Tiago 1

Oriya Bible (GL_ORIYA) vs NVI

Sair da comparação
NVI Nova Versão Internacional
1 ମୁଁ ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଜଣେ ସବେକ ଯାକୁବ, ସାରା ପୃଥିବୀ ରେ ବ୍ଯାପି ହାଇେ ରହିଥିବା ପ୍ରଭୁଙ୍କ ଲୋକମାନଙ୍କୁ ନମସ୍କାର ଜଣାଏ।
1 Tiago, servo de Deus e do Senhor Jesus Cristo, às doze tribos dispersas entre as nações: Saudações.
2 ମାେ ଭାଇ ଓ ଭଉଣୀମାନେ, ତୁମ୍ଭମାନେେ ଅନକେ ପ୍ରକାରର ଅସୁବିଧାର ସମ୍ମୁଖୀନ ହବେ। କିନ୍ତୁ ଏପରି ହେଲା ବେଳେ ତୁମ୍ଭମାନେେ ଅଧିକ ଖୁସି ହବୋ ଉଚିତ୍।
2 Meus irmãos, considerem motivo de grande alegria o fato de passarem por diversas provações,
3 କାରଣ ତୁମ୍ଭେ ଜାଣିଛ ଯେ, ଏହି ଅସୁବିଧାଗୁଡ଼ିକ ତୁମ୍ଭର ବିଶ୍ବାସକୁ ପରୀକ୍ଷା କରେ, ଓ ଏଗୁଡ଼ିକ ତୁମ୍ଭର ର୍ଧୈୟ୍ଯ ଜନ୍ମାଏ।
3 pois vocês sabem que a prova da sua fé produz perseverança.
4 ତୁମ୍ଭ କାମଗୁଡ଼ିକରେ ତୁମ୍ଭର ର୍ଧୈୟ୍ଯକୁ ସମ୍ପୂର୍ଣ୍ଣ ରୂପେ ପ୍ରକାଶିତ ହବୋକୁ ଦିଅ। ତବେେ ଯାଇ ତୁମ୍ଭେ ସିଦ୍ଧ ଓ ସମ୍ପୂର୍ଣ୍ଣ ହବେ। ତୁମ୍ଭର ପ୍ରେତ୍ୟକକ ଆବଶ୍ଯକ ବିଷୟ ତୁମ୍ଭେ ପାଇବ।
4 E a perseverança deve ter ação completa, a fim de que vocês sejam maduros e íntegros, sem lhes faltar coisa alguma.
5 କିନ୍ତୁ ତୁମ୍ଭ ଭିତରୁ ଯଦି କହେି ଜ୍ଞାନର ଆବଶ୍ଯକ କରେ, ତା ହେଲେ ତୁମ୍ଭେ ଏହା ପରମେଶ୍ବରଙ୍କୁ ମାଗିବା ଉଚିତ। ପରମେଶ୍ବର ଅତ୍ଯନ୍ତ ଦୟାଳୁ ଅଟନ୍ତି। ସେ ସମସ୍ତଙ୍କୁ ଜ୍ଞାନ ଦବୋ ରେ ଆନନ୍ଦ ଅନୁଭବ କରନ୍ତି। ଅତଏବ ପରମେଶ୍ବର ତୁମ୍ଭକୁ ଜ୍ଞାନ ଦବେେ।
5 Se algum de vocês tem falta de sabedoria, peça-a a Deus, que a todos dá livremente, de boa vontade; e lhe será concedida.
6 କିନ୍ତୁ ତୁମ୍ଭେ ଯେତବେେଳେ ପରମେଶ୍ବରଙ୍କୁ ମାଗିଥାଅ, ସେତବେେଳେ ତୁମ୍ଭକୁ ବିଶ୍ବାସ କରିବାକୁ ପଡ଼ିବ। ପରମେଶ୍ବରଙ୍କୁ ସନ୍ଦହେ କର ନାହିଁ। ସନ୍ଦହେୀ ଲୋକ ସମୁଦ୍ରର ଢ଼େଉ ଭଳି। ପବନ ଢ଼େଉକୁ ଉପରକୁ ଉଠାଏ ଓ ତଳକୁ ପକାଏ, ସନ୍ଦହେୀ ଲୋକ ସହେି ଢ଼େଉ ଭଳି।
6 Peça-a, porém, com fé, sem duvidar, pois aquele que duvida é semelhante à onda do mar, levada e agitada pelo vento.
7 ସନ୍ଦହେୀ ଲୋକ ଏକାଥରକେ ଦୁଇଟି କଥା ଭାବେ। ତେଣୁ ସେ କରୁଥିବା କୌଣସି ବିଷୟ ରେ ନିଷ୍ପତ୍ତି ନଇେପା ରେ ନାହିଁ।
7 Não pense tal homem que receberá coisa alguma do Senhor;
8 ସଭେଳି ଲୋକ ପ୍ରଭୁଙ୍କଠାରୁ କିଛି ପାଇବ ବୋଲି ଆଶା କରିବା ଉଚିତ ନୁହେଁ।
8 é alguém que tem mente dividida e é instável em tudo o que faz.
