Salmos 93

Oriya Bible (GL_ORIYA) vs NVT

Sair da comparação
NVT Nova Versão Transformadora
1 ସଦାପ୍ରଭୁ ରାଜା ଅଟନ୍ତି। ସେ ମହିମା ଓ ଶକ୍ତି ରୂପକ ବସ୍ତ୍ର ପରିଧାନ କରନ୍ତି। ସେ ନିଜ କଟିରେ ସମଗ୍ର ବିଶା୍ବସକୁ ଧରିଛନ୍ତି। ଏହା ୟପରେି ଟଳମଳ ହାଇେ ନ ୟାଏ।
1 O S enhor reina! Está vestido de majestade; sim, o S e armado de força. O mundo permanece firme e não será abalado.
2 ହେ ପରମେଶ୍ବର, ତୁମ୍ଭର ସିଂହାସନ ଅନନ୍ତକାଳରୁ ରହିଥିଲା, ତୁମ୍ଭେ ସର୍ବଦା ଜୀବିତ ଏବଂ ସର୍ବଦା ଶାସନ କରିବ।
2 Teu trono permanece desde os tempos antigos; tu existes desde a eternidade.
3 ସଦାପ୍ରଭୁ, ସମୁଦ୍ରସବୁ ଘଡ଼ଘଡ଼ି ଭଳି ଧ୍ବନି ବାହାର କଲେ। ସମୁଦ୍ରସବୁ ସମାନଙ୍କେର ଢ଼େଉ ଭାଙ୍ଗି ଗର୍ଜ୍ଜନ କଲେ।
3 As águas subiram, ó S enhor , as águas rugiram como trovão, as águas levantaram ondas impetuosas.
4 ଜଳରାଶିର ଧ୍ବନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା ଉର୍ଦ୍ଧ୍ବସ୍ଥ ସଦାପ୍ରଭୁ ବଳବାନ।
4 Mais poderoso que o estrondo dos mares, mais poderoso que as ondas que rebentam na praia, mais poderoso que tudo isso é o S
5 ହେ ସଦାପ୍ରଭୁ, ତୁମ୍ଭର ବ୍ଯବସ୍ଥା ସର୍ବଦା ରହିବ। ତୁମ୍ଭର ପବିତ୍ର ମନ୍ଦିର ଚିରସ୍ଥାଯୀ ରହିବ।
5 Teus preceitos soberanos não podem ser alterados; teu reino, S

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 93, comparar traduções ou montar um estudo — tudo direto pelo WhatsApp.