏହି ଲଜ୍ଜା ପାଇଁ ତୁମ୍ଭ ନିକଟରେ ସହ୍ଯ କରିଛି।
7 Pois por amor a ti suporto zombaria, e a vergonha cobre-me o rosto.
8 ମାେ ନିଜ ଭାଇମାନେ ମାେ ସହିତ ଅଚିହ୍ନା ଲୋକ ପରି ବ୍ଯବହାର କଲେ। ମାରେ ମା'ଙ୍କର ପୁଅମାନେ ମାେତେ ବିଦେଶୀ ପରି ବ୍ଯବହାର କଲେ।
8 Sou um estrangeiro para os meus irmãos, um estranho até para os filhos da minha mãe;
9 ମାରେ ମତରେ ତୁମ୍ଭ ମନ୍ଦିର ପାଇଁ ମୁଁ ଧ୍ବଂସ ହାଇେଛି। ଯେଉଁମାନେ ତୁମ୍ଭର ଉପହାସ କରନ୍ତି ତାହା ମାେତେ ବାଧେ।
9 pois o zelo pela tua casa me consome, e os insultos daqueles que te insultam caem sobre mim.
10 ମୁଁ କାନ୍ଦେ ଏବଂ ଉପବାସ କରେ, ଏଥିପାଇଁ ଲୋକମାନେ ମାରେ ଉପହାସ କରନ୍ତି।
10 Até quando choro e jejuo, tenho que suportar zombaria;
11 ମୁଁ ଶାେକରେ ଚଟବସ୍ତ୍ର ପରିଧାନ କରେ ଏବଂ ଲୋକମାନେ ମାେତେ ପରିହାସ କରନ୍ତି।
11 quando ponho vestes de lamento, sou motivo de piada.
12 ସମାନେେ, ସର୍ବସାଧାରଣ ସ୍ଥାନରେ ମାରେ ଚର୍ଚ୍ଚା କରୁଛନ୍ତି ଏବଂ ମଦୁଆମାନେ ମାେ ବିଷଯରେ ତାଚ୍ଛଲ୍ଯଭରା ଗୀତ ଗାଉଛନ୍ତି।
12 Os que se ajuntam na praça falam de mim, e sou a canção dos bêbados.
13 ହେ ସଦାପ୍ରଭୁ, ମାେ ଜାଣିବାରେ ମୁଁ ପ୍ରାର୍ଥନା କରେ ତୁମ୍ଭେ ମାେତେ ଗ୍ରହଣ କରିନିଅ। ହେ ପରମେଶ୍ବର, ମୁଁ ଆଶାକରେ ତୁମ୍ଭେ ମାେତେ ତୁମ୍ଭର ପରିତ୍ରାଣର ସତ୍ଯତା ଅନୁସାରେ ଉତ୍ତର ଦିଅ। ମୁଁ ଜାଣେ, ପରିତ୍ରାଣ ପାଇଁ ମୁଁ ତୁମ୍ଭଠାରେ ଭରସା କରିପାରିବି।
13 Mas eu, Senhor, no tempo oportuno, elevo a ti minha oração; responde-me, por teu grande amor, ó Deus, com a tua salvação infalível!
14 ମାେତେ ପଙ୍କ ସ୍ଥାନରୁ ବଞ୍ଚାଅ। ମାେତେ ପଙ୍କ ମଧ୍ୟରେ ବୁଡ଼ିବାକୁ ଦିଅ ନାହିଁ। ଯେଉଁମାନେ ମାେତେ ଘୃଣା କରନ୍ତି, ସମାନଙ୍କେଠାରୁ ମାେତେ ରକ୍ଷା କର। ମାେତେ ଏହି ଗଭୀର ପାଣିରୁ ବଂଚାଅ।
14 Tira-me do atoleiro, não me deixes afundar; liberta-me dos que me odeiam e das águas profundas.
15 ବନ୍ଯା ଲହରୀ ମାେତେ ୟମେିତି ବୁଡ଼ାଇ ନ ଦେଉ। ଗଭୀର ସମୁଦ୍ର ମାେତେ ଗ୍ରାସ ନ କରୁ। କବର ମାେତେ ଗିଳି ନ ଦେଉ।
15 Não permitas que as correntezas me arrastem, nem que as profundezas me engulam, nem que a cova feche sobre mim a sua boca!
