Salmos 79

Oriya Bible (GL_ORIYA) vs ARC

Sair da comparação
ARC Almeida Revista e Corrigida 2009
1 ହେ ପରମେଶ୍ବର, ଅନ୍ୟ ଦେଶୀଯ ଲୋକମାନେ ତୁମ୍ଭର ଦେଶକୁ ଆକ୍ରମଣ କରିଛନ୍ତି। ସମାନେେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଛନ୍ତି। ସମାନେେ ୟିରୁଶାଲମକୁ ଧ୍ବସ୍ତ ବିଧ୍ବସ୍ତ କରିଛନ୍ତି।
1 Ó Deus, as nações entraram na tua herança; contaminaram o teu santo templo; reduziram Jerusalém a montões de pedras.
2 ସମାନେେ ତୁମ୍ଭ ଦାସଗଣର ଶବ ଖାଦ୍ୟ ନିମନ୍ତେ ଖଚେର ପକ୍ଷୀଗଣଙ୍କୁ ଦଇେଅଛନ୍ତି। ତୁମ୍ଭର ସଦ୍ଭକ୍ତମାନଙ୍କ ମାଂସ ବନ୍ଯ ପଶୁଗଣଙ୍କୁ ଦଇେଛନ୍ତି।
2 Deram os cadáveres dos teus servos por comida às aves dos céus e a carne dos teus santos, às alimárias da terra.
3 ଶତ୍ରୁମାନେ ୟିରୂଶାଲମର ଚତୁର୍ଦ୍ଦିଗରେ ତୁମ୍ଭର ଲୋକମାନଙ୍କର ରକ୍ତକୁ ପାଣି ପରି ବୁହାଇଲେ। ସମାନଙ୍କେୁ କବର ଦବୋ ପାଇଁ କାହାରିକୁ ରଖି ନ ଥିଲେ।
3 Derramaram o sangue deles como água ao redor de Jerusalém, e não houve quem os sepultasse.
4 ଆମ୍ଭ ପଡ଼ୋଶୀ ଦବଗେଣ ଆମ୍ଭମାନଙ୍କୁ ଅପମାନିତ କଲେ। ଆମ୍ଭର ସବୁ ଚତୁପାଶର୍‌ବରେ ଥିବା ଲୋକମାନେ ଆମ୍ଭମାନଙ୍କୁ ପରିହାସ କଲେ।
4 Estamos feitos o opróbrio dos nossos vizinhos, o escárnio e a zombaria dos que estão à roda de nós.
5 ହେ ପରମେଶ୍ବର, ଏହା ଆଉ କେତେ ଦିନ ପର୍ୟ୍ଯନ୍ତ ୟିବ ? ତୁମ୍ଭେ କ'ଣ ଚିରକାଳ ଆମ୍ଭମାନଙ୍କ ଉପରେ କୋର୍ଧ କରିଥିବ ? ତୁମ୍ଭର ଅନ୍ତର କଗ୍ଦଣ ଜ୍ବାଳା ଅଗ୍ନିପରି ସର୍ବଦା ଜଳିବ ?
5 Até quando, Senhor ? Indignar-te-ás para sempre? Arderá o teu zelo como fogo?
6 ଯେଉଁ ଜାତିମାନେ ତୁମ୍ଭକୁ ସ୍ବୀକାର କରୁ ନାହାନ୍ତି, ଯେଉଁ ରାଜ୍ଯ ସମୂହ ତୁମ୍ଭର ଉପାସନା କରନ୍ତି ନାହିଁ, ତୁମ୍ଭର କୋର୍ଧ ସମାନଙ୍କେ ଉପରେ ଢ଼ାଳି ଦିଅ।
6 Derrama o teu furor sobre nações que te não conhecem e sobre os reinos que não invocam o teu nome.
7 ସମାନେେ ୟାକୁବଙ୍କ ପରିବାରକୁ ଧ୍ବଂସ କରି ଅଛନ୍ତି। ଓ ସମାନେେ ତା'ର ଗୃହଭୂମିକୁ ଧ୍ବଂସ କରିଅଛନ୍ତି।
