Tiago 3
Oriya Bible (GL_ORIYA) vs VC
1 ମାେ ଭାଇ ଓ ଭଉଣୀମାନେ ! ତୁମ୍ଭମାନଙ୍କ ଭିତରୁ ଅନକେ ଶିକ୍ଷକ ହବୋ ଉଚିତ ନୁହେଁ। କାରଣ ତୁମ୍ଭେ ଜାଣ ଯେ, ଆମ୍ଭେ ଶିକ୍ଷକମାନେ, ଅନ୍ୟ ଲୋକମାନଙ୍କ ଅପେକ୍ଷା ଅଧିକ କଠାେର ଭାବରେ ବିଚାରିତ ହବେୁ।
1 Meus irmãos, não haja muitos entre vós a se arvorar em mestres; sabeis que seremos julgados mais severamente,
2 ଆମ୍ଭେ ସମସ୍ତେ ଅନକେ ଭୁଲ କରୁ। ଯଦି ଜଣେ ଲୋକ କୌଣସି ଭୁଲ କଥା କହି ନାହିଁ, ତା ହେଲେ ସେ ଜଣେ ସିଦ୍ଧ ମଣିଷ ଅଟେ। ସେ ନିଜ ସମସ୍ତ ଶରୀରକୁ ମଧ୍ଯ ସଂୟତ କରିପାରିବ।
2 porque todos nós caímos em muitos pontos. Se alguém não cair por palavra, este é um homem perfeito, capaz de refrear todo o seu corpo.
3 ଘୋଡ଼ାମାନଙ୍କୁ ନିଜ ବଶ ରେ ରଖିବା ପାଇଁ ସମାନଙ୍କେ ମୁହଁ ରେ ଆମ୍ଭେ ଲଗାମ ଲଗାଇଥାଉ। ଆମ୍ଭେ ଏହିପରି ଭାବରେ ସମାନଙ୍କେର ସମ୍ପୂର୍ଣ୍ଣ ଶରୀରକୁ ବଶୀଭୂତ କରିଥାଉ।
3 Quando pomos o freio na boca dos cavalos, para que nos obedeçam, governamos também todo o seu corpo.
4 ସମୁଦ୍ରର ଜାହାଜ କ୍ଷେତ୍ର ରେ ମଧ୍ଯ ସହେିପରି ହାଇେଥାଏ। ଜାହାଜଟି ଆକାର ରେ ବହୁତ ବଡ଼ ଓ ଏହା ପ୍ରବଳ ପବନ ଦ୍ବାରା ଚାଳିତ ହାଇେଥାଏ। କିନ୍ତୁ େଛାଟ ମଙ୍ଗଟି ସହେି ବଡ଼ ଜାହାଜଟିକୁ ନିୟନ୍ତ୍ରିତ କରିଥାଏ। ଯେଉଁ ଲୋକ ଏହି ୟନ୍ତ୍ରଟିକୁ ଚାଳନା କରେ, ସେ ସ୍ଥିର କରେ ଯେ, ଜାହାଜଟି କେଉଁଠାକୁ ୟିବ। ସେ ଲୋକ ଯେଉଁଠାକୁ ଚା ହେଁ, ଜାହାଜଟି ସଠାେକୁ ଯାଏ। ଆମ୍ଭ ଜିହ୍ବା ନିମନ୍ତେ ମଧ୍ଯ ଏହି ବିଷୟ ସମାନ ଅଟେ।
4 Vede também os navios: por grandes que sejam e embora agitados por ventos impetuosos, são governados com um pequeno leme à vontade do piloto.
5 ଜିହ୍ବାଟି ଶରୀରର ଏକ ଅତି କ୍ଷୁଦ୍ର ଅଙ୍ଗ, କିନ୍ତୁ ଏହା ଅତ୍ଯଧିକ ମାତ୍ରା ରେ ଗର୍ବ କରିଥାଏ।
5 Assim também a língua é um pequeno membro, mas pode gloriar-se de grandes coisas. Considerai como uma pequena chama pode incendiar uma grande floresta!