9 ଯଦି ଜଣେ ବିଶ୍ବାସୀ ଗରିବ ହାଇେଥାଏ, ତବେେ ପରମେଶ୍ବର ତାହାକୁ ଆତ୍ମିକ ଭାବେ ଧନୀ କରିଥିବାରୁ, ସେ ଗର୍ବ କରିବା ଉଚିତ।
9 O irmão de condição humilde deve orgulhar-se quando estiver em elevada posição.
10 ସହେିପରି ଜଣେ ଧନୀ ବିଶ୍ବାସୀ ଯେ ଆତ୍ମିକ ଭାବରେ ଗରିବ, ତାହା ପରମେଶ୍ବର ତାହାକୁ ଦଖାଇେ ଦଇେଥିବାରୁ, ସେ ଗର୍ବ କରିବା ଉଚିତ। ଧନୀଲୋକ ଜଣକ ଘାସର ଫୁଲ ଭଳି ଝଡ଼ିପଡ଼ି ମରିୟିବ।
10 E o rico deve orgulhar-se se passar a viver em condição humilde, porque passará como a flor do campo.
11 ସୂର୍ୟ୍ଯ ଉଦୟ ହାଇେ ଅଧିକ ଉତ୍ତପ୍ତ କରେ। ସୂର୍ୟ୍ଯର ଉତ୍ତାପ ଚାରା ଗଛଟିକୁ ଶୁଖଇେ ଦିଏ। ଫୁଲ ଝଡ଼ି ଯାଏ। ସହେି ଫୁଲ ଅତି ସୁନ୍ଦର ଥିଲା, କିନ୍ତୁ ଏବେ ତାହା ମୃତ ହେଲା। ଧନୀଲୋକର କଥା ମଧ୍ଯ ଠିକ୍ ସହେିଭଳି। ସେ ତାହାର ବ୍ଯବସାୟ ଲାଗି ଯୋଜନା କରୁଥିବା ବେଳେ ମରିୟିବ।
11 Pois o sol se levanta, traz o calor e seca a planta; cai então a sua flor, e é destruída a beleza da sua aparência. Da mesma forma o rico murchará em meio aos seus afazeres.
12 ଯେଉଁ ବ୍ଯକ୍ତି ପରୀକ୍ଷିତ ହାଇେ ଦୃଢ଼ ରହି ପା ରେ, ସେ ଖୁସି ହବୋ କଥା। କାରଣ, ସେ ତାହାର ବିଶ୍ବାସକୁ ଦୃଢ଼ ବୋଲି ପ୍ରମାଣିତ କରି ସାରିଲା ପରେ, ପରମେଶ୍ବର ତାହାକୁ ଅନନ୍ତ ଜୀବନର ପୁରସ୍କାର ଦବେେ। ପରମେଶ୍ବରଙ୍କୁ ପ୍ ରମେ କରୁଥିବା ସବୁ ଲୋକଙ୍କୁ ପରମେଶ୍ବର ଏହି ପ୍ରତିଜ୍ଞା ଦଇେଛନ୍ତି।
12 Feliz é o homem que persevera na provação, porque depois de aprovado receberá a coroa da vida que Deus prometeu aos que o amam.
13 ଯେତବେେଳେ ଜଣେ ବ୍ଯକ୍ତି ପରୀକ୍ଷିତ ହୁଏ, ସେ କହିବା ଉଚିତ ନୁହେଁ ଯେ, ପରମେଶ୍ବର ମାେତେ ପରୀକ୍ଷା କରୁଛନ୍ତି। କାରଣ ମନ୍ଦତା ପରମେଶ୍ବରଙ୍କୁ ପରୀକ୍ଷା କରିପା ରେ ନାହିଁ। ଏବଂ ପରମେଶ୍ବର ନିଜେ କାହାକୁ ପରୀକ୍ଷା କରନ୍ତି ନାହିଁ।
13 Quando alguém for tentado, jamais deverá dizer: "Estou sendo tentado por Deus". Pois Deus não pode ser tentado pelo mal, e a ninguém tenta.
