Salmos 74

Oriya Bible (GL_ORIYA) vs NVT

Sair da comparação
NVT Nova Versão Transformadora
1 ପରମେଶ୍ବର, ତୁମ୍ଭେ କାହିଁକି ବହୁତ ଦିନ ଆମ୍ଭମାନଙ୍କୁ ପରିତ୍ଯାଗ କଲ ? ତୁମ୍ଭେ କାହିଁକି ଆମ୍ଭମାନଙ୍କ ଉପରେ ଏତେ ରାଗିଅଛ, ଆମ୍ଭେ ୟେ ତୁମ୍ଭର ନିଜ ଦଳ?
1 Ó Deus, por que nos rejeitaste por tanto tempo? Por que é tão intensa tua ira contra as ovelhas de teu pasto?
2 ପୂର୍ବରୁ ତୁମ୍ଭର ଲୋକମାନଙ୍କୁ ସ୍ମରଣ କର ଯେଉଁମାନଙ୍କୁ ତୁମ୍ଭର ନିଜର କଲ। ତୁମ୍ଭର ଖୁବ୍ ନିଜର ଲୋକମାନଙ୍କୁ ସ୍ମରଣ କର ଯେଉଁମାନଙ୍କୁ ତୁମ୍ଭେ ରକ୍ଷା କଲ ଏବଂ ସିଯୋନ୍ ପର୍ବତକୁ ସ୍ମରଣ କର ଯେଉଁଠାରେ ତୁମ୍ଭେ ବାସ କଲ।
2 Lembra-te de que somos o povo que adquiriste muito tempo atrás, a tribo que resgataste como tua propriedade; lembra-te ainda do monte Sião, a tua habitação.
3 ପରମେଶ୍ବର, ସହେି ପ୍ରାଚୀନର ଭଗ୍ନାବଶଷେ ଉପରେ ଚାଲନ୍ତୁ। ଯେଉଁଠାରେ ଶତ୍ରୁମାନେ ମନ୍ଦିରର ସବୁକିଛି ନଷ୍ଟ କରିଥିଲେ।
3 Caminha pelas ruínas assustadoras da cidade; vê como o inimigo destruiu teu santuário.
4 ତୁମ୍ଭର ଶତ୍ରୁଗଣ ବାହାର ମନ୍ଦିରରେ ୟୁଦ୍ଧ ଧ୍ବନି କଲେ। ସମାନେେ ତାଙ୍କର ବିଜଯଧ୍ବଜା ମନ୍ଦିର ଉପରେ ଉଡ଼ାଇଲେ।
4 Ali teus inimigos deram gritos de vitória; ali, hastearam suas bandeiras de guerra.
5 ଜଙ୍ଗଲରେ କୁରାଢ଼ୀ ବ୍ଯବହାର କରୁଥିବା ଲୋକମାନଙ୍କ ପରି ଶତ୍ରୁ ସୈନ୍ଯମାନେ ଦଖାଯାେଉଥିଲେ।
5 Usaram seus machados como lenhadores no bosque.
6 ହେ ପରମେଶ୍ବର, ସମାନେେ କୁରାଢ଼ି ଓ ଟାଙ୍ଗିଆ ଦ୍ବାରା ତୁମ୍ଭ ମନ୍ଦିରର ଖାଦେିତ କାଠ ପଟାଗୁଡ଼ିକ ନଷ୍ଟ କଲେ।
6 Com machados e picaretas, despedaçaram os painéis entalhados.
7 ସହେି ସୈନ୍ଯଗଣ ତୁମ୍ଭ ପବିତ୍ର ସ୍ଥାନକୁ ଜାଳି ଦେଲେ। ସହେି ମନ୍ଦିର ତୁମ୍ଭ ନାମର ସମ୍ମାନାର୍ଥେ ତିଆରି ହାଇେଥିଲା, କିନ୍ତୁ ସମାନେେ ତାକୁ ଅଶୁଚି କରି ଧୂଳିସାତ୍ କରି ଦେଲେ।
7 Incendiaram todo o teu santuário, profanaram o lugar de habitação do teu nome.
8 ସମାନେେ ନିଷ୍ପତ୍ତି କଲେ, ଆମ୍ଭମାନଙ୍କୁ ପୂରାପୂରି ଧ୍ବଂସ କରିବାକୁ ସମାନେେ ଦେଶ ମଧ୍ୟରେ ପରମେଶ୍ବରଙ୍କର ସକଳ ପବିତ୍ରସ୍ଥାନ ଦଗ୍ଦ କରି ଦେଲେ।
8 Pensaram: “Vamos destruir tudo!”, e queimaram todos os lugares de adoração a Deus.
9 ଆମ୍ଭମାନେେ ନିଜ ଚିହ୍ନସବୁ ଦେଖୁ ନାହୁଁ। କୌଣସି ଭବିଷ୍ଯଦ୍ବକ୍ତା ଆଉ ନାହାନ୍ତି। କ'ଣ କରିବାକୁ ହବେ କହେି ଜାଣନ୍ତି ନାହିଁ।
9 Já não vemos teus sinais; não há mais profetas, e ninguém sabe quando isso acabará.
10 ହେ ପରମେଶ୍ବର, ଶତ୍ରୁମାନେ କେତକୋଳ ତୁମ୍ଭର ନିନ୍ଦା କରିବେ ? ତୁମ୍ଭେ ଚିରଦିନ କ'ଣ ତୁମ୍ଭର ଶତ୍ରୁମାନଙ୍କୁ ଅପମାନ କରିବା ପାଇଁ ସୁଯୋଗ ଦବେ ?
10 Até quando, ó Deus, permitirás que nossos inimigos te insultem? Acaso deixarás que blasfemem teu nome para sempre?
11 ତୁମ୍ଭେ ଆମ୍ଭମାନଙ୍କୁ କାହିଁକି, ସାହାୟ୍ଯ କରିବ ନାହିଁ ? ତୁମ୍ଭେ ଆପଣା ମହାଶକ୍ତିକୁ ବ୍ଯବହାର କରି ଶତ୍ରୁମାନଙ୍କୁ ପରାଜଯ କର।
11 Por que reténs tua forte mão direita? Estende-a com poder e destrói-os!
12 ହେ ପରମେଶ୍ବର, ତୁମ୍ଭେ ଆମ୍ଭମାନଙ୍କର ପୂର୍ବାବଧି ରାଜା ହେଉଅଛ। ଏହି ଦେଶରେ ବହୁତ ୟୁଦ୍ଧରେ ଜିତିବାରେ ଆମ୍ଭକୁ ସାହାୟ୍ଯ କରିଛ।
12 Tu, ó Deus, és meu rei desde a antiguidade e trazes salvação à terra.
13 ହେ ପରମେଶ୍ବର, ତୁମ୍ଭେ ଆପଣା ମହାନ୍ ଶକ୍ତିକୁ ବ୍ଯବହାର କରି ଲୋହିତ ସମୁଦ୍ରକୁ ଦୁଇଭାଗ କର।
13 Com tua força, dividiste o mar e despedaçaste as cabeças dos monstros marinhos.
14 ତୁମ୍ଭେ ସମୁଦ୍ରରେ ଥିବା ମହାନ୍ ରାକ୍ଷସକୁ ବଧ କଲ। ତୁମ୍ଭେ ଲିବିଯାଥନର ମସ୍ତକ ଖଣ୍ଡଖଣ୍ଡ କରି କାଟି ପକାଇଲ। ତୁମ୍ଭେ ମରୁଭୂମିର ପଶୁମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦଲେ।