16 ହେ ସଦାପ୍ରଭୁ, ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଉତ୍ତମ। ତଣେୁ ମାେତେ ଉତ୍ତର ଦିଅ। ମାରେ ସହାୟତା ପାଇଁ କୃପାସହକାରେ ମାେତେ ଚାହଁ।
16 Responde-me, Senhor, pela bondade do teu amor; por tua grande misericórdia, volta-te para mim.
17 ତୁମ୍ଭର ଦାସପ୍ରତି ମୁହଁ ଫରୋଅ ନାହିଁ। ମୁଁ ବିପଦରେ ପଡ଼ିଛି, ମାେତେ ଶୀଘ୍ର ଉତ୍ତର କର।
17 Não escondas do teu servo a tua face; responde-me depressa, pois estou em perigo.
18 ଆସ ମାରେ ପ୍ରାଣ ରକ୍ଷା କର, ଆସ ଓ ମାରେ ଶତ୍ରୁମାନଙ୍କଠାରୁ ମାେତେ ବଞ୍ଚାଅ।
18 Aproxima-te e resgata-me; livra-me por causa dos meus inimigos.
19 ତୁମ୍ଭେ ଜାଣ ମାରେ ଶତ୍ରୁମାନେ ମାେତେ ନିନ୍ଦା ଓ ଅପମାନିତ କରିଛନ୍ତି। ସମାନେେ ମାେ ସହିତ ଏହା କରିବାର ତୁମ୍ଭେ ଦେଖିଛ।
19 Tu bem sabes como sofro zombaria, humilhação e vergonha; conheces todos os meus adversários.
20 ଲଜ୍ଜା ମାେତେ ଖଣ୍ଡ ଖଣ୍ଡ କରି ଭାଙ୍ଗି ଦଇେଛି। କାରଣ ଲଜ୍ଜା ଯୋଗୁଁ ମୁଁ ମୃତ୍ଯୁବରଣ କରିବା ଉପରେ, ମୁଁ ସହାନୁଭୂତି ପାଇଁ ଡ଼ାକିଲି, କହେି ସହାନୁଭୂତି ଦଖାଇେଲେ ନାହିଁ। ମୁଁ ଲୋକମାନଙ୍କୁ ଖାଜେିଲି, କିନ୍ତୁ ଯେଉଁମାନେ ମାେତେ ସାନ୍ତ୍ବନା ଦଇପୋରିବେ, କହେି ସହାନୁଭୂତି ଦଖାଇେଲେ ନାହିଁ।
20 A zombaria partiu-me o coração; estou em desespero! Supliquei por socorro, nada recebi, por consoladores, e a ninguém encontrei.
21 ସମାନେେ ମାେତେ ଖାଦ୍ୟ ବଦଳରେ ତୁଷ ଏବଂ ଦ୍ରାକ୍ଷାରସ ବଦଳରେ ଅମ୍ଲରସ ଦେଲେ।
21 Puseram fel na minha comida e para matar-me a sede deram-me vinagre.
22 ସମାନଙ୍କେର ମଜେ ଖାଦ୍ୟରେ ପୂର୍ଣ୍ଣ ଥିଲା। ସମାନେେ ଏମିତି ସହଭାଗିତାର ଖାଦ୍ୟ ଖାଉଥିଲେ ୟେ, ମୁଁ ଆଶଙ୍କା କଲି ସହେି ଖାଦ୍ୟ ସମାନଙ୍କେୁ ନଷ୍ଟ କରିବ।