6 ଜିହ୍ବା ହେଉଛି ଏକ େଛାଟ ଅଗ୍ନିଶିଖା ଭଳି। ଯେଉଁ େଛାଟ ଅଗ୍ନି ଶିଖାଟି ଗୋଟିଏ ବଡ଼ ଜଙ୍ଗଲ ରେ ନିଆଁ ଲଗଇେ ଦଇପୋରିବ। ଆମ୍ଭ ଶରୀରର ଅଙ୍ଗଗୁଡ଼ିକ ଭିତ ରେ ଜିହ୍ବା ହେଉଛି ସବୁଠାରୁ ମନ୍ଦ। କିପରି ? ଜିହ୍ବା ଆମ୍ଭ ଶରୀର ମାଧ୍ଯମ ରେ ନିଜର ମନ୍ଦତା ପ୍ରସାର କରେ। ଏହା ଏପରି ଅଗ୍ନି ସୃଷ୍ଟି କରେ ଯେ, ତାହା ସମଗ୍ର ଜୀବନକୁ ପ୍ରଭାବିତ କରେ।
6 Também a língua é um fogo, um mundo de iniqüidade. A língua está entre os nossos membros e contamina todo o corpo; e sendo inflamada pelo inferno, incendeia o curso da nossa vida.
7 ଜିହ୍ବା ଏହି ଅଗ୍ନିକୁ ନରକରୁ ପାଇଥାଏ। ମଣିଷ ପ୍ରେତ୍ୟକକ ପ୍ରକାର ହିଂସ୍ର ପଶୁ, ପକ୍ଷୀ, ସରୀସୃପ ଓ ମାଛକୁ ବଶବର୍ତ୍ତୀ କରିପା ରେ ଓ କରିଛି ମଧ୍ଯ।
7 Todas as espécies de feras selvagens, de aves, de répteis e de peixes do mar se domam e têm sido domadas pela espécie humana.
8 କିନ୍ତୁ କୌଣସି ମଣିଷ ଜିହ୍ବାକୁ ବଶୀଭୂତ କରିପାରି ନାହିଁ। ଏହା ଅତି ଦୁର୍ଦ୍ଦାନ୍ତ ଓ ମନ୍ଦ ଅଟେ। ଏହା ଏକ ବିଷୟୁକ୍ତ ଘାତକ ଅଟେ।
8 A língua, porém, nenhum homem a pode domar. É um mal irrequieto, cheia de veneno mortífero.
9 ଏହି ଜିହ୍ବା ଦ୍ବାରା ଆମ୍ଭେ ଆମ୍ଭ ପ୍ରଭୁ ଓ ପିତାଙ୍କ ଗୁଣଗାନ କରୁ, କିନ୍ତୁ ତାପରେ ପରମେଶ୍ବର ଯେଉଁ ଲୋକମାନଙ୍କୁ ନିଜ ସାଦୃଶ୍ଯ ରେ ତିଆରି କରିଛନ୍ତି, ସହେି ଲୋକମାନଙ୍କୁ ଅଭିଶାପ ଦେଉ।
9 Com ela bendizemos o Senhor, nosso Pai, e com ela amaldiçoamos os homens, feitos à semelhança de Deus.
10 ଗୁଣଗାନ ଓ ଅଭିଶାପ ସହେି ଗୋଟିଏ ମୁହଁରୁ ବାହା ରେ ! ମାେ ଭାଇ ଓ ଭଉଣୀମାନେ, ଏଭଳି ହବୋ ଉଚିତ ନୁହେଁ।
10 De uma mesma boca procede a bênção e a maldição. Não convém, meus irmãos, que seja assim.
11 ଗୋଟିଏ ସମାନ ଝରଣାରୁ ଉଭୟ ଭଲ ଓ ମନ୍ଦ ପାଣି କ'ଣ ଝରି ଆସିପା ରେ ? ନା !
11 Porventura lança uma fonte por uma mesma bica água doce e água amargosa?
12 ମାେ ଭାଇ ଓ ଭଉଣୀମାନେ, ଡ଼ିମ୍ବିରି ଗଛ ରେ କ'ଣ ଜିତ ଫଳ ଫଳେ ? ନା ! ଦ୍ରାକ୍ଷାଲତା କ'ଣ ଡ଼ିମ୍ବିରି ଉତ୍ପନ୍ନ କରିପା ରେ ? ନା ! ଗୋଟିଏ ଲୁଣିଆ ପାଣିର କୂଅ କବେେ ମିଠା ପାଣି ଦଇପୋ ରେ ନାହିଁ।
12 Acaso, meus irmãos, pode a figueira dar azeitonas ou a videira dar figos? Do mesmo modo a fonte de água salobra não pode dar água doce.
