Salmos 96

Oriya Bible (GL_ORIYA) vs NAA

Sair da comparação
NAA Nova Almeida Atualizada 2017
1 ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଏକ ନୂତନ ଗୀତ ଗାଅ। ହେ ପୃଥିବୀବାସୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଗୀତ ଗାନ କର।
1 Cantem ao Senhor um cântico novo, cantem ao todas as terras.
2 ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଗାନକରି ତାହାଙ୍କ ନାମର ଧନ୍ଯବାଦ କର। ତାଙ୍କର ଶକ୍ତି ପରିତ୍ରାଣ ବିଷଯରେ, ପ୍ରତିଦିନ ସୁ-ସମାଚାର ଶୁଣାଅ।
2 Cantem ao Senhor , bendigam o seu nome; proclamem a sua salvação, dia após dia.
3 ଜାତିମାନଙ୍କୁ କୁହ ୟେ, ପରମେଶ୍ବର ଆଶ୍ଚର୍ୟ୍ଯଜନକ ଅଟନ୍ତି। ପରମେଶ୍ବରଙ୍କ ପ୍ରକୃତ ଆଶ୍ଚର୍ୟ୍ଯ କର୍ମମାନ ବିଷଯରେ ସନ୍ତାନଗଣଙ୍କୁ କୁହ।
3 Anunciem entre as nações a sua glória, entre todos os povos, as suas maravilhas.
4 ସଦାପ୍ରଭୁ ମହାନ୍ ଓ ଅତ୍ଯନ୍ତ ପ୍ରଶଂସନୀଯ। ସେ ସମସ୍ତ ଦବଗେଣଙ୍କ ଅପେକ୍ଷା ଭୟର ୟୋଗ୍ଯ।
4 Porque o Senhor é grande e digno de ser louvado, mais temível do que todos os deuses.
5 ଅନ୍ୟ ସମସ୍ତ ଗୋଷ୍ଠୀଯମାନଙ୍କର ଦବଗେଣ କବଳେ ପ୍ରତିମା, କିନ୍ତୁ ସଦାପ୍ରଭୁ ଏହି ଆକାଶର ସୃଷ୍ଟିକର୍ତ୍ତା।
5 Porque todos os deuses dos povos não passam de ídolos; o
6 ମହିମା ଏବଂ ସମ୍ମାନ ତାଙ୍କର ସମ୍ମୁଖରେ ଦୀପ୍ତି ପ୍ରକାଶ କରୁଛି। ଶକ୍ତି ଓ ଶୋଭା ତାହାଙ୍କ ମନ୍ଦିରରେ ବିଦ୍ଯମାନ।
6 Glória e majestade estão diante dele, força e formosura, no seu santuário.
7 ହେ ନାନାଦେଶୀଯ ଗୋଷ୍ଠୀବର୍ଗ, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର ଗୁଣ ଗାନ କର।
7 Deem ao Senhor , ó famílias dos povos, deem ao
8 ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ୟଥୋଚିତ ଗୌରବ ଗାନ କର, ୟାହା ସେ ପାଇବା ୟୋଗ୍ଯ ଏବଂ ତାଙ୍କର ପବିତ୍ର ମନ୍ଦିରକୁ ନବୈେଦ୍ଯ ନଇେ ଆସ।
8 Deem ao Senhor a glória devida ao seu nome; tragam ofertas e entrem nos seus átrios.
9 ସଦାପ୍ରଭୁଙ୍କର ପବିତ୍ର ମନ୍ଦିରରେ ତାଙ୍କର ଉପାସନା କର। ପୃଥିବୀବାସୀ ତାଙ୍କ ଆଗରେ ଥରନ୍ତି।
9 Adorem o Senhor na beleza da sua santidade; tremam diante dele, todas as terras.
10 ଏହା ଜାତିଗଣ ମଧ୍ୟରେ କୁହ, ସଦାପ୍ରଭୁ ହେଉଛନ୍ତି ରାଜା !ପୃଥିବୀ ସୁସ୍ଥିର ରହିବ। ପରମେଶ୍ବର ନ୍ଯାଯ ବିଚାର କରିବେ।
10 Digam entre as nações: “Reina o Ele firmou o mundo para que não se abale e julga os povos com justiça.
11 ଆକାଶ ଆନନ୍ଦିତ ହେଉ, ପୃଥିବୀ ଉଲ୍ଲାସ କରୁ। ସମୁଦ୍ର ଓ ତହିଁର ସବୁ ବସ୍ତୁ ଆନନ୍ଦରେ ଗର୍ଜ୍ଜନ କରୁ।
11 Alegrem-se os céus, e a terra exulte; ruja o mar e a sua plenitude.
12 ବନସ୍ଥ ବୃକ୍ଷ ସକଳ ଆନନ୍ଦରେ ଗାନ କରନ୍ତୁ।
12 Alegre-se o campo e tudo o que nele há; cantem de alegria todas as árvores do bosque,
13 ସଦାପ୍ରଭୁଙ୍କ ଆଗରେ ଉପସ୍ଥିତ ହୁଅ, କାରଣ ସେ ଆସୁଛନ୍ତି। ସେ ପୃଥିବୀରେ ବିଚାର କରିବାକୁ ଆସୁଛନ୍ତି। ସେ ଧର୍ମ ଓ ସତ୍ଯତାରେ ପୃଥିବୀକୁ ଶାସନ କରିବେ।
13 na presença do Senhor , porque vem, vem julgar a terra; julgará o mundo com justiça e os povos, de acordo com a sua fidelidade.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 96, comparar traduções ou montar um estudo — tudo direto pelo WhatsApp.