Salmos 91

Oriya Bible (GL_ORIYA) vs NAA

Sair da comparação
NAA Nova Almeida Atualizada 2017
1 ଯେଉଁ ବ୍ଯକ୍ତି ସର୍ବୋପରିସ୍ଥ ପରମେଶ୍ବର ପାଖକୁ ୟାଏ, ସେ ସର୍ବଶକ୍ତିମାନ ପରମେଶ୍ବରଙ୍କ ଛାଯା ତଳେ ନିରାପତ୍ତା ପାଇଁ ବସତି କରିବ।
1 Aquele que habita no esconderijo do Altíssimo e descansa à sombra do Onipotente
2 ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମାରେ ଆଶ୍ରଯ ଓ ଦୁର୍ଗ, ମାରେ ପରମେଶ୍ବର, ମୁଁ ତୁମ୍ଭ ନିକଟରେ ବିଶ୍ବାସ ରେଖ।
2 diz ao Senhor : “Tu és o meu refúgio e a minha fortaleza, o meu Deus, em quem confio.”
3 ପରମେଶ୍ବର ତୁମ୍ଭକୁ ଗଭୀର ଜଳରୁ ରକ୍ଷା କରିବେ ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ।
3 Pois ele livrará você do laço do passarinheiro e da peste perniciosa.
4 ତୁମ୍ଭେ ପରମେଶ୍ବରଙ୍କ ନିକୟକୁ ସୁରକ୍ଷା ନିମନ୍ତେ ୟାଇପାରିବ। ପକ୍ଷୀ ତା'ର ଛୁଆମାନଙ୍କ ଉପରେ ଡ଼ଣୋ ମଲୋଇ ରଖିଲା ଭଳି ସେ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭର ରକ୍ଷାକାରୀ ଢ଼ାଲ ଓ ପ୍ରାଚୀର ଦୁର୍ଗ ସ୍ବରୂପ ହବେେ।
4 Ele o cobrirá com as suas penas, e, sob as suas asas, você estará seguro; a sua verdade é proteção e escudo.
5 ତୁମ୍ଭେ ରାତ୍ରିରେ ଭୟଭୀତ ହବୋର ଦରକାର ନାହିଁ। କିଅବା ଦିନରେ ଶତ୍ରୁମାନଙ୍କର ବାଣ ପ୍ରତି ଭୟଭୀତ ହବେ ନାହିଁ।
5 Você não terá medo do terror noturno, nem da flecha que voa de dia,
6 ଅନ୍ଧକାରଗାମୀ ମହାମାରୀ, କିଅବା ମଧ୍ଯାହ୍ନରେ ସହାରକାରୀ ରୋଗ ବିଷଯରେ ଭୀତ ହବେ ନାହିଁ।
6 nem da peste que se propaga nas trevas, nem da mortandade que assola ao meio-dia.
7 ତୁମ୍ଭ ପକ୍ଷରେ ହଜାର ହଜାର ଶତ୍ରୁମାନ ମାରିବା ସହଜ। ତୁମ୍ଭର ଦକ୍ଷିଣ ହସ୍ତ ଦଶ ହଜାର ଶତ୍ରୁଙ୍କୁ ପରାସ୍ତ କରିବ କିନ୍ତୁ ତୁମ୍ଭେ ଆଘାତପ୍ରାପ୍ତ ହବେ ନାହିଁ।
7 Caiam mil ao seu lado, e dez mil, à sua direita; você não será atingido.
8 ତୁମ୍ଭେ ଦେଖିବ ୟେ, ଦୁଷ୍ଟ ଲୋକମାନେ ଦଣ୍ଡିତ ହାଇେଛନ୍ତି। ତୁମ୍ଭେ ଏହାକୁ ନିଜ ଆଖିରେ ଦେଖିପାରିବ।
8 Somente com os seus olhos você contemplará e verá o castigo dos ímpios.