13 ତୁମ୍ଭମାନଙ୍କ ଭିତ ରେ ପ୍ରକୃତ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି ? ତା ହେଲେ ସେ ଧାର୍ମିକ ଜୀବନଯାପନ କରି ନିଜର ବିଜ୍ଞତା ଦଖାେଉ। ସେ ନମ୍ର ଭାବରେ ଭଲ କାମ କରିବା ଉଚିତ। ଜ୍ଞାନୀ ଲୋକ ଗର୍ବ କରେ ନାହିଁ।
13 Quem dentre vós é sábio e inteligente? Mostre com um bom proceder as suas obras repassadas de doçura e de sabedoria.
14 ଯଦି ତୁମ୍ଭେ ନିହାତି ସ୍ବାର୍ଥପର ଓ ତୁମ୍ଭ୍ ହୃଦୟ ରେ ଈର୍ଷାଭାବ ଅଛି, ତା' ହେଲେ ତୁମ୍ଭର ଗର୍ବ କରିବା ପାଇଁ କିଛି କାରଣ ନାହିଁ। ତୁମ୍ଭର ଅହଂକାର କବଳେ ମିଛ, ଏବଂ ତାହା ସତ୍ଯକୁ ଘାଡ଼ୋଇ ଦିଏ।
14 Mas, se tendes no coração um ciúme amargo e gosto pelas contendas, não vos glorieis, nem mintais contra a verdade.
15 ଏହିପ୍ରକାର ଜ୍ଞାନ ପରମେଶ୍ବରଙ୍କଠାରୁ ଆ ସେ ନାହିଁ। ମାତ୍ର ଏହି ଜ୍ଞାନ ସଂସାରରୁ ଆ ସେ। ଏହା ଆତ୍ମିକ ନୁହେଁ। ଏହା ଶୟତାନଠାରୁ ଆସିଛି।
15 Esta não é a sabedoria que vem do alto, mas é uma sabedoria terrena, humana, diabólica.
16 ଯେଉଁଠା ରେ ଈର୍ଷାଭାବ ଓ ସ୍ବାର୍ଥପର ମନୋଭାବ ଅଛି, ସହେିଠା ରେ ସମସ୍ତ ପ୍ରକାର ବିଶୃଙ୍ଖଳା ଓ ସମସ୍ତ ପ୍ରକାରର ମନ୍ଦତା ଦଖାଯାେଏ।
16 Onde houver ciúme e contenda, ali há também perturbação e toda espécie de vícios.
17 କିନ୍ତୁ ପରମେଶ୍ବରଙ୍କଠାରୁ ଆସିଥିବା ଜ୍ଞାନ ଏହିପରି : ପ୍ରଥମ ରେ ଏହା ପବିତ୍ର, ଶାନ୍ତିପୂର୍ଣ୍ଣ, ଭଦ୍ର ଓ ପ୍ରସନ୍ନ ଅଟେ। ଯେଉଁମାନେ ଅସୁବିଧା ବା କଷ୍ଟ ରେ ପଡ଼ିଛନ୍ତି, ଏହି ଜ୍ଞାନ ସମାନଙ୍କେୁ ସାହାୟ୍ଯ କରିବା ପାଇଁ ସର୍ବଦା ପ୍ରସ୍ତୁତ ଥାଏ ଓ ଏହା ଅନ୍ୟମାନଙ୍କର ମଙ୍ଗଳ କରେ। ଏହି ଜ୍ଞାନ ସର୍ବଦା ନିରପେକ୍ଷ ଓ ନିଷ୍ଠାପର ଅଟେ।
17 A sabedoria, porém, que vem de cima, é primeiramente pura, depois pacífica, condescendente, conciliadora, cheia de misericórdia e de bons frutos, sem parcialidade, nem fingimento.
18 ଯେଉଁ ଲୋକମାନେ ଶାନ୍ତିପୂର୍ଣ୍ଣ ଭାବରେ ଶାନ୍ତି ପାଇଁ କାମ କରନ୍ତି, ସମାନେେ ଧାର୍ମିକ ଜୀବନଯାପନ ଦ୍ବାରା ସେଥିରୁ ଉତ୍ପନ୍ନ ଉତ୍ତମ ବିଷୟମାନ ପାଆନ୍ତି।
18 O fruto da justiça semeia-se na paz para aqueles que praticam a paz.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Tiago 3, comparar traduções ou montar um estudo — tudo direto pelo WhatsApp.