14 Esmagaste as cabeças do Leviatã e o deste como alimento aos animais do deserto.
15 ତୁମ୍ଭେ ନଦୀ ଓ ଝରଣା ସୃଷ୍ଟିକରି ସେଥିରୁ ପାଣି ବୁହାଇଲ ଏବଂ ତୁମ୍ଭେ ନଦୀସବୁକୁ ଶୁଷ୍କ କରାଇଲ।
15 Fizestes jorrar fontes e riachos e secaste rios de águas torrenciais.
16 ହେ ପରମେଶ୍ବର, ଦିବସ ଓ ରାତ୍ରିର ଶାସକ, ତୁମ୍ଭେ ଚନ୍ଦ୍ର ଓ ସୂର୍ୟ୍ଯ ପ୍ରସ୍ତୁତ କରିଅଛ।
16 Tanto o dia como a noite pertencem a ti; criaste a luz das estrelas
17 ତୁମ୍ଭେ ପୃଥିବୀର ସମସ୍ତ ସୀମା ନିର୍ଦ୍ଧାରଣ କରିଅଛ। ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ।
17 Determinaste os limites da terra e fizeste o verão e o inverno.
18 ଅନନ୍ତର ସଦାପ୍ରଭୁ, ଶତ୍ରୁମାନେ ତୁମ୍ଭର ନାମକୁ ଅପମାନିତ କରିଥିବା କଥାଗୁଡ଼ିକ ମନେ ପକାଅ ୟେ, କିପରି ସହେି ମୂର୍ଖ ଲୋକମାନେ ତୁମ୍ଭରି ନାମକୁ ଅପମାନିତ କଲେ।
18 Vê como os inimigos te insultam, S enhor ; uma nação insensata blasfemou teu nome.
19 ତୁମ୍ଭ କପୋତକୁ ବନ୍ଯ ପଶୁକୁ ସମର୍ପଣ କରି ନାହିଁ। ଆପଣା ଦୁଃଖୀ ଲୋକକୁ ସବୁଦିନ ପାଇଁ ଭୁଲି ନାହିଁ।
19 Não permitas que esses animais selvagens destruam tua pomba; não te esqueças para sempre de teu povo aflito.
20 ଆମ୍ଭମାନଙ୍କ ଚୁକ୍ତି ପୂରଣ କର। ଏହି ଭୂମିର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ଯରେ ପରିପୂର୍ଣ୍ଣ ହେଲା।
20 Lembra-te das promessas da aliança, pois a terra está cheia de escuridão e violência.
21 କଷ୍ଟ ପାଉଥିବା ଲୋକମାନଙ୍କୁ ଆଉ ଲଜ୍ଜିତ ହବୋକୁ ଦିଅ ନାହିଁ। ଗରିବ ଏବଂ ଅଭାବୟୁକ୍ତ ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।
21 Não permitas que os oprimidos voltem a ser humilhados; em vez disso, que os pobres e os necessitados louvem teu nome.
22 ପରମେଶ୍ବର, ଉଠ ଏବଂ ତୁମ୍ଭର ସମ୍ମାନ ରକ୍ଷା କର। ମୂର୍ଖ ଲୋକମାନେ କିପରି ଦିନୟାକ ତୁମ୍ଭକୁ ଅପମାନିତ କରୁଛନ୍ତି ସ୍ମରଣ କର!
22 Levanta-te, ó Deus, e defende tua causa; lembra-te de como esses tolos te insultam o dia todo.
23 ତୁମ୍ଭର ଶତ୍ରୁମାନଙ୍କର ଉଦ୍ଘୋଷ କବେେ ଭୁଲିୟାଅ ନାହିଁ। ସମାନେେ ତୁମ୍ଭକୁ ବାରମ୍ବାର ଅପମାନିତ କରନ୍ତି।
23 Não ignores o que teus inimigos disseram, nem o tumulto que cresce sem parar.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 74, comparar traduções ou montar um estudo — tudo direto pelo WhatsApp.