Tiago 2
Oriya Bible (GL_ORIYA) vs VC
1 ମାେ ପ୍ରିୟ ଭାଇ ଓ ଭଉଣୀମାନେ, ଆମ୍ଭର ମହିମାମୟ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କୁ ତୁମ୍ଭମାନେେ ବିଶ୍ବାସ କର। ଅତଏବ କେତକେ ଲୋକଙ୍କୁ ଅନ୍ୟମାନଙ୍କ ତୁଳନା ରେ ଅଧିକ ମହତ୍ବପୂର୍ଣ୍ଣ ବୋଲି ଭାବ ନାହିଁ।
1 Meus irmãos, na vossa fé em nosso glorioso Senhor Jesus Cristo, guardai-vos de toda consideração de pessoas.
2 ମନକରେ, ଜଣେ ଲୋକ ଖୁବ୍ ଦାମିକା ସୁନ୍ଦର ଲୁଗାପଟା ଓ ସୁନା ମୁଦି ପିନ୍ଧି ତୁମ୍ଭର ସଭାକୁ ଆ ସେ ଓ ଅନ୍ୟ ଗରିବ ଲୋକ ଜଣେ ମଇଳା ପୁରୁଣା ଲୁଗା ପିନ୍ଧି ସତେିକି ବେଳେ ଆ ସେ।
2 Suponde que entre na vossa reunião um homem com anel de ouro e ricos trajes, e entre também um pobre com trajes gastos;
3 ତୁମ୍ଭେ ଦାମିକା ସୁନ୍ଦର ଲୁଗାପଟା ପିନ୍ଧିଥିବା ଲୋକକୁ ଡ଼ାକି ବିଶଷେ ଅଭ୍ଯର୍ଥନା ଜଣାଇ କହିଥାଅ : ଏହି ଭଲ ଆସନ ରେ ବସନ୍ତୁ। କିନ୍ତୁ ଗରିବ ଲୋକଟିକୁ କହିଥାଅ : ତୁମ୍ଭେ ସଠାେରେ ଠିଆ ହୁଅ ବା ମାେ ଗୋଡ଼ ପାଖର ଭୂଇଁ ରେ ବସ।
3 se atenderdes ao que está magnificamente trajado, e lhe disserdes: Senta-te aqui, neste lugar de honra, e disserdes ao pobre: Fica ali de pé, ou: Senta-te aqui junto ao estrado dos meus pés,
4 ତୁମ୍ଭେ ଏ କ'ଣ କରୁଛ ? ଏହାଦ୍ବାରା ତୁମ୍ଭେ କେତକେ ଲୋକଙ୍କୁ ଅନ୍ୟମାନଙ୍କ ତୁଳନା ରେ ଅଧିକ ମହତ୍ବ ପ୍ରଦାନ କରୁଛ ! ମନ୍ଦ ଅଭିପ୍ରାୟ ରଖି ତୁମ୍ଭେ ନିର୍ଣ୍ଣୟ କରୁଛ ଯେ, କେଉଁ ଲୋକଟି ଅଧିକ ଭଲ।
4 não é verdade que fazeis distinção entre vós, e que sois juízes de pensamentos iníquos?
5 ମାେ ପ୍ରିୟ ଭାଇ ଓ ଭଉଣୀମାନେ, ଶୁଣ ! ପରମେଶ୍ବର ବିଶ୍ବାସ ରେ ଧନୀ ହବୋ ପାଇଁ ପୃଥିବୀର ଗରିବ ଲୋକମାନଙ୍କୁ ବାଛିଛନ୍ତି। ଯେଉଁମାନେ ପରମେଶ୍ବରଙ୍କୁ ପ୍ ରମେ କରନ୍ତି, ସମାନଙ୍କେୁ ସେ ଯେଉଁ ରାଜ୍ଯ ଦବୋ ପାଇଁ ପ୍ରତିଜ୍ଞା କରିଥଇଲେ, ସେଥିପାଇଁ ସମାନଙ୍କେୁ ବାଛିଛନ୍ତି।
5 Ouvi, meus caríssimos irmãos: porventura não escolheu Deus os pobres deste mundo para que fossem ricos na fé e herdeiros do Reino prometido por Deus aos que o amam?