9 ପ୍ରକୃତରେ ସଦାପ୍ରଭୁ ହେଉଛନ୍ତି ନିରାପତ୍ତାର ସ୍ଥାନ !ୟଦି ପରମେଶ୍ବରଙ୍କୁ ତୁମ୍ଭେ ଆପଣା ସୁରକ୍ଷାର ସ୍ଥାନ କରିବ।
9 Você disse: “O Você fez do Altíssimo a sua morada.
10 ତୁମ୍ଭର କୌଣସି ବିପଦ ଘଟିବ ନାହିଁ। କୌଣସି ଦୁର୍ବିପାକ ତୁମ୍ଭ ଗୃହକୁ ଆସିବ ନାହିଁ।
10 Nenhum mal lhe sucederá, praga nenhuma chegará à sua tenda.
11 ପରମେଶ୍ବର ତୁମ୍ଭ ରକ୍ଷା ପାଇଁ ଦୂତମାନଙ୍କୁ ଆଦେଶ ଦବେେ। ତୁମ୍ଭେ ଯେଉଁଠାକୁ ଗଲେ ମଧ୍ଯ, ସମାନେେ ତୁମ୍ଭକୁ ସୁରକ୍ଷା ଦବେେ।
11 Porque aos seus anjos ele dará ordens a seu respeito, para que guardem você em todos os seus caminhos.
12 ତୁମ୍ଭଙ୍କୁ ଦୂତମାନେ ସାହାୟ୍ଯ କରିବେ, ୟପରେିକି ତୁମ୍ଭର ପାଦ ପଥରରେ ବାଡ଼ଇେ ନ ହୁଏ।
12 Eles o sustentarão nas suas mãos, para que você não tropece em alguma pedra.
13 ତୁମ୍ଭେ ସିଂହ ଏବଂ ସର୍ପ ଉପରେ ମାଡ଼ି ଚାଲି ୟିବ। ତୁମ୍ଭେ ୟୁବା ସିଂହ ଓ କାଳସର୍ପକୁ ପାଦତଳେ ଦଳି ଦବେ।
13 Você pisará o leão e a cobra; com os pés esmagará o leãozinho e a serpente.
14 ସଦାପ୍ରଭୁ କହନ୍ତି, ୟଦି କୌଣସି ଲୋକ ଆମ୍ଭଙ୍କୁ ପ୍ରମେ କରେ ଆମ୍ଭେ ତାଙ୍କୁ ରକ୍ଷା କରିବା ଓ ଯେଉଁମାନେ ଆମ୍ଭଙ୍କୁ ପ୍ରକୃତରେ ଜାଣନ୍ତି, ସମାନଙ୍କେୁ ଆମ୍ଭେ ଉଚ୍ଚରେ ରଖିବା।
14 Deus diz: “Porque a mim se apegou com amor, eu o livrarei; eu o protegerei, porque conhece o meu nome.
15 ଆମ୍ଭର ଅନୁସରଣକାରୀମାନେ ଆମ୍ଭଙ୍କୁ ସାହାୟ୍ଯ ପାଇଁ ଡ଼ାକିବେ, ଆମ୍ଭେ ସମାନଙ୍କେର ଡ଼ାକ ଶୁଣିବା। ସମାନଙ୍କେ କଷ୍ଟ ସମଯରେ ଆମ୍ଭେ ସମାନଙ୍କେ ସହିତ ରହିବା। ଆମ୍ଭେ ସମାନଙ୍କେୁ ରକ୍ଷା କରିବା ଏବଂ ସମ୍ମାନ ଦବୋ।
15 Ele me invocará, e eu lhe responderei; na sua angústia eu estarei com ele; eu o livrarei e o glorificarei.
16 ଆମ୍ଭେ ଆପଣା ଅନୁସରଣକାରୀମାନଙ୍କୁ ଦୀର୍ଘାଯୁ କରିବା ଏବଂ ଆମ୍ଭେ ସମାନଙ୍କେୁ ରକ୍ଷା କରିବା।
16 Vou saciá-lo com longevidade e lhe mostrarei a minha salvação.”

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 91, comparar traduções ou montar um estudo — tudo direto pelo WhatsApp.