Salmos 7

Oriya Bible (GL_ORIYA) vs ARC

Sair da comparação
ARC Almeida Revista e Corrigida 2009
1 ହେ ସଦାପ୍ରଭୁ ମାରେ ପରମେଶ୍ବର, ମୁଁ ତୁମ୍ଭଠାରେ ଶରଣ ନେଉଛି। ମାେ ପଛରେ ଗୋଡ଼ାଇଥିବା ଲୋକମାନଙ୍କଠାରୁ ମାେତେ ରକ୍ଷା କର ଓ ଉଦ୍ଧାର କର।
1 Senhor , meu Deus, em ti confio; salva-me de todos os que me perseguem e livra-me;
2 ତୁମ୍ଭେ ୟଦି ମାେତେ ସାହାୟ୍ଯ ନ କର ଶଷେରେ ସିଂହ ଦ୍ବାରା ଧରା ପଡ଼ିଥିବା ପଶୁଟି ପରି ମାରେ ଅବସ୍ଥା ହବେ। ମାେତେ ସମାନେେ ବୋହି ନଇେଯିବେ। ସେତବେେଳେ କହେି ମାେତେ ରକ୍ଷା କରିବାକୁ ନ ଥିବେ।
2 para que ele não arrebate a minha alma, como leão, despedaçando- a, sem que haja quem a livre;
3 ହେ ସଦାପ୍ରଭୁ ମାରେ ପରମେଶ୍ବର, ୟଦି ମୁଁ କିଛି ଭଲ କରି ନାହିଁ। ମୁଁ ପ୍ରତିଜ୍ଞା କରି କହିପାରେ ମୁଁ କିଛି କୁକର୍ମ କରି ନାହିଁ।
3 Senhor , meu Deus, se eu fiz isto, se há perversidade nas minhas mãos,
4 ୟବେେ ମାରେ ବନ୍ଧୁମାନଙ୍କ ପ୍ରତି ମୁଁ ଭୁଲ୍ କରିଥାଏ ଓ ମାତ୍ର ବିନା କାରଣରେ ୟେ ମାରେ ବିପକ୍ଷ ମୁଁ ତାଙ୍କୁ ରକ୍ଷା କରିବି।
4 se paguei com o mal àquele que tinha paz comigo (antes, livrei ao que me oprimia sem causa);
5 ଏହା ୟଦି ସତ୍ଯ ନୁହେଁ ତାହା ହେଲେ ମାେତେ ଶାସ୍ତି ଦିଅ। ମାରେ ଶତ୍ରୁ ମାେ ପଛରେ ଗୋଡ଼ାଇ ମାେତେ ଧରି ମାରି ଦେଉ। ମାରେ ଜୀବନକୁ ଭୂମିରେ ଦଳି ପକାଉ। ମାରେ ଆତ୍ମାକୁ ତଥା ଗୌରବକୁ ଧୂଳିସାତ୍ କରୁ।
5 persiga o inimigo a minha alma e alcance-a; calque aos pés a minha vida sobre a terra e reduza a pó a minha glória. (Selá)
6 ହେ ସଦାପ୍ରଭୁ, ତୁମ୍ଭେ ଜାଗ୍ରତ ହୁଅ ଓ ତୁମ୍ଭର କୋର୍ଧ ପ୍ରକାଶ କର। ମାରେ ଶତ୍ରୁମାନେ କୋର୍ଧିତ ତଣେୁ ସମାନଙ୍କେ ସମ୍ମୁଖରେ ରହି ସମାନଙ୍କେ ବିରୁଦ୍ଧରେ ସଂଗ୍ରାମ କର। ହେ ସଦାପ୍ରଭୁ, ମାେ ପକ୍ଷରେ ଜାଗ୍ରତ ହୁଅ ଓ ନ୍ଯାଯ ବିଚାର କର।
6 Levanta-te, Senhor , na tua ira; exalta-te por causa do furor dos meus opressores; e desperta por mim, para o juízo que ordenaste.