6 କିନ୍ତୁ ତୁମ୍ଭେ ଗରିବ ଲୋକଙ୍କୁ କୌଣସି ସମ୍ମାନ ଦେଉ ନାହଁ। ଏବଂ ତୁମ୍ଭେ ଜାଣିଛ ଯେ, ଧନୀ ଲୋକମାନେ ତୁମ୍ଭର ଜୀବନକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଛନ୍ତି ଓ ସହେିମାନେ ତୁମ୍ଭକୁ କଚରେୀକୁ ଟାଣି ନଇେ ଯାଆନ୍ତି।
6 Mas vós desprezastes o pobre! Não são porventura os ricos os que vos oprimem e vos arrastam aos tribunais?
7 ଏବଂ ଯେଉଁ ମହତ ନାମ ରେ ତୁମ୍ଭମାନେେ ନାମିତ ହାଇେଅଛ ଓ ଯେ ତୁମ୍ଭମାନଙ୍କୁ ଆପଣାର କରିଅଛନ୍ତି, ସମାନେେ ତାହାଙ୍କର ନିନ୍ଦା କରନ୍ତି।
7 Não blasfemam eles o belo nome que trazeis?
8 ଗୋଟିଏ ନିୟମ, ଅନ୍ୟ ସମସ୍ତ ନିୟମଗୁଡ଼ିକର ଉପରେ ଆଧିପତ୍ଯ କରେ। ଶାସ୍ତ୍ର ରେ ଏହି ରାଜକୀୟ ନିୟମଟି ମିଳେ : ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ଯ ପ୍ ରମେ କର।329 ଯଦି ତୁମ୍ଭେ ଏହି ନିୟମ ପାଳନ କରୁଛ, ତା' ହେଲେ ତୁମ୍ଭେ ଠିକ୍ କରୁଛ।
8 Se cumprirdes a lei régia da Escritura: Amarás o teu próximo como a ti mesmo {Lv 19,18}, sem dúvida fazeis bem.
9 କିନ୍ତୁ ଯଦି ତୁମ୍ଭେ ଜଣକୁ ଅନ୍ୟ ଜଣକ ତୁଳନା ରେ ଅଧିକ ମହତ୍ବ ଦେଉଛ, ତା' ହେଲେ ତୁମ୍ଭେ ପାପ କରୁଛ। ସହେି ରାଜକୀୟ ବ୍ଯବସ୍ଥା ପ୍ରମାଣିତ କରେ ଯେ, ତୁମ୍ଭେ ପରମେଶ୍ବରଙ୍କ ନିୟମ ଭଙ୍ଗ କରିବା ରେ ଦୋଷୀ ଅଟ।
9 Mas se vos deixais levar por distinção de pessoas, cometeis uma falta e sereis condenados pela lei como transgressores.
10 ଜଣେ ଲୋକ ହୁଏତ ପରମେଶ୍ବରଙ୍କ ସବୁ ବ୍ଯବସ୍ଥା ପାଳନ କରୁଥାଇପା ରେ, କିନ୍ତୁ ସେ ଯଦି ଗୋଟିଏ ଆଜ୍ଞାର ଅବାଧ୍ଯ ହୁଏ, ତା ହେଲେ ସେ ବ୍ଯବସ୍ଥାର ସମସ୍ତ ଆଜ୍ଞା ଭଙ୍ଗ କରିବା ଦୋଷ ରେ ଦୋଷୀ ହୁଏ।
