Tito 3
Oriya Bible (GL_ORIYA) vs ARIB
1 ଲୋକମାନଙ୍କୁ ସର୍ବଦା ଏହିଗୁଡ଼ିକ କରିବା ପାଇଁ ମନେ ରଖିବାକୁ କୁହ : ସମାନେେ ସରକାରୀ ଅଧିକାରୀମାନଙ୍କ ଅଧୀନ ରେ ରୁହନ୍ତୁ, ସମାନଙ୍କେ ଆଜ୍ଞା ପାଳନ କରନ୍ତୁ ଓ ଭଲ କାମ କରିବା ପାଇଁ ପ୍ରସ୍ତୁତ ଥାଆନ୍ତୁ ;
1 Adverte-lhes que estejam sujeitos aos governadores e autoridades, que sejam obedientes, e estejam preparados para toda boa obra,
2 ଅନ୍ୟମାନଙ୍କ ବିଷୟ ରେ ଖରାପ କଥା କହନ୍ତୁ ନାହିଁ, ଅନ୍ୟ ଲୋକମାନଙ୍କ ସହତ ଶାନ୍ତି ରେ ରୁହନ୍ତୁ ; ର୍ଧୈୟ୍ଯବାନ ଓ ସବୁ ଲୋକଙ୍କ ପ୍ରତି ଭଦ୍ରତା ପ୍ରଦର୍ଶନ କରନ୍ତୁ। ସମସ୍ତ ଲୋକଙ୍କ ପ୍ରତି ଏସବୁ କରିବା ପାଇଁ ବିଶ୍ବାସୀମାନଙ୍କୁ କୁହ।
2 que a ninguém infamem, nem sejam contenciosos, mas moderados, mostrando toda a mansidão para com todos os homens.
3 ଅତୀତ ରେ ଆମ୍ଭେ ମଧ୍ଯ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଇର୍ଷାଳୁ ଓ ଦ୍ବଷେପୂର୍ଣ୍ଣ ଜୀବନ ଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ।
3 Porque também nós éramos outrora insensatos, desobedientes, extraviados, servindo a várias paixões e deleites, vivendo em malícia e inveja odiosos e odiando-nos uns aos outros.
4 କିନ୍ତୁ ଯେତବେେଳେ ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ବରଙ୍କ ଦୟା ଓ ପ୍ ରମେ ପ୍ରକାଶିତ ହେଲା, େସତବେଳେ ସେ ନିଜ କୃପା ଦ୍ବାରା ଆମ୍ଭକୁ ରକ୍ଷା କଲେ।
4 Mas quando apareceu a bondade de Deus, nosso Salvador e o seu amor para com os homens,
5 ପରମେଶ୍ବରଙ୍କ ସହିତ ସୁସଂପର୍କ ରଖିବା ପାଇଁ ଆମ୍ଭେ କରିଥିବା ଉତ୍ତମ କାର୍ୟ୍ଯଗୁଡ଼ିକ ହତେୁ ଆମ୍ଭେ ରକ୍ଷା ପାଇ ନ ଥିଲୁ। ସେ ଆମ୍ଭକୁ ଧୋଇ କରି ନୂଆ ମଣିଷ କରିଅଛନ୍ତି। ଏହି ଉଦ୍ଧାର ଓ ନୂତନତା ପବିତ୍ର ଆତ୍ମାଙ୍କ ମାଧ୍ଯମ ରେ ଆସିଥିଲା।
5 não em virtude de obras de justiça que nós houvéssemos feito, mas segundo a sua misericórdia, nos salvou mediante o lavar da regeneração e renovação pelo Espírito Santo,
6 ପରମେଶ୍ବର ଆମ୍ଭର ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ସହେି ପବିତ୍ର ଆତ୍ମାକୁ ପୂର୍ଣ୍ଣଭାବରେ ଆମ୍ଭ ଉପରେ ଢ଼ାଳିଲେ।
6 que ele derramou abundantemente sobre nós por Jesus Cristo, nosso Salvador;
7 ତାହାଙ୍କ କୃପା ପାଇଁ ଆମ୍ଭେ ପରମେଶ୍ବରଙ୍କ ପ୍ରତି ଧାର୍ମିକ ହେଲୁ। ଆମ୍ଭେ ଯେପରି ଅନନ୍ତଜୀବନ ପାଇବୁ, ସେଥିପାଇଁ ପରମେଶ୍ବର ଆମ୍ଭକୁ ପବିତ୍ରଆତ୍ମା ଦାନ କଲେ।
7 para que, sendo justificados pela sua graça, fôssemos feitos herdeiros segundo a esperança da vida eterna.
8 ତାହାହିଁ ଆମ୍ଭର ଭରସା। ଏହି ଶିକ୍ଷା ବିଶ୍ବାସ ଯୋଗ୍ଯ ଅଟେ।
8 Fiel é esta palavra, e quero que a proclames com firmeza para que os que crêem em Deus procurem aplicar-se às boas obras. Essas coisas são boas e proveitosas aos homens.
