Salmos 98

Oriya Bible (GL_ORIYA) vs NVT

Sair da comparação
NVT Nova Versão Transformadora
1 ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଏକ ନୂତନ ସଙ୍ଗୀତ ଗାନ କର। କାରଣ ସେ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି !
1 Cantem ao S enhor um cântico novo, pois ele fez maravilhas; sua mão direita e seu braço santo conquistaram a vitória!
2 ତାଙ୍କର ପବିତ୍ର ଦକ୍ଷିଣ ହସ୍ତ ତାଙ୍କୁ ଆଉଥରେ ଗୌରବ ଆଣିଛ।
2 O S enhor anunciou seu poder de salvar e revelou sua justiça às nações.
3 ସଦାପ୍ରଭୁ ତାଙ୍କର ଦାସଗଣଙ୍କୁ ରକ୍ଷା କରିବା ପାଇଁ ତାଙ୍କର ଶକ୍ତିକୁ ଜଣାଇଛନ୍ତି। ଜାତି ଉଦ୍ଦେଶ୍ଯରେ, ସଦାପ୍ରଭୁ ତାଙ୍କର ଉତ୍ତମତା ଦଖାଇେଛନ୍ତି।
3 Lembrou-se de seu amor e fidelidade a Israel; os confins da terra viram a vitória de nosso Deus.
4 ଇଶ୍ରାୟେଲୀୟମାନଙ୍କ ପ୍ରତି ପରମେଶ୍ବରଙ୍କ ପ୍ରମେ ଓ ବିଶ୍ବସ୍ତତା, ତାଙ୍କର ଅନୁସରଣକାରୀମାନେ ମନେ ରଖିଛନ୍ତି। ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ବରଙ୍କ ରକ୍ଷା କରିବାର ଶକ୍ତି ଦେଖିଛନ୍ତି।
4 Aclamem ao S enhor todos os habitantes da terra; louvem-no em alta voz com alegres cânticos!
5 ହେ ପୃଥିବୀର ପ୍ରେତ୍ୟକକ ଲୋକ ସଦାପ୍ରଭୁଙ୍କର ଜଯଧ୍ବନି କର। ସ୍ତୁତି ଗାନ ଶୀଘ୍ର ଆରମ୍ଭ୍ କର।
5 Cantem louvores ao S enhor com a harpa, com a harpa e com cânticos harmoniosos,
6 ବୀଣା ସହିତ ସଦାପ୍ରଭୁଙ୍କର ପ୍ରଶଂସା ଗାନ କର, ବୀଣାର ମଧୁର ସଂଗୀତରେ ତାଙ୍କର ଗୁଣ ଗାନ କର।
6 com trombetas e ao som de cornetas; exultem e cantem diante do S
7 ବଂଶୀ ବଜାଅ ଓ ଶିଙ୍ଗା ଫୁଙ୍କ। ଆମ୍ଭମାନଙ୍କର ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦ ଧ୍ବନି କର।
7 Deem gritos de louvor o mar e tudo que nele há, e também a terra e todos os seres vivos.
8 ସମୁଦ୍ର ଜଗତ ଓ ତହିଁର ଜୀବ ସକଳ ସମସ୍ତେ ଗାନ କର।
8 Os rios batam palmas, e os montes cantem de alegria
9 ନଦନଦୀଗଣ କରତାଳି ଦିଅ !ପର୍ବତଗଣ ଏକ ସଙ୍ଗେ ଆନନ୍ଦ ଧ୍ବନି କର। [10] ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କର। କାରଣ ସେ ଜଗତର ବିଚାର କରିବା ପାଇଁ ଆସୁଛନ୍ତି। ସେ ପୃଥିବୀର ଲୋକମାନଙ୍କୁ ଧର୍ମ ରୂପେ ବିଚାର ଓ ନ୍ଯାଯ କରିବେ।
9 diante do S enhor , pois ele vem julgar a terra. Julgará o mundo com justiça e as nações, com imparcialidade.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Salmos 98, comparar traduções ou montar um estudo — tudo direto pelo WhatsApp.