14 ପ୍ରେତ୍ୟକକ ବ୍ଯକ୍ତି ତା'ର ନିଜର ମନ୍ଦ ପ୍ରବୃତ୍ତି ଯୋଗୁ ପରୀକ୍ଷିତ ହୁଏ। ତାହାର ମନ୍ଦ ଇଚ୍ଛା ତାହାକୁ ଭସାଇ ନିଏ ଓ ବାନ୍ଧି ରେଖ।
14 Cada um, porém, é tentado pela própria cobiça, sendo por esta arrastado e seduzido.
15 ଏହି ଇଚ୍ଛା ହିଁ ପାପକୁ ଜାତ କରେ। ଏହି ପାପ ବଢ଼ି ମୃତ୍ଯୁକୁ ଜନ୍ମ ଦିଏ।
15 Então a cobiça, tendo engravidado, dá à luz o pecado; e o pecado, após ter-se consumado, gera a morte.
16 ମାେ ଭାଇ ଓ ଭଉଣୀମାନେ ! ଏହି ବିଷୟ ରେ କୌଣସି ପ୍ରକାର ମୂର୍ଖାମୀ ରେ ପଡ଼ ନାହିଁ।
16 Meus amados irmãos, não se deixem enganar.
17 ପ୍ରେତ୍ୟକକ ଉତ୍ତମ ବିଷୟ ଓ ସିଦ୍ଧ ଦାନ ପରମେଶ୍ବରଙ୍କଠାରୁ ଆସିଥାଏ। ଯେଉଁ ପରମପିତା ଆକାଶସ୍ଥ ସମସ୍ତ ଜ୍ଯୋତିର୍ଗଣ ସୂର୍ୟ୍ଯ, ଚନ୍ଦ୍ର, ତାରାଙ୍କୁ ନିର୍ମାଣ କରିଛନ୍ତି, ତାହାଙ୍କଠାରୁ ଏହି ସମସ୍ତ ଉତ୍ତମ ଦାନ ଆ ସେ। ପରମେଶ୍ବର ପରିବର୍ତ୍ତନ ହୁଅନ୍ତି ନାହିଁ, ସେ ସର୍ବଦା ସମାନ ଅଟନ୍ତି।
17 Toda boa dádiva e todo dom perfeito vêm do alto, descendo do Pai das luzes, que não muda como sombras inconstantes.
18 ସତ୍ଯ ବାକ୍ଯ ଦ୍ବାରା ସେ ଆମ୍ଭକୁ ଜୀବନ ଦାନ ଦବୋ ନିମନ୍ତେ ସ୍ଥିର କଲେ। ତାହାଙ୍କ ସୃଷ୍ଟ ସମସ୍ତ ବସ୍ତୁ ମଧ୍ଯରୁ ଆମ୍ଭମାନଙ୍କୁ ସର୍ବାଧିକ ମହତ୍ବପୂର୍ଣ୍ଣ କରିବା ତାହାଙ୍କର ଇଚ୍ଛା ଥିଲା।
18 Por sua decisão ele nos gerou pela palavra da verdade, para que sejamos como que os primeiros frutos de tudo o que ele criou.
19 ମାେ ପ୍ରିୟ ଭାଇ ଓ ଭଉଣୀମାନେ, କହିବା ଅପେକ୍ଷା ଶୁଣିବା ରେ ବେଶି ଇଚ୍ଛୁକ ହୁଅ। ସଜହଜ ରେ ରାଗି ଯାଅ ନାହିଁ।
19 Meus amados irmãos, tenham isto em mente: Sejam todos prontos para ouvir, tardios para falar e tardios para irar-se,
20 କାରଣ ଜଣେ ମଣିଷର କୋରଧ ତାହାକୁ ପରମେଶ୍ବରଙ୍କ ଇଚ୍ଛାନୁମାଦେିତ ଧାର୍ମିକ ଜୀବନ କାଟିବାକୁ ସାହାୟ୍ଯ କରେ ନାହିଁ।
20 pois a ira do homem não produz a justiça de Deus.
21 ତେଣୁ ତୁମ୍ଭମାନଙ୍କ ଜୀବନରୁ ପ୍ରେତ୍ୟକକ ମନ୍ଦ ବିଷୟ ଓ ମନ୍ଦ କର୍ମକୁ କାଢ଼ି ପକାଅ। ତୁମ୍ଭର ହୃଦୟ ରେ ବୁଣା ଯାଇଥିବା ପରମେଶ୍ବରଙ୍କ ଶିକ୍ଷାଗୁଡ଼ିକୁ ନମ୍ରତାର ସହିତ ଗ୍ରହଣ କର। ଏହି ଶିକ୍ଷା ତୁମ୍ଭର ଆତ୍ମାକୁ ରକ୍ଷା କରିପାରିବ।
21 Portanto, livrem-se de toda impureza moral e da maldade que prevalece, e aceitem humildemente a palavra implantada em vocês, a qual é poderosa para salvá-los.
