Zacarias 7

Oriya Bible (GL_ORIYA) vs ARC

Sair da comparação
ARC Almeida Revista e Corrigida 2009
1 ରାଜା ଦାରିଯାବସଙ୍କ ରାଜତ୍ବର ଚତୁର୍ଥ ବର୍ଷ ରେ ସଦାପ୍ରଭୁ ଏହି ବାର୍ତ୍ତା ୟିଖରିