Tiago 4
Oriya Bible (GL_ORIYA) vs ACF
1 ପରମେଶ୍ବରଙ୍କଠା ରେ ସମର୍ପିତ ହୁଅ ତୁମ୍ଭେ କ'ଣ ଜାଣିଛ କି ତୁମ୍ଭମାନଙ୍କ ଭିତ ରେ ଝଗଡ଼ା ଓ ୟୁକ୍ତିତର୍କ କାହିଁକି ହୁଏ ? ତୁମ୍ଭର ଝଗଡ଼ା ଓ ୟୁକ୍ତିତର୍କ ସ୍ବାର୍ଥପର ଇଚ୍ଛାରୁ ଆ ସେ ଓ ତୁମ୍ଭ୍ ମଧିଅରେ ବିବାଦ ସୃଷ୍ଟି କରିଥାଏ ?
1 De onde vêm as guerras e pelejas entre vós? Porventura não vêm disto, a saber, dos vossos deleites, que nos vossos membros guerreiam?
2 ତୁମ୍ଭମାନେେ ଅନକେ ବିଷୟ ଇଚ୍ଛା କର, କିନ୍ତୁ ପାଅ ନାହିଁ। ତେଣୁ ତୁମ୍ଭେ ଅନ୍ୟ ଲୋକମାନଙ୍କ ପ୍ରତି ଈର୍ଷାନ୍ବିତ ହାଇେ ସମାନଙ୍କେୁ ହତ୍ଯା କରିଥାଅ। ତଥାପି ତୁମ୍ଭେ ଇଚ୍ଛା କରୁଥିବା ବିଷୟଗୁଡ଼ିକ ପାଇ ପାର ନାହିଁ। ସେଥିପାଇଁ ତୁମ୍ଭେ ତର୍କବିତର୍କ କରିଥାଅ ଓ ବିବାଦ କରିଥାଅ। ଯେ ହତେୁ ତୁମ୍ଭେ ପରମେଶ୍ବରଙ୍କୁ ତୁମ୍ଭର ଦରକାରୀ ବିଷୟଗୁଡ଼ିକ ମାଗି ନ ଥାଅ, ତେଣୁ ତୁମ୍ଭମାନେେ ସଗେୁଡ଼ିକ ପାଇ ନ ଥାଅ।
2 Cobiçais, e nada tendes; matais, e sois invejosos, e nada podeis alcançar; combateis e guerreais, e nada tendes, porque não pedis.
3 ବା ଯେତବେେଳେ ତୁମ୍ଭେ ମାଗ, ତାହା ପାଅ ନାହିଁ। କାହିଁକି ? କାରଣ ଯେଉଁ କାରଣରୁ ତୁମ୍ଭେ ମାଗ, ତାହା ଭୁଲ ଥାଏ। ତୁମ୍ଭେ ନିଜର ଅଭିଳାଷ ପାଇଁ ଯେପରି ସଗେୁଡ଼ିକୁ ବ୍ଯବହାର କରିପାର, ସେଥିପାଇଁ ସହେିସବୁ ମାଗିଥାଅ।
3 Pedis, e não recebeis, porque pedis mal, para o gastardes em vossos deleites.
4 ଏହାଦ୍ବାରା ତୁମ୍ଭମାନେେ ପରମେଶ୍ବରଙ୍କ ନିକଟରେ ବିଶ୍ବସ୍ତ ନୁହଁ। ତୁମ୍ଭେ ଜାଣି ରଖିବା ଉଚିତ ଯେ, ଜଗତକୁ ଭଲ ପାଇବା ଓ ପରମେଶ୍ବରଙ୍କୁ ଘୃଣା କରିବା ବିଷୟ ସମାନ। ଅତଏବ ଯଦି କହେି ଏହି ସଂସାରର ଅଂଶୀ ହବୋ ପାଇଁ ଇଚ୍ଛା କରେ, ତବେେ ସେ ନିଜକୁ ପରମେଶ୍ବରଙ୍କୁ ଶତ୍ରୁ କରି ପକାଏ।
4 Adúlteros e adúlteras, não sabeis vós que a amizade do mundo é inimizade contra Deus? Portanto, qualquer que quiser ser amigo do mundo constitui-se inimigo de Deus.
5 ତୁମ୍ଭେ କ'ଣ ଭାବୁଛ କି ଶାସ୍ତ୍ରର ଅର୍ଥ କିଛି ନାହିଁ ? ଶାସ୍ତ୍ର କୁ ହେ : ପରମେଶ୍ବର ଆମ୍ଭ ମଧିଅରେ ବାସ କରିବା ପାଇଁ ଯେଉଁ ଆତ୍ମାଙ୍କୁ ଦଇେଛନ୍ତି, ସେ ଆମ୍ଭକୁ ସମ୍ପୂର୍ଣ୍ଣରୂପେ ଅଧିକାର କରିବା ନିମନ୍ତେ ଚାହାଁନ୍ତି।334
5 Ou cuidais vós que em vão diz a Escritura: O Espírito que em nós habita tem ciúmes?
6 କିନ୍ତୁ ପରମେଶ୍ବର ଆମ୍ଭକୁ ଦଇେଥିବା ଅନୁଗ୍ରହ ଅତି ମହାନ ଅଟେ। ଯେପରି ଶାସ୍ତ୍ର କୁ ହେ : ପରମେଶ୍ବର ଅହଂକାରୀ ଲୋକମାନଙ୍କର ବିରୋଧୀ, କିନ୍ତୁ ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।335
6 Antes, ele dá maior graça. Portanto diz: Deus resiste aos soberbos, mas dá graça aos humildes.
7 ଅତଏବ ନିଜକୁ ପରମେଶ୍ବରଙ୍କଠା ରେ ସମର୍ପିତ କର। ଶୟତାନକୁ ବାଧା ଦିଅ, ତା ହେଲେ ସେ ତୁମ୍ଭଠାରୁ ଦୂ ରଇେ ୟିବ।
7 Sujeitai-vos, pois, a Deus, resisti ao diabo, e ele fugirá de vós.
8 ପରମେଶ୍ବରଙ୍କ ନିକଟକୁ ଆସ, ତବେେ ସେ ମଧ୍ଯ ତୁମ୍ଭମାନଙ୍କ ନିକଟକୁ ଆସିବେ। ତୁମ୍ଭମାନେେ ପାପୀ ଅଟ। ଅତଏବ ତୁମ୍ଭମାନଙ୍କ ଜୀବନରୁ ପାପକୁ ପରିଷ୍କାର କର। ତୁମ୍ଭେ ଏକା ସମୟରେ ପରମେଶ୍ବର ଓ ସଂସାର, ଉଭୟର ଅନୁସରଣ କରିବାକୁ ଚେଷ୍ଟା କରୁଛ। ତୁମ୍ଭର ଚିନ୍ତାଧାରାକୁ ପବିତ୍ର କର।
8 Chegai-vos a Deus, e ele se chegará a vós. Alimpai as mãos, pecadores; e, vós de duplo ânimo, purificai os corações.
9 ଦୁଃଖି ହୁଅ, ଦୁଃଖ ପ୍ରକାଶ କର ଓ କ୍ରନ୍ଦନ କର ! ତୁମ୍ଭର ହାସ୍ଯକୁ କ୍ରନ୍ଦନ ରେ ବଦଳାଇ ଦିଅ। ତୁମ୍ଭର ପ୍ରଫୁଲତାକୁ ଦୁଃଖ ରେ ବଦଳାଅ।
