Zacarias 4
Oriya Bible (GL_ORIYA) vs NTLH
1 ତା'ପ ରେ ମାେ ସହିତ ଆଳାପ କରୁଥିବା ସହେି ସ୍ବର୍ଗଦୂତ ମାେ ନିକଟକୁ ଫରେିଆସିଲେ ଓ ମାେତେ ଜାଗ୍ରତ କରାଇଲେ। ମୁଁ ନିଦ୍ରାରୁ ଉଠିଲା ଲୋକ ପରି ଉଠିଲି।
1 O anjo que havia falado comigo voltou e me acordou, como se acorda alguém que está dormindo.
2 ତାହାପ ରେ ସହେି ସ୍ବର୍ଗଦୂତ ମାେତେ ପଚାରିଲେ, ତୁମ୍ଭେ କ'ଣ ଦେଖୁଛ?
2 Ele me perguntou: — O que é que você está vendo? Respondi: — Estou vendo um
3 ସହେି ପାତ୍ରର ଦକ୍ଷିଣ ଓ ବାମ ପାଶର୍ବ ରେ ଗୋଟିଏ ଗୋଟିଏ ଅଲିଭ ବୃକ୍ଷ ଅଛି।
3 Perto do candelabro, estou vendo duas oliveiras, uma de cada lado.
4 ମାେ ସହିତ ଆଳାପ କରୁଥିବା ସ୍ବର୍ଗଦୂତଙ୍କୁ ମୁଁ ପଗ୍ଭରିଲି, ମାରେ ମହାଶୟ, ଏଗୁଡିକ ସବୁ କଣ?
4 Aí perguntei ao anjo: — Meu senhor, o que quer dizer isso?
5 ମାେ ସହିତ ଆଳାପ କରୁଥିବା ସ୍ବର୍ଗଦୂତ ଉତ୍ତର କଲେ, ତୁମ୍ଭେ କ'ଣ ଜାଣ ନାହିଁ ଏଗୁଡିକ ସବୁ କ'ଣ?
5 — Você não sabe? — ele perguntou. — Não, senhor! — respondi.
6 ସେ କହିଲେ, ଏହା ୟିରୁଦ୍ଦାବିଲଙ୍କ ପ୍ରତି ସଦାପ୍ରଭୁଙ୍କ ବାର୍ତ୍ତା, 'ଏହା ପରାକ୍ରମ କି ବଳଦ୍ବାରା ନୁହେଁ, ଆମ୍ଭର ଆତ୍ମାରୁ ଆସିବ।' ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କୁହନ୍ତି।
6 Depois disso, o anjo mandou que eu entregasse a Zorobabel a seguinte mensagem de Deus, o Senhor : — Não será por meio de um poderoso exército nem pela sua própria força que você fará o que tem de fazer, mas pelo poder do meu Espírito. Sou eu, o
7 ହେ ମହାନ୍ ପର୍ବତ! ତୁମ୍ଭେ କଣ? ୟିରୁଦ୍ଦାବିଲ ସମ୍ମୁଖ ରେ ତୁମ୍ଭେ ଗୋଟିଏ ସମତଳଭୂମି ପରି। 'ପରମେଶ୍ବରଙ୍କର ଏହା ଉପ ରେ କୃପା ହେଉ! ଧ୍ବନି ମଧିଅରେ ସେ କଣର ପ୍ରସ୍ତର ଆଣିବ।'
7 — Diante de Zorobabel, altas montanhas vão virar campos planos. Ele vai trazer a pedra mais importante do Templo, e o povo vai gritar: “Que beleza! Que beleza!”
8 ସଦାପ୍ରଭୁ ଏହି ବାର୍ତ୍ତା ମାେତେ ପଠାଇଲେ।
8 O Senhor falou comigo mais uma vez.
9 ୟିରୁଦ୍ଦାବିଲ ଆମ୍ଭ ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ କରିଛି ଓ ସେ ମନ୍ଦିର ନିର୍ମାଣର କାର୍ୟ୍ଯ ଶଷେ କରିବ। ତା'ପ ରେ ତୁମ୍ଭମାନେେ ଜାଣିବ ସର୍ବଶକ୍ତିମାନ୍ ସଦାପ୍ରଭୁ ମାେତେ ତୁମ୍ଭମାନଙ୍କ ନିକଟକୁ ପଠାଇଛନ୍ତି।
9 Ele disse: — Zorobabel pôs o alicerce deste Templo e ele mesmo vai terminar a construção. Quando isso acontecer, o povo saberá que eu, o
10 ଯେଉଁମାନେ କି େଛାଟ ଜିନିଷଗୁଡିକୁ ଘୃଣା କରନ୍ତି, ସମାନେେ ଆନନ୍ଦ କରିବେ, ଯେତବେେଳେ ସମାନେେ ୟିରୁଦ୍ଦାବିଲଙ୍କ ହାତ ରେ ଓଳମ ଦେଖିବେ। ବର୍ତ୍ତମାନ ଏହି ସାତଟି ପାଶର୍ବ ସଦାପ୍ରଭୁଙ୍କର ଚକ୍ଷୁ, ଯାହା ସମଗ୍ର ପୃଥିବୀକୁ ଦେଖେ।
10 E os que não deram valor a um começo tão humilde vão ficar alegres quando virem Zorobabel terminando a construção do Templo. — As sete lamparinas representam os sete olhos do
11 ତା'ପ ରେ ମୁଁ ତାଙ୍କୁ କହିଲି, ଦ୍ବୀପରୂଖା ବାମ ଓ ଡାହାଣ ପଟେ ଦୁଇ ଦୁଇଟି ଅଲିଭ୍ ବୃକ୍ଷର ଅର୍ଥ କ'ଣ?
11 Aí eu perguntei: — E o que querem dizer as duas oliveiras, uma de cada lado do candelabro?
12 ମୁଁ ମଧ୍ଯ ତାଙ୍କୁ ପଗ୍ଭରିଲି, ମୁଁ ଏହି ଯେଉଁ ଦୁଇ ଅଲିଭ୍ ଶାଖାଗୁଡିକରୁ ଅଲିଭ୍ ତୈଳ ସୁବର୍ଣ୍ଣ ନଳ ଦୁଇଟିକୁ ଢାଳୁଥିବାର ଦେଖୁଛି, ଏହାର ଅର୍ଥ କ'ଣ?
12 E perguntei também: — E o que querem dizer os dois ramos da oliveira, que estão perto dos dois tubos de ouro por onde passa o azeite?
13 ତା'ପ ରେ ସହେି ସ୍ବର୍ଗଦୂତ ଉତ୍ତର କଲେ, ତୁମ୍ଭେ ଏଗୁଡିକର ଅର୍ଥ କ'ଣ ଜାଣ ନାହିଁ?
13 — E você não sabe? — ele perguntou. — Não, senhor! — respondi.
14 ତେଣୁ ସେ ଉତ୍ତର ଦେଲେ, ଏହି ଅଭିଷିକ୍ତ ଦୁଇଜଣ ୟିଏ ଠିଆ ହୁଅନ୍ତି ସମଗ୍ର ପୃଥିବୀ ପାଇଁ ସଦାପ୍ରଭୁଙ୍କର ପ୍ରତିନିଧି ଅଟନ୍ତି।
14 Então ele explicou: — Eles representam os dois homens que foram escolhidos e
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Zacarias 4, comparar traduções ou montar um estudo — tudo direto pelo WhatsApp.