Zacarias 13
Oriya Bible (GL_ORIYA) vs VC
1 ମାତ୍ର ସେତବେେଳେ, ଏକ ନିର୍ଝର ଦାଉଦର ପରିବାର ଓ ୟିରୁଶାଲମ ନିବାସୀ ପାଇଁ ଖାେଲା ହବେ। ସହେି ଝରଣା ସମାନଙ୍କେର ପାପସବୁ ଓ ଅପବିତ୍ରତାକୁ ଧୋଇଦବେ।
1 Naquele dia jorrará uma fonte para a casa de Deus e para os habitantes de Jerusalém, que apagará os seus pecados e suas impurezas.
2 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ଆମ୍ଭେ ଦେଶରୁ ମୂର୍ତ୍ତି ବିନଷ୍ଟ କରିଦବୋ। ଏପରିକି ଲୋକମାନେ ସମାନଙ୍କେର ନାମକୁ ସ୍ମରଣ କରିବେ ନାହିଁ। ଆଉ ମଧ୍ଯ ଆମ୍ଭେ ସମସ୍ତ ଭବିଷ୍ଯଦ୍ବକ୍ତାଗଣ ଓ ଅପବିତ୍ର ଆତ୍ମାଗୁଡିକୁ ପୃଥିବୀରୁ ବି ଲୋପ କରିବା।
2 Naquele dia - oráculo do Senhor, - exterminarei da terra até os nomes dos ídolos: não se falará mais deles; expulsarei os falsos profetas e todo espírito impuro.
3 ଯଦି କହେି ଭବିଷ୍ଯତ୍ବାଣୀ କରୁଛି ତା'ର ପିତାମାତା ତାକୁ କହିବେ, 'ତୁମ୍ଭେ ବଞ୍ଚିବ ନାହିଁ କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମ ରେ ମିଥ୍ଯା ବାକ୍ଯ କହିଛ।' ତା'ର ପିତା ଏବଂ ମାତା ୟିଏ ତାକୁ ଧାରଣ କରିଛନ୍ତି ସେ ଯେତବେେଳେ ଭବିଷ୍ଯବାଣୀ କରିବ ତାକୁ ଖଡ୍ଗ ରେ ବିନାଶ କରିବେ।
3 Se alguém intentar ainda dar um oráculo, seu pai e sua mãe que o geraram repreendê-lo-ão: Vais morrer, porque dizes mentiras em nome do Senhor. E quando ele proferir os seus oráculos, eles mesmos, seu pai e sua mãe que o geraram, o transpassarão.
4 ସଦେିନ ପ୍ରେତ୍ୟକକ ଭବିଷ୍ଯତ-ବକ୍ତା ନିଜର କଳ୍ପିତ ଦର୍ଶନ ପାଇଁ ଲଜ୍ଜିତ ହବେେ। ସମାନେେ ଭବିଷ୍ଯତ୍ବକ୍ତାପରି ପ୍ରତାରିତ କରିବା ପାଇଁ ଲୋମଶ ବସ୍ତ୍ର ପରିଧାନ କରିବେ ନାହିଁ।
4 Naquele dia os profetas terão vergonha de suas visões proféticas, e não mais se cobrirão com o manto de peles para mentir.
5 ସହେି ଲୋକମାନେ କହିବେ, 'ମୁଁ ଜଣେ ଭବିଷ୍ଯଦ୍ବକ୍ତା ନୁହେଁ, ମୁଁ ଜଣେ କୃଷକ। ଏହି ଭୂମି ମାରେ ବାଲ୍ଯକାଳରୁ ମାରେ ଅଧିକାର ରେ ଅଛି।'
5 Cada um dirá: Não sou profeta, mas lavrador, e possuo terras desde a minha juventude.
6 କିନ୍ତୁ ଅନ୍ଯଲୋକମାନେ କହିବେ, 'ତୁମ୍ଭର ହାତ ରେ ଏହି କ୍ଷତଗୁଡିକ କ'ଣ? ସେ ଉତ୍ତର ଦବେେ, 'ମୁଁ ମାେ ବନ୍ଧୁମାନଙ୍କ ଗୃହ ରେ କ୍ଷତ ବିକ୍ଷତ ହାଇେଥିଲି।'
6 Se alguém lhe disser: Que ferimentos são esses em tuas mãos? São ferimentos que recebi na casa de meus amigos, responderá ele.
7 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ହେ ଖଡ୍ଗ, ୟାଅ! ଏବଂ ମଷେପାଳକ ଆମ୍ଭର ଘନିଷ୍ଠ ବନ୍ଧୁଙ୍କୁ ଆଘାତ କର। ମଷେପାଳକଙ୍କୁ ଆଘାତ କର, ଯେପରି ମଷେପଲ ପଳାଯନ କରିବେ। ଆମ୍ଭେ ଆପଣା ହସ୍ତ ସହେି କ୍ଷୁଦ୍ରମାନଙ୍କ ବିରୁଦ୍ଧ ରେ ଉଠାଇବା।
7 Espada, levanta-te contra o meu pastor, {contra o meu companheiro - oráculo do Senhor dos exércitos}. Fere o pastor, que as ovelhas sejam dispersas: Voltarei a minha mão até mesmo contra os pequenos.
8 ଦେଶର ଦୁଇ ତୃତୀଯାଂଶ ଲୋକ ଚ୍ଛଦନେ ହବେେ ଓ ମୃତ୍ଯୁବରଣ କରିବେ। ମାତ୍ର ଏକ ତୃତୀଯାଂଶ ଜୀବିତ ରହିବେ।
8 Em toda a terra - oráculo do Senhor - dois terços dos habitantes serão exterminados e um terço subsistirá.
9 ତା'ପ ରେ ଆମ୍ଭେ ସହେି ଏକ ତୃତୀଯାଂଶ ଲୋକଙ୍କୁ ଅଗ୍ନି ରେ ପରୀକ୍ଷା କରିବା। ଆମ୍ଭେ ସମାନଙ୍କେୁ ରୂପା ଯେପରି ନିର୍ମଳ ହୁଏ ସହେିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସହେି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସମାନେେ ଡାକିବେ ଏବଂ ଆମ୍ଭେ ସମାନଙ୍କେୁ ଉତ୍ତର ଦବୋ, 'ଏମାନେ ଆମ୍ଭର ଲୋକ', ଆଉ ସମାନେେ କହିବେ, 'ସଦାପ୍ରଭୁ ଆମ୍ଭର ପରମେଶ୍ବର ଅଟନ୍ତି।'
9 Mas farei passar este terço pelo fogo; purificá-lo-ei como se purifica a prata, prová-lo-ei como se prova o ouro. Então ele invocará o meu nome, eu o ouvirei, e direi: Este é o meu povo; e ele responderá: O Senhor é o meu Deus.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Zacarias 13, comparar traduções ou montar um estudo — tudo direto pelo WhatsApp.