9 Senti as vossas misérias, e lamentai e chorai; converta-se o vosso riso em pranto, e o vosso gozo em tristeza.
10 ପ୍ରଭୁଙ୍କ ଆଗ ରେ ନମ୍ର ହୁଅ ଓ ସେ ତୁମ୍ଭକୁ ମହାନ୍ କରିବେ।
10 Humilhai-vos perante o Senhor, e ele vos exaltará.
11 ଭାଇ ଓ ଭଉଣୀମାନେ ! ପରସ୍ପର ବିରୁଦ୍ଧ ରେ କିଛି କୁହ ନାହଁ। ତୁମ୍ଭେ ଯଦି ଖ୍ରୀଷ୍ଟଙ୍କଠା ରେ ଥିବା ତୁମ୍ଭର କୌଣସି ଭାଇର ସମାଲୋଚନା କରୁଛ ବା ବିଚାର କରୁଛ ; ତା ହେଲେ ସେ ଯେଉଁ ବ୍ଯବସ୍ଥା ପାଳନ କରୁଛି, ତୁମ୍ଭେ ତା'ର ସମାଲୋଚନା କରୁଛ। ଯଦି ତୁମ୍ଭେ ଖ୍ରୀଷ୍ଟ ରେ ଥିବା ଜଣେ ଭାଇର ବିଚାର କର, ତବେେ ତୁମ୍ଭେ ପ୍ରକୃତ ରେ ସେ ପାଳନ କରୁଥିବା ବ୍ଯବସ୍ଥାର ବିଚାର କରୁଛ। ଏବଂ ତୁମ୍ଭେ ଯଦି ବ୍ଯବସ୍ଥାର ବିଚାର କରୁଛ, ତବେେ ତୁମ୍ଭେ ବ୍ଯବସ୍ଥାର ପାଳନ କରୁ ନାହଁ। ତୁମ୍ଭେ ନିଜେ ତାହାର ବିଚାରପତି ହାଇଗେଲ।
11 Irmãos, não faleis mal uns dos outros. Quem fala mal de um irmão, e julga a seu irmão, fala mal da lei, e julga a lei; e, se tu julgas a lei, já não és observador da lei, mas juiz.
12 କବଳେ ପରମେଶ୍ବର ହିଁ ବ୍ଯବସ୍ଥା ରଚନା କରନ୍ତି। ସେ ହେଉଛନ୍ତି ଏକମାତ୍ର ବିଚାରପତି। ସେ କବଳେ ରକ୍ଷା କରିପାରନ୍ତି ଓ ବିନାଶ ମଧ୍ଯ କରିପାରନ୍ତି। ଅତଏବ ଅନ୍ୟ କୌଣସି ଲୋକର ବିଚାର କରିବାର ତୁମ୍ଭ ପକ୍ଷ ରେ ଠିକ୍ ନୁହେଁ।
12 Há só um legislador que pode salvar e destruir. Tu, porém, quem és, que julgas a outrem?
13 ତୁମ୍ଭ ଭିତ ରେ କହେି କହେି କୁହନ୍ତି, ଆମ୍ଭେ ଆଜି ବା କାଲି କୌଣସି ସହରକୁ ୟିବୁ। ଆମ୍ଭେ ସଠାେରେ ବର୍ଷେ ରହିବୁ ଓ ବ୍ଯବସାୟ କରି ଧନ ଅର୍ଜନ କରିବୁ। ଶୁଣ ! ଏହି ବିଷୟ ରେ ଚିନ୍ତା କର :
13 Eia agora vós, que dizeis: Hoje, ou amanhã, iremos a tal cidade, e lá passaremos um ano, e contrataremos, e ganharemos;
14 ତୁମ୍ଭେ ଜାଣି ନାହଁ, ଆସନ୍ତା କାଲି କଣ ଘଟିବ ! ତୁମ୍ଭ ଜୀବନଟି ଗୋଟିଏ କୁହୁଡ଼ି ତୁଲ୍ଯ। ତୁମ୍ଭେ ତାହାକୁ ଅଳ୍ପ ସମୟ ଧରି ଦେଖିପାରିବ, ତାପରେ ସେ ଚାଲିଯାଏ।
14 Digo-vos que não sabeis o que acontecerá amanhã. Porque, que é a vossa vida? É um vapor que aparece por um pouco, e depois se desvanece.
15 ଅତଏବ ତୁମ୍ଭେ କହିବା ଉଚିତ : ଯଦି ପରମେଶ୍ବରଙ୍କ ଇଚ୍ଛା ଥାଏ, ଆମ୍ଭେ ଜୀବିତ ରହିବୁ ଓ ଏହା କରିବୁ ବା ତାହା କରିବୁ।
15 Em lugar do que devíeis dizer: Se o Senhor quiser, e se vivermos, faremos isto ou aquilo.
16 କିନ୍ତୁ ଏବେ ତୁମ୍ଭେ ଅହଂକାର କରି ଗର୍ବ କରୁଛ। ଏହିପ୍ରକାର ଅହଂକାର କରିବା ଅନୁଚିତ ଅଟେ।
16 Mas agora vos gloriais em vossas presunções; toda a glória tal como esta é maligna.
17 ଯଦି ଜଣେ ଲୋକ ଭଲ କାମ କରିବାକୁ ଜାଣି ସୁଦ୍ଧା ତାହା କରେ ନାହିଁ, ତା ହେଲେ ସେ ପାପ କରିଥାଏ।
17 Aquele, pois, que sabe fazer o bem e não o faz, comete pecado.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Tiago 4, comparar traduções ou montar um estudo — tudo direto pelo WhatsApp.