7 Porque devoraram a Jacó e assolaram as suas moradas.
8 ଦୟାକରି ଆମ୍ଭମାନଙ୍କର ଅତୀତର ପାପ ପାଇଁ ଆମ୍ଭମାନଙ୍କୁ ଦଣ୍ଡ ଦିଅ ନାହିଁ। ଶୀଘ୍ର ଆମ୍ଭମାନଙ୍କ ପ୍ରତି ଦୟା ଦଖାେଅ !ଆମ୍ଭମାନେେ ଆଜି କ୍ଷୀଣ ହାଇେଅଛୁ।
8 Não te lembres das nossas iniquidades passadas; apressa-te e antecipem-se-nos as tuas misericórdias, pois estamos muito abatidos.
9 ହେ ଆମ୍ଭମାନଙ୍କର ପରିତ୍ରାଣର ପରମେଶ୍ବର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାୟ୍ଯ କର ଏବଂ ଆପଣା ନାମରେ ଆମ୍ଭମାନଙ୍କୁ ରକ୍ଷା କର ଏବଂ ପାପସବୁ କ୍ଷମା କର।
9 Ajuda-nos, ó Deus da nossa salvação, pela glória do teu nome; e livra-nos e perdoa os nossos pecados, por amor do teu nome.
10 ଅନ୍ୟ ଦେଶୀଯ ଲୋକମାନଙ୍କୁ କହିବାକୁ ଦିଅ ନାହିଁ। ସମାନଙ୍କେର ପରମେଶ୍ବର କାହାଁନ୍ତି ? ହେ ପରମେଶ୍ବର, ସହେି ଲୋକମାନଙ୍କୁ ଦଣ୍ଡ ଦିଅ ୟାହା ଫଳରେ କି ଆମ୍ଭମାନେେ ମଧ୍ଯ ତାହା ଦେଖି ପାରିବୁ। ତୁମ୍ଭର ସବକମାନଙ୍କେୁ ହତ୍ଯା କରିଥିବାରୁ ସମାନଙ୍କେୁ ଦଣ୍ଡ ଦିଅ।
10 Por que diriam os gentios: Onde está o seu Deus? Torne-se manifesta entre as nações, à nossa vista, a vingança do sangue derramado dos teus servos.
11 ଦୟାକରି ବନ୍ଦୀମାନଙ୍କର ଆର୍ତ୍ତନାଦ ଶୁଣ। ହେ ପରମେଶ୍ବର, ତୁମ୍ଭର ମହାଶକ୍ତି ପ୍ରଯୋଗ କରି ମରଣାର୍ଥେ ଲୋକମାନଙ୍କୁ ରକ୍ଷା କର।
11 Chegue à tua presença o gemido dos presos; segundo a grandeza do teu braço, preserva aqueles que estão sentenciados à morte.
12 ହେ ପରମେଶ୍ବର, ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଛନ୍ତି, ସମାନଙ୍କେୁ ସାତଗୁଣ ପ୍ରତିଫଳ ଦଣ୍ଡ ଦିଅ।
12 E aos nossos vizinhos, deita-lhes no regaço, setuplicadamente, a sua injúria com que te injuriaram, Senhor.
13 ତା' ହେଲେ ଆମ୍ଭେ ତୁମ୍ଭର ଲୋକ, ତୁମ୍ଭର ମଷେପଲ ସର୍ବଦା ତୁମ୍ଭକୁ ଧନ୍ଯବାଦ ଦବେୁ। ପିଢ଼ୀ ପରେ ପିଢ଼ୀ, ତୁମ୍ଭେ ୟାହା କରିଛ, ସେଥିପାଇଁ ଆମ୍ଭେ ତୁମ୍ଭକୁ ପ୍ରଶଂସା କରିବୁ।
13 Assim, nós, teu povo e ovelhas de teu pasto, te louvaremos eternamente; de geração em geração cantaremos os teus louvores.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 79, comparar traduções ou montar um estudo — tudo direto pelo WhatsApp.