22 ପରମେଶ୍ବରଙ୍କ ଶିକ୍ଷାଗୁଡ଼ିକ ପାଳନ କର, କବଳେ ଯେ ଶୁଣିବ ତାହା ନୁହେଁ, କିନ୍ତୁ କାର୍ୟ୍ଯ ରେ ଦଖାଇବୋ ଦରକାର। କବଳେ ବସି ରହି ଶୁଣିବା ଦ୍ବାରା ତୁମ୍ଭେ ପ୍ରକୃତ ରେ ନିଜକୁ ଠକୁଛ।
22 Sejam praticantes da palavra, e não apenas ouvintes, enganando-se a si mesmos.
23 ଯଦି ଜଣେ ପରମେଶ୍ବରଙ୍କ ଶିକ୍ଷାକୁ କବଳେ ଶୁଣେ ଓ କିଛି କରେ ନାହିଁ, ସେ ଲୋକ ଦର୍ପଣ ରେ ନିଜ ମୁହଁ ଦେଖିଲା ଭଳି ଅଟେ।
23 Aquele que ouve a palavra, mas não a põe em prática, é semelhante a um homem que olha a sua face num espelho
24 ସେ ଦର୍ପଣ ରେ ନିଜକୁ ଦେଖେ ଓ ଦୂ ରଇେ ଚାଲିଯାଏ ଓ ଶୀଘ୍ର ଭୁଲିଯାଏ ଯେ, ସେ କିପରି ଦିଶୁଥିଲା।
24 e, depois de olhar para si mesmo, sai e logo esquece a sua aparência.
25 କିନ୍ତୁ ପ୍ରକୃତ ସୁଖୀ ଲୋକ ଯତ୍ନ ସହକା ରେ ପରମେଶ୍ବରଙ୍କ ସିଦ୍ଧ ବ୍ଯବସ୍ଥାକୁ ଅଧ୍ଯୟନ କରେ ଯାହା ମନୁଷ୍ଯମାନଙ୍କୁ ସ୍ବାଧୀନ କରିଥାଏ। ସେ ସର୍ବଦା ତାହା ଅଧ୍ଯୟନ କରୁଥାଏ। ସେ ପରମେଶ୍ବରଙ୍କ ଶିକ୍ଷାକୁ ଶୁଣେ ଓ ସହେି ଶୁଣିଥିବା ବିଷୟ ଭୁଲିଯାଏ ନାହିଁ। ତା'ପରେ ସେ ପରମେଶ୍ବରଙ୍କ ସହେି ଶିକ୍ଷାକୁ ପାଳନ କରେ। ଏପରି କରିବା ଦ୍ବାରା ସେ ସୁଖୀ ହୁଏ।
25 Mas o homem que observa atentamente a lei perfeita que traz a liberdade, e persevera na prática dessa lei, não esquecendo o que ouviu mas praticando-o, será feliz naquilo que fizer.
26 ଜଣେ ଲୋକ ଭାବିପା ରେ ଯେ, ସେ ନିଜେ ଜଣେ ଧାର୍ମିକ ଲୋକ ଅଟେ। କିନ୍ତୁ ଯେଉଁ ସବୁ କଥା କହିବା ଉଚିତ ନୁହେଁ, ତାହା କହିବା ଦ୍ବାରା ସେ ନିଜକୁ ଠକେ। ତେଣୁ ତା'ର 'ଧର୍ମର କିଛି ମୂଲ୍ଯ ରହେ ନାହିଁ।
26 Se alguém se considera religioso, mas não refreia a sua língua, engana-se a si mesmo. Sua religião não tem valor algum!
27 ପରମେଶ୍ବର ଯେଉଁ ଧର୍ମକୁ ଭଲ ପାଆନ୍ତି, ତାହା ହେଲା : ଅନାଥ, ବିଧବା ଓ ଅସହାୟ ଲୋକମାନଙ୍କର ଯତ୍ନ ନବୋ ଓ ନିଜକୁ ଏହି ସଂସାରର ମନ୍ଦ ପ୍ରଭାବରୁ ମୁକ୍ତ ରଖିବା। ଏହି ପ୍ରକାର ଧର୍ମକୁ ପରମେଶ୍ବର ସମ୍ପୂର୍ଣ୍ଣ ଶୁଦ୍ଧ ଓ ଉତ୍ତମ ବୋଲି ଗ୍ରହଣ କରନ୍ତି।
27 A religião que Deus, o nosso Pai aceita como pura e imaculada é esta: cuidar dos órfãos e das viúvas em suas dificuldades e não se deixar corromper pelo mundo.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Tiago 1, comparar traduções ou montar um estudo — tudo direto pelo WhatsApp.