10 Pois quem guardar os preceitos da lei, mas faltar em um só ponto, tornar-se-á culpado de toda ela.
11 ପରମେଶ୍ବର କହିଛନ୍ତି, ବ୍ଯଭିଚାରର ପାପ କର ନାହିଁ।330 ସହେି ପରମେଶ୍ବର ପୁନଃ କହିଛନ୍ତି, ହତ୍ଯା ହତ୍ଯା କର ନାହିଁ।331 ଅତଏବ, ତୁମ୍ଭେ ଯଦି ବ୍ଯଭିଚାର ପାପ କରି ନାହଁ କିନ୍ତୁ ଜଣକୁ ହତ୍ଯା କରିଛ, ତା ହେଲେ ପରମେଶ୍ବରଙ୍କ ବ୍ଯବସ୍ଥା ଭାଙ୍ଗିବା ଦୋଷ ରେ ଦୋଷୀ ହେଲ।
11 Porque aquele que disse: Não cometerás adultério, disse também: Não matarás {Ex 20,13s}. Se, pois, matares, embora não tenhas cometido adultério, tornas-te transgressor da lei.
12 ଲୋକମାନଙ୍କୁ ସ୍ବାଧୀନ କରୁଥିବା ବ୍ଯବସ୍ଥା ଦ୍ବାରା ତୁମ୍ଭର ବିଚାର ହବେ। ପ୍ରେତ୍ୟକକ କଥା କହିଲା ବେଳେ ଓ ପ୍ରେତ୍ୟକକ କାମ କଲା ବେଳେ, ତୁମ୍ଭେ ଏହି କଥା ମନେ ରଖିବା ଉଚିତ।
12 Falai, pois, de tal modo e de tal modo procedei, como se estivésseis para ser julgados pela lei da liberdade.
13 ତୁମ୍ଭେ ଅନ୍ୟମାନଙ୍କ ପ୍ରତି ନିଶ୍ଚୟ ଦୟା ଦଖାଇବୋ ଉଚିତ। ଯଦି ତୁମ୍ଭେ ଦୟା ନ ଦଖାଇବେ, ତା ହେଲେ ପରମେଶ୍ବର ବିଚାର କଲା ବେଳେ ତୁମ୍ଭ୍ ପ୍ରତି ମଧ୍ଯ ସେ ଦୟା ଦଖାଇବେେ ନାହିଁ। କିନ୍ତୁ ଅନ୍ୟମାନଙ୍କୁ ଦୟା ଦଖାଇେଥିବା ବ୍ଯକ୍ତି ତାହାର ବିଚାର ହେଲା ବେଳେ ନିର୍ଭୟ ରେ ଠିଆ ହବେ।
13 Haverá juízo sem misericórdia para aquele que não usou de misericórdia. A misericórdia triunfa sobre o julgamento.
14 ମାେ ଭାଇ ଓ ଭଉଣୀମାନେ !ଯଦି ଜଣେ କୁ ହେ, ଯେ, ସେ ଜଣେ ବିଶ୍ବାସୀ, କିନ୍ତୁ କିଛି କର୍ମ କରେ ନାହିଁ, ତା ହେଲେ ତାହାର ବିଶ୍ବାସ ମୂଲ୍ଯହୀନ। କ'ଣ ଏହି ଭଳି ବିଶ୍ବାସ ତାହାକୁ ରକ୍ଷା କରିପାରିବ ? ନା !
