Salmos 6

Oriya Bible (GL_ORIYA) vs ARIB

Sair da comparação
ARIB Almeida Revisada Imprensa Bíblica
1 ହେ ସଦାପ୍ରଭୁ, ତୁମ୍ଭେ କୋର୍ଧିତ ହାଇେ ମାେତେ ଦଣ୍ଡିତ କର ନାହିଁ। ତୁମ୍ଭେ ବିରକ୍ତ ହାଇେ ମାେତେ ଦଣ୍ଡ ଦିଅ ନାହିଁ।
1 Senhor, não me repreendas na tua ira, nem me castigues no teu furor.
2 ହେ ସଦାପ୍ରଭୁ, ମାେ ପ୍ରତି ଦୟା କର। ମୁଁ ରୁଗ୍ଣ ଓ ଦୁର୍ବଳ। ମାେତେ ସୁସ୍ଥ କର କାରଣ ମାରେ ଅସ୍ଥିସବୁ କମ୍ପିତ ହେଉଅଛି।
2 Tem compaixão de mim, Senhor, porque sou fraco; sara-me, Senhor, porque os meus ossos estão perturbados.
3 ମାରେ ସମଗ୍ର ଶରୀର କମ୍ପୁଅଛି। ହେ ସଦାପ୍ରଭୁ, ଆଉ କେତେ କାଳ ପରେ ତୁମ୍ଭେ ମାେତେ ସୁସ୍ଥ କରିବ।
3 Também a minha alma está muito perturbada; mas tu, Senhor, até quando?...
4 ହେ ସଦାପ୍ରଭୁ, ତୁମ୍ଭେ ଫରେିଆସ ଓ ମାେତେ ପୁନର୍ବାର ଅଧିକ ବଳଶାଳୀ କର। ତୁମ୍ଭେ ଅତ୍ଯନ୍ତ କରୁଣାରେ ମାେତେ ଉଦ୍ଧାର କର।
4 Volta-te, Senhor, livra a minha alma; salva-me por tua misericórdia.
5 ମୃତ ଲୋକମାନେ ତୁମ୍ଭକୁ ସମାନଙ୍କେର କବରରେ କବେେ ମନେ ପକାନ୍ତି ନାହିଁ। ମୃତମାନେ ତୁମ୍ଭକୁ ପ୍ରଶଂସା କରନ୍ତି ନାହିଁ। ସେଥିପାଇଁ ମାେତେ ରକ୍ଷା କର।
5 Pois na morte não há lembrança de ti; no Seol quem te louvará?
6 ହେ ସଦାପ୍ରଭୁ, ସାରା ରାତି ମୁଁ ତୁମ୍ଭକୁ ପ୍ରାର୍ଥନା କଲି। ମାରେ ବିଛଣା ମାରେ ଲୁହରେ ଭିଜିଗଲା। ମୁଁ ଅତି ଦୁର୍ବଳ ତୁମ୍ଭକୁ କାକୁତ୍ତି କରି ଜଣାଉଛି।
6 Estou cansado do meu gemido; toda noite faço nadar em lágrimas a minha cama, inundo com elas o meu leito.
7 ମାରେ ଶତ୍ରୁମାନେ ମାେତେ ବହୁତ ଦୁଃଖ ଦଇେଛନ୍ତି, ୟାହାକି ମାେତେ ବହୁତ ଦୁଃଖୀ କରିଛି। ବର୍ତ୍ତମାନ ମାରେ ଚକ୍ଷୁଦ୍ବଯ ବହୁତ କ୍ରନ୍ଦନ କରିଥିବା ଯୋଗୁଁ କ୍ଷୀଣ।
7 Os meus olhos estão consumidos pela mágoa, e enfraquecem por causa de todos os meus inimigos.
8 ହେ ଅଧର୍ମୀ ଲୋକସବୁ, ମାେ ନିକଟରୁ ଦୂର ହାଇୟୋଅ। କାରଣ ସଦାପ୍ରଭୁ ମାରେ କ୍ରନ୍ଦନ ଶୁଣିଛନ୍ତି।
8 Apartai-vos de mim todos os que praticais a iniquidade; porque o Senhor já ouviu a voz do meu pranto.
9 ସଦାପ୍ରଭୁ ମାରେ ପ୍ରାର୍ଥନା ଶୁଣିଛନ୍ତି। ସଦାପ୍ରଭୁ ମାରେ ପ୍ରାର୍ଥନାକୁ ଗ୍ରହଣ କରିଛନ୍ତି ଓ ମାରେ ପ୍ରାର୍ଥନାର ଉତ୍ତର ମଧ୍ଯ ଦଇେଛନ୍ତି।
9 O Senhor já ouviu a minha súplica, o Senhor aceita a minha oração.
10 ମାରେ ସମସ୍ତ ଶତ୍ରୁମାନେ ଲଜ୍ଜିତ ଓ ବ୍ଯାକୁଳ ହବେେ। ଓ ସମାନେେ ସମନ୍ତେ ଲଜ୍ଜିତ ହାଇେ ଏ ସ୍ଥାନ ପରିତ୍ଯାଗ କରିବେ।
10 Serão envergonhados e grandemente perturbados todos os meus inimigos; tornarão atrás e subitamente serão envergonhados.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 6, comparar traduções ou montar um estudo — tudo direto pelo WhatsApp.