9 ମୂର୍ଖତାପୂର୍ଣ୍ଣ ତର୍କବିତର୍କ, ବଂଶାବଳୀ ବିଷୟ ରେ ୟୁକ୍ତି, ଝଗଡ଼ା, ମାଶାଙ୍କେ ବ୍ଯବସ୍ଥା ଶିକ୍ଷାଗୁଡ଼ିକ ବିଷୟକ ସଂଘର୍ଷ ଠାରୁ ଦୂର ରେ ରୁହ। ସଗେୁଡ଼ିକ ମୂଲ୍ଯହୀନ ଓ ଲୋକମାନଙ୍କୁ ସାହାୟ୍ଯ କରେ ନାହିଁ।
9 Mas evita questões tolas, genealogias, contendas e debates acerca da lei; porque são coisas inúteis e vãs.
10 ଯଦି କିଏ ତର୍କବିତର୍କ କରେ, ତା' ହେଲେ ତାହାକୁ ସତର୍କ କରିଦିଅ। ସେ ଯଦି ତର୍କବିତର୍କ ଚାଲୁ ରେଖ, ତା' ହେଲେ ତାହାକୁ ଆଉ ଥରେ ସତର୍କ କର।
10 Ao homem faccioso, depois da primeira e segunda admoestação, evita-o,
11 ଯଦି ତା'ପରେ ମଧ୍ଯ ସେ ପୁନଃ ତର୍କବିତର୍କ କରେ, ତା' ସହିତ ସମ୍ପର୍କ ରଖ ନାହିଁ। ତୁମ୍ଭେ ଜାଣି ରଖ ଯେ ସଭେଳି ଲୋକ ମନ୍ଦ ଓ ପାପୀ। ତାହାର ପାପ ପ୍ରମାଣିତ କରେ ଯେ ସେ ହେଉଛି ଦୋଷୀ।
11 sabendo que esse tal está pervertido, e vive pecando, e já por si mesmo está condenado.
12 ମୁଁ ତୁମ୍ଭମାନଙ୍କ ପାଖକୁ ଆର୍ତ୍ତମାେ ଓ ତୁଖିକଙ୍କୁ ପଠାଇବି। ସମାନଙ୍କେୁ ପଠାଇଲା ପରେ ତୁମ୍ଭେ ନିକପଲିଠା ରେ ମାେ ପାଖକୁ ଆସିବା ପାଇଁ ପ୍ରାଣପଣେ ଚେଷ୍ଟା କରିବ। ମୁଁ ଠିକ୍ କରିଛି ଯେ ଶୀତକାଳ ସଠାେରେ କଟାଇବି।
12 Quando te enviar Ártemas, ou Tíquico, apressa-te a vir ter comigo a Nicópolis; porque tenho resolvido invernar ali.
13 ଓକିଲ ଜୀନା ଓ ଆପଲ୍ଲ ସଠାରୁେ ଆସୁଛନ୍ତି। ସମାନଙ୍କେ ଆସିବା ଯାତ୍ରା ପାଇଁ ତୁମ୍ଭେ ଯଥାସାଧ୍ଯ ସାହାୟ୍ଯ କର। ତୁମ୍ଭେ ସତର୍କ ହୁଅ ଯେ ସମାନଙ୍କେର କୌଣସି ଅଭାବ ନ ଘଟୁ।
13 Ajuda com empenho a Zenas, doutor da lei, e a Apolo, para que nada lhes falte na sua viagem.
14 ନିଜ ଜୀବନକୁ ସତ୍ କର୍ମ ରେ ଲଗାଇବା ପାଇଁ ଲୋକମାନେ ଶିଖିବା ଆବଶ୍ଯକ। ଯେଉଁମାନଙ୍କର ପ୍ରକୃତ ରେ ଦରକାର, ସମାନଙ୍କେର ମଙ୍ଗଳ କର। ତା' ହେଲେ ଆମ୍ଭ ଲୋକେ ବିଫଳ ଜୀବନଯାପନ କରିବେ ନାହିଁ।
14 Que os nossos também aprendam a aplicar-se às boas obras, para suprir as coisas necessárias, a fim de que não sejam infrutuosos.
15 ମାେ ସହିତ ଏଠିକାର ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଛନ୍ତି। ଯେଉଁମାନେ ବିଶ୍ବାସ ରେ ଆମ୍ଭକୁ ଭଲ ପାଆନ୍ତି, ସମାନଙ୍କେୁ ନମସ୍କାର ଜଣାଇବ।
15 Saúdam-te todos os que estão comigo. Saúda aqueles que nos amam na fé. A graça seja com todos vós.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Tito 3, comparar traduções ou montar um estudo — tudo direto pelo WhatsApp.