Salmos 82

Oriya Bible (GL_ORIYA) vs VC

Sair da comparação
VC Versão Católica
1 ପରେମେଶ୍ବର ପରମେଶ୍ବରଙ୍କ ମଣ୍ଡଳୀ ମଧ୍ୟରେ ଛିଡ଼ା ହୁଅନ୍ତି। ସେ ବିଚାରକର୍ତ୍ତାମାନଙ୍କ ମଧ୍ୟରେ ବିଚାର କରନ୍ତି।
1 Salmo de Asaf. Levanta-se Deus na assembléia divina, entre os deuses profere o seu julgamento.
2 ପରମେଶ୍ବର କହନ୍ତି, ତୁମ୍ଭମାନେେ କେତକୋଳ ପର୍ୟ୍ଯନ୍ତ ଅନ୍ଯାଯ ବିଚାର କରିବ ? ତୁମ୍ଭେ କେତକୋଳ ପର୍ୟ୍ଯନ୍ତ ଦୁଷ୍ଟ ଲୋକମାନଙ୍କୁ ବିନା ଦଣ୍ଡରେ ମୁକ୍ତି କରିବ ?
2 Até quando julgareis iniquamente, favorecendo a causa dos ímpios?
3 ଅନାଥ ଓ ଗରିବ ଲୋକମାନଙ୍କୁ ରକ୍ଷା କର। ଅତ୍ଯାଚାରିତ ଓ ଗରିବ ଲୋକମାନଙ୍କର ପ୍ରତି ନ୍ଯାଯ ବ୍ଯବହାର କର।
3 Defendei o oprimido e o órfão, fazei justiça ao humilde e ao pobre,
4 ଗରିବ ଓ ଦୀନହୀନମାନଙ୍କୁ ରକ୍ଷା କର। ଦୁଷ୍ଟଗଣର ହସ୍ତରୁ ସମାନଙ୍କେୁ ରକ୍ଷା କର।
4 livrai o oprimido e o necessitado, tirai-o das garras dos ímpios.
5 ୟାହାସବୁ ଘଟୁଛି ସମାନେେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ। ସମାନେେ ଅନ୍ଧାରରେ ଝୁଣ୍ଟି ପଡ଼ନ୍ତି। ସମାନଙ୍କେର ପୃଥିବୀ ସମାନଙ୍କେର ଚତୁଃପାଶର୍‌ବରେ ତଳକୁ ପଡ଼ୁଛି।
5 Eles não querem saber nem compreender, andam nas trevas, vacilam os fundamentos da terra.
6 ମୁଁ (ପରମେଶ୍ବର) କହିଲି, ତୁମ୍ଭମାନେେ ଈଶ୍ବରଗଣ ଓ ସର୍ବୋପରିସ୍ଥ ପରମେଶ୍ବରଙ୍କର ସନ୍ତାନ।
6 Eu disse: Sois deuses, sois todos filhos do Altíssimo.
7 ତଥାପି ତୁମ୍ଭମାନେେ ମନୁଷ୍ଯ ପରି ମରିବ। ତୁମ୍ଭେ ରାଜକୁମାର ପରି ମୃତ୍ଯୁବରଣ କରିବ।
7 Contudo, morrereis como simples homens e, como qualquer príncipe, caireis.
8 ହେ ପରମେଶ୍ବର, ଉଠ! ପୃଥିବୀର ବିଚାର କର !ସମସ୍ତ ଜାତିଗଣ ତୁମ୍ଭର ଅଟେ।
8 Levantai-vos, Senhor, para julgar a terra, porque são vossas todas as nações.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 82, comparar traduções ou montar um estudo — tudo direto pelo WhatsApp.