7 ହେ ସଦାପ୍ରଭୁ, ଲୋକମାନଙ୍କର ବିଚାର କର। ଯେଉଁମାନେ କି ତୁମ୍ଭ ରାଜ୍ଯର ଚତୁର୍ଦ୍ଦିଗରେ ଏକତ୍ରୀତ ହାଇେଛନ୍ତି।
7 Assim, te rodeará o ajuntamento de povos; por causa deles, pois, volta às alturas.
8 ହେ ସଦାପ୍ରଭୁ ଲୋକମାନଙ୍କର ବିଚାର କର। ମାରେ ମଧ୍ଯ ବିଚାର କର। ପ୍ରମାଣ କର ମୁଁ ୟାହା କହୁଛି ତାହା ଠିକ୍। ପ୍ରମାଣ କର ୟେ ମୁଁ ନିରପରାଧ।
8 O Senhor julgará os povos; julga-me, Senhor , conforme a minha justiça e conforme a integridade que há em mim.
9 ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ। ସାଧୁ ସନ୍ଥ ଲୋକଙ୍କୁ ସାହାୟ୍ଯ କର। ହେ ପରମେଶ୍ବର ତୁମ୍ଭେ ଅତ୍ଯନ୍ତ ମହାନ୍ ଏବଂ ଲୋକଙ୍କ ହୃଦଯକୁ ସହଜରେ ଚିହ୍ନିପାର।
9 Tenha já fim a malícia dos ímpios, mas estabeleça-se o justo; pois tu, ó justo Deus, provas o coração e a mente.
10 ପରମେଶ୍ବର ସବୁବେଳେ ୟଥାର୍ଥ ହୃଦଯ ବ୍ଯକ୍ତିମାନଙ୍କୁ ସାହାୟ୍ଯ କରନ୍ତି, ତଣେୁ ପରମେଶ୍ବର ମାେତେ ନିଶ୍ଚଯ ରକ୍ଷା କରିବେ।
10 O meu escudo está com Deus, que salva os retos de coração.
11 ପରମେଶ୍ବର ହେଉଛନ୍ତି ଧର୍ମମଯ ବିଚାରକର୍ତ୍ତା। ସେ ସବୁବେଳେ ଦୁଷ୍ଟମାନଙ୍କର କାର୍ୟ୍ଯ ପାଇଁ କୋର୍ଧ କରନ୍ତି।
11 Deus é um juiz justo, um Deus que se ira todos os dias.
12 ୟଦି ପରମେଶ୍ବର କୌଣସି ନିଷ୍ପତ୍ତି ନିଅନ୍ତି ସେ ସହଜରେ ତାଙ୍କ ମନ ପରିବର୍ତ୍ତନ କରନ୍ତି ନାହିଁ।
12 Se o homem se não converter, Deus afiará a sua espada; já tem armado o seu arco e está aparelhado;
13 ପରମେଶ୍ବର ସବୁବେଳେ ଦୁଷ୍ଟମାନଙ୍କୁ ଦଣ୍ଡ ଦବୋକୁ ପ୍ରସ୍ତୁତ ଥାଆନ୍ତି।
13 e já para ele preparou armas mortais; e porá em ação as suas setas inflamadas contra os perseguidores.
14 କିଛି ଲୋକ ସବୁବେଳେ ମନ୍ଦ ଯୋଜନାରେ ବ୍ଯସ୍ତ ଥାଆନ୍ତି। ସମାନେେ ଗୋପନ ଯୋଜନା କରନ୍ତି ଓ ମିଥ୍ଯା ମଧ୍ଯ କହନ୍ତି।
14 Eis que esse está com dores de perversidade; concebeu trabalhos e produzirá mentiras.
15 ସେମାନେ ସବୁବେଳେ ଅନ୍ୟକୁ ଆଘାତ ଦେଇ ଫାନ୍ଦରେ ପକାଇବାକୁ ଚେଷ୍ଟା କରନ୍ତି। କିନ୍ତୁ ଶେଷରେ ସେମାନେ ନିଜ ଯନ୍ତାରେ ପଡ଼ି ଆଘାତ ପାଇବେ।
15 Cavou um poço, e o fez fundo, e caiu na cova que fez.
16 ସେମାନେ ନିଶ୍ଚୟ ଦଣ୍ଡ ପାଇବେ। ସେମାନେ ଅନ୍ୟ ଲୋକମାନଙ୍କ ପ୍ରତି ନିଷ୍ଠୁର ବ୍ୟବହାର ପ୍ରଦର୍ଶନ କରନ୍ତି। କିନ୍ତୁ ସେମାନେ ନିଜର ଦୌରାତ୍ମ୍ୟ ପାଇଁ ନିଜେ ହିଁ ଦଣ୍ଡ ପାଇବେ।
16 A sua obra cairá sobre a sua cabeça; e a sua violência descerá sobre a sua mioleira.
17 ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି କାରଣ ସେ ମହାନ। ମୁଁ ସର୍ବୋପରିସ୍ଥ ସଦାପ୍ରଭୁଙ୍କର ନାମରେ ପ୍ରଶଂସା ଗାନ କରିବି।
17 Eu louvarei ao Senhor segundo a sua justiça e cantarei louvores ao nome do Senhor Altíssimo.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 7, comparar traduções ou montar um estudo — tudo direto pelo WhatsApp.