22 Que a mesa deles se lhes transforme em laço; torne-se retribuição e armadilha.
23 ସମାନେେ ଅନ୍ଧ ହୁଅନ୍ତୁ। ସମାନଙ୍କେ ଅଣ୍ଟା ନଇଁ ୟାଉଁ।
23 Escureçam-se os seus olhos para que não consigam ver; faze-lhes tremer o corpo sem parar.
24 ସମାନଙ୍କେ ଉପରେ ତୁମ୍ଭର ବଡ଼ କୋର୍ଧ ଢ଼ାଳି ଦିଅ। ତୁମ୍ଭର କୋର୍ଧ ସମାନଙ୍କେୁ ଗ୍ରାସ କରୁ।
24 Despeja sobre eles a tua ira; que o teu furor ardente os alcance.
25 ସମାନଙ୍କେର ଗୃହଗୁଡ଼ିକୁ ଶୂନ୍ଯ କର। କହେି ଜୀବିତ ନ ରୁହନ୍ତୁ।
25 Fique deserto o lugar deles; não haja ninguém que habite nas suas tendas.
26 ତୁମ୍ଭେ ଆଘାତ କରିଥିବା ଲୋକମାନଙ୍କୁ, ସମାନେେ ୟାତନା ଦିଅନ୍ତି। ସମାନେେ ୟନ୍ତ୍ରଣା ବିଷଯରେ କଥାବାର୍ତ୍ତା ହୁଅନ୍ତି, ଯେଉଁମାନଙ୍କୁ ତୁମ୍ଭେ କ୍ଷତାକ୍ତ କରିଅଛ।
26 Pois perseguem aqueles que tu feres e comentam a dor daqueles a quem castigas.
27 ସମାନେେ କରିଥିବା ମନ୍ଦକାର୍ୟ୍ଯ ପାଇଁ ସମାନଙ୍କେୁ ଦଣ୍ଡ ଦିଅ। ତୁମ୍ଭର ଦୟା ପରାଯଣତା ତାଙ୍କୁ ଦଖାେଅ ନାହିଁ।
27 Acrescenta-lhes pecado sobre pecado; não os deixes alcançar a tua justiça.
28 ଜୀବନ-ପୁସ୍ତକରୁ ସମାନଙ୍କେର ନାମ ପୋଛି ଦିଅ ଓ ସମାନଙ୍କେ ନାମ ଧାର୍ମିକମାନଙ୍କ ସହିତ ଲେଖ ନାହିଁ।
28 Sejam eles tirados do livro da vida e não sejam incluídos no rol dos justos.
29 ମୁଁ ଦୁଃଖୀ ଓ ଶାେକାକୁଳ ଅଟେ। ହେ ପରମେଶ୍ବର, ମାେତେ ଉଦ୍ଧାର କର। ମାେତେ ରକ୍ଷା କର।
29 Grande é a minha aflição e a minha dor! Proteja-me, ó Deus, a tua salvação!
30 ମୁଁ ଗୀତରେ ପରମେଶ୍ବରଙ୍କ ନାମର ପ୍ରଶଂସା ଗାନ କରିବି ଓ ଧନ୍ଯବାଦ ସହ ତାଙ୍କର ଗୌରବ ଗାନ କରିବି।
30 Louvarei o nome de Deus com cânticos e proclamarei sua grandeza com ações de graças;
31 ସଦାପ୍ରଭୁ ଏଥିରେ ପ୍ରସନ୍ନ ହବେେ। ଏକ ଶିଙ୍ଗ ଓ ଖୁରା ସହିତ ଷଣ୍ଢ କିଅବା ପଶୁ ବଳି ଦବୋ ଅପେକ୍ଷା ଏହା ଅଧିକ ଉତ୍ତମ ଅଟେ।
31 isso agradará o Senhor mais do que bois, mais do que touros com seus chifres e cascos.
32 ହେ ଗରିବ ଲୋକମାନେ, କିଏ ପରମେଶ୍ବରଙ୍କ ଆରାଧନା କରିବା ପାଇଁ ଆସିଅଛି, ତୁମ୍ଭେ ଏହି କଥା ଜାଣିବା ପାଇଁ ଆନନ୍ଦିତ ହାଇଯେିବ।
32 Os necessitados o verão e se alegrarão; a vocês que buscam a Deus, vida ao seu coração!
33 ସଦାପ୍ରଭୁ ଅସହାୟମାନଙ୍କର ଗୁହାରି ଶୁଣନ୍ତି। ସେ ତାଙ୍କର ବନ୍ଦୀଥିବା ଲୋକମାନଙ୍କୁ ଘୃଣା କରନ୍ତି ନାହିଁ।
33 O Senhor ouve o pobre e não despreza o seu povo aprisionado.
34 ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ଯସ୍ଥ ସକଳ ଜଙ୍ଗମ ତାଙ୍କର ପ୍ରଶଂସା କରନ୍ତୁ।
34 Louvem-no os céus e a terra, os mares e tudo o que neles se move,
35 ସଦାପ୍ରଭୁ ସିଯୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ପୁନଃନିର୍ମାଣ କରିବେ। ତାଙ୍କର ଲୋକମାନେ ସଠାେରେ ରହିବେ ଏବଂ ଦେଶ ପୁଣି ଥରେ ତାଙ୍କର ହବେ।
35 pois Deus salvará Sião e reconstruirá as cidades de Judá. Então o povo ali viverá e tomará posse da terra;
36 ତାହାଙ୍କ ଦାସମାନଙ୍କ ବଂଶଧର ତାହା ଭୋଗ କରିବେ। ଆଉ ତାହାଙ୍କ ନାମର ସ୍ନହକୋରୀଗଣ ତହିଁ ମଧ୍ୟରେ ବାସ କରିବେ।
36 a descendência dos seus servos a herdará, e nela habitarão os que amam o seu nome.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Salmos 69, comparar traduções ou montar um estudo — tudo direto pelo WhatsApp.