14 De que aproveitará, irmãos, a alguém dizer que tem fé, se não tiver obras? Acaso esta fé poderá salvá-lo?
15 ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ଜଣେ ଭାଇ ଓ ଭଉଣୀ, ପିନ୍ଧିବାକୁ ଲୁଗା ବା ଖାଇବାକୁ ଖାଦ୍ୟ ଆବଶ୍ଯକ କରିପା ରେ।
15 Se a um irmão ou a uma irmã faltarem roupas e o alimento cotidiano,
16 ଏବଂ ତୁମ୍ଭେ ତାହାକୁ କହୁଛ, ପରମେଶ୍ବର ତୁମ୍ଭ ସହିତ ଥାଆନ୍ତୁ ! ତୁମ୍ଭେ ଉଷ୍ମ ରୁହ ଓ ଖାଇବାକୁ ପ୍ରଚୁର ପାଅ। ତୁମ୍ଭେ ଏଗୁଡ଼ିକ ବିଷୟ ରେ ଖାଲି କହୁଛ, କିନ୍ତୁ ତାହାର ଆବଶ୍ଯକ ଥିବା ଜିନିଷ ତାହାକୁ ଦେଉ ନାହଁ। ଯଦି ତୁମ୍ଭେ ତାହାକୁ ସାହାୟ୍ଯ କରୁ ନାହଁ, ତାହାହେଲେ ତୁମ୍ଭର କଥାଗୁଡ଼ିକ ସମ୍ପୂର୍ଣ୍ଣ ମୂଲ୍ଯହୀନ ଅଟେ।
16 e algum de vós lhes disser: Ide em paz, aquecei-vos e fartai-vos, mas não lhes der o necessário para o corpo, de que lhes aproveitará?
17 ବିଶ୍ବାସ ବିଷୟ ରେ ମଧ୍ଯ ଠିକ୍ ସହେି କଥା ଅଟେ। ଯଦି ବିଶ୍ବାସ କିଛି କାର୍ୟ୍ଯ ଉତ୍ପନ୍ନ ନ କରେ, ତବେେ ସେ ବିଶ୍ବାସ ମୃତ ଅଟେ।
17 Assim também a fé: se não tiver obras, é morta em si mesma.
18 ଜଣେ ଲୋକ କହିପା ରେ, ତୁମ୍ଭ ପାଖ ରେ ବିଶ୍ବାସ ଅଛି, ପୁଣି ମାେ ପାଖ ରେ କର୍ମ ଅଛି। ତୁମ୍ଭେ କର୍ମବିନା ତୁମ୍ଭର ବିଶ୍ବାସ ମାେତେ ଦଖାେଅ, ଆଉ ମୁଁ ମାେ କର୍ମଗୁଡ଼ିକ ଦ୍ବାରା ମାେ ବିଶ୍ବାସ ତୁମ୍ଭକୁ ଦଖାଇବେି।
18 Mas alguém dirá: Tu tens fé, e eu tenho obras. Mostra-me a tua fé sem obras e eu te mostrarei a minha fé pelas minhas obras.
19 ତୁମ୍ଭେ ବିଶ୍ବାସ କର ଯେ, କବଳେ ଜଣେ ପରମେଶ୍ବର ଅଛନ୍ତି ; ଭଲ କଥା କିନ୍ତୁ ଭୂତମାନେ ମଧ୍ଯ ଏହା ବିଶ୍ବାସ କରନ୍ତି ଓ ଭୟ ରେ ଥରହର ହୁଅନ୍ତି।
19 Crês que há um só Deus. Fazes bem. Também os demônios crêem e tremem.
20 ହେ ମୂର୍ଖ ଲୋକ ! କର୍ମଗୁଡ଼ିକ ବିନା ବିଶ୍ବାସ ଯେ ମୂଲ୍ଯହୀନ ଅଟେ, ଏହାର ପ୍ରମାଣ କ'ଣ ତୁମ୍ଭେ ଦେଖିବାକୁ ଚାହୁଁଛ ?
20 Queres ver, ó homem vão, como a fé sem obras é estéril?
21 ଅବ୍ରହାମ ଆମ୍ଭର ପିତା। ସେ ନିଜର କର୍ମଗୁଡ଼ିକ ଦ୍ବାରା ପରମେଶ୍ବରଙ୍କ ନିକଟରେ ଧାର୍ମିକ ଭାବେ ଗଣାଗଲେ। ସେ ବଦେୀ ଉପରେ ନିଜ ପୁତ୍ର ଇସ୍ହାକଙ୍କୁ ବଳି ରୂପରେ ପରମେଶ୍ବରଙ୍କଠା ରେ ଉତ୍ସର୍ଗ କଲେ।
