Zacarias 6

Oriya Bible (GL_ORIYA) vs NVI

Sair da comparação
NVI Nova Versão Internacional
1 ତା'ପ ରେ ମୁଁ ପୁନର୍ବାର ଅନାଇଲି ଓ ଦେଖିଲି, ଦୁଇଟି ତମ୍ବା ପର୍ବତ ମଧ୍ଯରୁ ଗ୍ଭରି ଗୋଟି ରଥ ନିର୍ଗତ ହେଲା।
1 Olhei novamente, e vi diante de mim quatro carruagens que vinham saindo do meio de duas montanhas de bronze.
2 ରକ୍ତବର୍ଣ୍ଣର ଅଶ୍ବଗୁଡିକ ପ୍ରଥମ ରଥକୁ ଟାଣୁଥିଲା ବେଳେ କଳାରଙ୍ଗର ଅଶ୍ବଗଣ ଦ୍ବିତୀୟ ରଥକୁ ଟାଣୁଥିଲେ।
2 À primeira estavam atrelados cavalos vermelhos, à segunda, cavalos pretos,
3 ଧଳା ଅଶ୍ବଗୁଡିକ ତୃତୀୟ ରଥକୁ ଓ ଚିତ୍ରବିଚିତ୍ର ଅଶ୍ବଗୁଡିକ ଚତୁର୍ଥ ରଥକୁ ଟାଣୁଥିଲେ। ସଗେୁଡିକ ଶକ୍ତିଶାଳୀ ଅଶ୍ବ ଥିଲେ।
3 à terceira, cavalos brancos, e à quarta, cavalos malhados. Todos eram vigorosos.
4 ମାେ ସହିତ ଆଳାପ କରୁଥିବା ସ୍ବର୍ଗଦୂତକୁ ମୁଁ ପଗ୍ଭରିଲି, ମାରେମହାଶୟ, ଏଗୁଡିକର ଅର୍ଥ କ'ଣ?
4 Perguntei ao anjo que falava comigo: "Que representam estes cavalos atrelados, meu senhor? "
5 ସହେି ସ୍ବର୍ଗଦୂତ ଉତ୍ତର ଦେଲେ, ଏଗୁଡିକ ସ୍ବର୍ଗର ଗ୍ଭରି ବାଯୁ। ସମାନେେ ସଦାପ୍ରଭୁଙ୍କର ନିକଟରୁ ବାହାରି ସମଗ୍ର ପୃଥିବୀକୁ ୟାଆନ୍ତି।
5 O anjo me respondeu: "Estes são os quatro espíritos do céu, que acabam de sair da presença do Soberano de toda a terra.
6 କୃଷ୍ଣବର୍ଣ୍ଣ ଅଶ୍ବଗୁଡିକ ଦ୍ବାରା ଟଣାଯାଉଥିବା ରଥ ଉତ୍ତର ଦିଗର ଦେଶ ଆଡକୁ ଯିବେ, ଲାଲ ଅଶ୍ବଗୁଡିକ ଦ୍ବାରା ଟଣାଯାଉଥିବା ରଥ ପୂର୍ବ ଦିଗର ଦେଶ ଆଡେ, ଧଳା ଘୋଡାଗୁଡିକ ଦ୍ବାରା ଟଣାଯାଉଥିବା ପଶ୍ଚିମ ଦିଗର ଦେଶଆଡେ ଓ ପାଣ୍ତୁର ଅସ୍ବଗୁଡିକ ଦ୍ବାରା ଟଣାଯାଉଥିବା ରଥ ଦକ୍ଷିଣ ଦିଗର ଦେଶଆଡେ ଯିବେ।
6 A carruagem puxada pelos cavalos pretos vai em direção à terra do norte, a que tem cavalos brancos vai em direção ao oriente, e a que tem cavalos malhados vai para a terra do sul".
7 ସହେି ଶକ୍ତିଶାଳୀ ଅଶ୍ବଗୁଡିକ ପୃଥିବୀର ଏଣତେଣେେ ବିଚରଣ କରିବାକୁ ଆଗ୍ରହ ପ୍ରକାଶ କଲେ। ତେଣୁ ସହେି ସ୍ବର୍ଗଦୂତ ସମାନଙ୍କେୁ କହିଲେ, ୟାଅ ପୃଥିବୀର ଗ୍ଭରିଆଡେ ବିଚରଣ କର। ତେଣୁ ସମାନେେ ଗଲେ।
7 Os vigorosos cavalos avançavam, impacientes por percorrer a terra. E o anjo lhes disse: "Percorram toda a terra! " E eles foram.
8 ତା'ପ ରେ ସଦାପ୍ରଭୁ ପାଟିକରି ମାେତେ କହିଲେ, ଦେଖ, ସହେି ଅଶ୍ବଗୁଡିକ ଯେଉଁମାନେ ଉତ୍ତର ଦେଶଆଡକୁ ୟାଇଛନ୍ତି ଆମ୍ଭ ଆତ୍ମାକୁ ସମାନେେ ଉତ୍ତର ଦେଶ ରେ ସୁସ୍ଥିର କରିଅଛନ୍ତି।
8 Então ele me chamou e disse: "Veja, os que foram para a terra do norte deram repouso ao meu Espírito naquela terra".
9 ତା'ପ ରେ ସଦାପ୍ରଭୁ ଏହି ବାର୍ତ୍ତା ପଠାଇଲେ,
9 E o Senhor me ordenou:
10 ହିଲ୍ଦଯ, ଟୋବିୟ ଓ ୟିଦାଯ ବାବିଲରୁ ଆସିଥିବା ସହେି ନିର୍ବାସିତଙ୍କ ମଧ୍ଯରୁ ଅଟନ୍ତି। ସୁନା ଓ ରୂପା ସମାନଙ୍କେଠାରୁ ନିଅ ଏବଂ ସିଫନିଯର ପୁତ୍ର ଯୋଶିୟଯର ଗୃହକୁ ୟାଅ।
10 "Tome prata e ouro dos exilados Heldai, Tobias e Jedaías, que chegaram da Babilônia. No mesmo dia vá à casa de Josias, filho de Sofonias.
11 ସହେି ରେ ୗପ୍ୟ ଓ ସୁବର୍ଣ୍ଣ ରେ ମୁକୁଟ ନିର୍ମାଣ କର ଓ ସହେି ମୁକୁଟକୁ ମହାୟାଜକ ୟିହୋଷାଦଙ୍କ ପୁତ୍ର ଯିହାଶୂେୟ ମସ୍ତକରେ ରଖ। ଯିହାଶୂେୟ ଜଣେ ମହାୟାଜକ ଓ ସେ ୟିହୋଷାଦକଙ୍କ ପୁତ୍ର ଥିଲେ। ତା'ପ ରେ ଏହିସବୁ ତାଙ୍କୁ କୁହ:
11 Pegue a prata e o ouro, faça uma coroa, e coloque-a na cabeça do sumo sacerdote Josué, filho de Jeozadaque.
12 ତା'ପ ରେ ତାଙ୍କୁ କୁହ, ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, 'ଜଣେ ବ୍ଯକ୍ତି ଅଛନ୍ତି, ତାଙ୍କ ନାମ ଶାଖା, ସେ ତାଙ୍କ ସ୍ଥାନରୁ ଅଙ୍କୁରିତ ହବେେ ଏବଂ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ।
12 Diga-lhe que assim diz o Senhor dos Exércitos: ‘Aqui está o homem cujo nome é Renovo, e ele sairá do seu lugar e construirá o templo do Senhor.
13 ସେ ନିଶ୍ଚିତ ଭାବରେ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବେ ଓ ମହିମା ପ୍ରାପ୍ତ ହବେେ। ସେ ମଧ୍ଯ ଆପଣା ସିଂହାସନ ରେ ବସିବେ ଓ ରାଜତ୍ବ କରିବେ। ଆଉ ମଧ୍ଯ ଜଣେ ଯାଜକ ତାଙ୍କ ସିଂହାସନ ରେ ବସି ଯାଜକ ହବେେ। ସହେି ଦୁଇଜଣ ମଧିଅରେ ଶାନ୍ତିର ନତେୃତ୍ବ ହବେ।'
13 Ele construirá o templo do Senhor, será revestido de majestade e se assentará em seu trono para governar. E ele será sacerdote no trono. E haverá harmonia entre os dois’.
14 ସହେି ମୁକୁଟଗୁଡିକ ସଦାପ୍ରଭୁଙ୍କର ମନ୍ଦିର ରେ ସ୍ମାରକପତ୍ର ସ୍ବରୂପ ହିଲ୍ଦଯ, ଟୋବିୟ ୟିଦାଯ ଏବଂ ସିଫନିଯରଙ୍କ ପୁତ୍ର ଯୋଶିୟଯଙ୍କ ସ୍ମରଣାର୍ଥେ ରହିବ।
14 A coroa será para Heldai, Tobias, Jedaías e Hem, filho de Sofonias como um memorial no templo do Senhor.
15 ଯେଉଁମାନେ ଦୂର ରେ ଅଛନ୍ତି ଆସିବେ ଏବଂ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ। ତା'ପ ରେ ତୁମ୍ଭମାନେେ ଜାଣିବ ଯେ ସଦାପ୍ରଭୁ ମାେତେ ତୁମ୍ଭମାନଙ୍କ ନିକଟକୁ ପ୍ ରରଣେ କରିଛନ୍ତି। ଏହିସବୁ ଘଟିବ ଯଦି ତୁମ୍ଭେ ମନ ଯୋଗ ସହକା ରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କର ଆଜ୍ଞା ପାଳନ କରିବ।
15 Gente de longe virá ajudar a construir o templo do Senhor. Então vocês saberão que o Senhor dos Exércitos me enviou a vocês. Isto só acontecerá se obedecerem fielmente à voz do Senhor, o seu Deus".

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Zacarias 6, comparar traduções ou montar um estudo — tudo direto pelo WhatsApp.