21 Abraão, nosso pai, não foi justificado pelas obras, oferecendo o seu filho Isaac sobre o altar?
22 ଅତଏବ ତୁମ୍ଭେ ଦେଖ ଯେ, ଅବ୍ରହାମଙ୍କର ବିଶ୍ବାସ ଓ କର୍ମ ଏକା ସାଙ୍ଗ ରେ କାମ କରୁଥିଲା। ତାହାଙ୍କ କାମ ଦ୍ବାରା ହିଁ ତାହାଙ୍କର ବିଶ୍ବାସ ସିଦ୍ଧ ହେଲା।
22 Vês como a fé cooperava com as suas obras e era completada por elas.
23 ଏହାଦ୍ବାରା ଶାସ୍ତ୍ରର ସମ୍ପୂର୍ଣ୍ଣ ଅର୍ଥ ପ୍ରକାଶିତ ହୁଏ ଯେ : ଅବ୍ରହାମ ପରମେଶ୍ବରଙ୍କୁ ବିଶ୍ବାସ କଲେ। ଓ ପରମେଶ୍ବର ଅବ୍ରହାମଙ୍କ ବିଶ୍ବାସକୁ ଗ୍ରହଣ କଲେ। ସହେି ବିଶ୍ବାସ ଅବ୍ରହାମଙ୍କୁ ପରମେଶ୍ବରଙ୍କ ନିକଟରେ ଧାର୍ମିକ କଲା।332 ପରମେଶ୍ବରଙ୍କ ମିତ୍ର333 ବୋଲି ଅବ୍ରହାମ ଡ଼କାଗଲେ।
23 Assim se cumpriu a Escritura, que diz: Abraão creu em Deus e isto lhe foi tido em conta de justiça, e foi chamado amigo de Deus {Gn 15,6}.
24 ଅତଏବ ତୁମ୍ଭେ ଦେଖ ଯେ, କର୍ମ ଦ୍ବାରା ଜଣେ ଲୋକ ପରମେଶ୍ବରଙ୍କ ନିକଟରେ ଧାର୍ମିକ ହାଇପୋରୁଛି। ସେ କବଳେ ବିଶ୍ବାସ ଦ୍ବାରା ଧାର୍ମିକ ହାଇପୋରିବ ନାହିଁ।
24 Vedes como o homem é justificado pelas obras e não somente pela fé?
25 ଆଉ ଗୋଟିଏ ଉଦାହରଣ ହେଉଛି, ରାହାବ। ସେ ଜଣେ ବେଶ୍ଯା ଥିଲା। କିନ୍ତୁ ସେ ନିଜ କର୍ମଗୁଡ଼ିକ କାରଣରୁ ପରମେଶ୍ବରଙ୍କ ନିକଟରେ ଧାର୍ମିକା ହେଲା। ସେ ପରମେଶ୍ବରଙ୍କ ଗୁପ୍ତଚରମାନଙ୍କୁ ସାହାୟ୍ଯ କଲା ଓ ସମାନଙ୍କେୁ ନିଜ ଘ ରେ ସ୍ବାଗତ କଲା ଓ ଅନ୍ୟ ବାଟଦଇେ ସମାନଙ୍କେୁ ପଳାୟନ କରିବା ରେ ସାହାୟ୍ଯ କଲା।
25 Do mesmo modo Raab, a meretriz, não foi ela justificada pelas obras, por ter recebido os mensageiros e os ter feito sair por outro caminho?
26 ଆତ୍ମା ନ ଥିଲେ ଜଣେ ମନୁଷ୍ଯର ଶରୀରଟି ମୃତ ହାଇଯୋଏ। ସହେିପରି ବିଶ୍ବାସ ବିଷୟ ରେ ମଧ୍ଯ ଏହି କଥାଟି ସତ। କର୍ମ ନ ଥିଲେ ବିଶ୍ବାସ ମୃତ ଅଟେ।
26 Assim como o corpo sem a alma é morto, assim também a fé sem obras é morta.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Tiago 2, comparar traduções ou montar um estudo — tudo direto pelo WhatsApp.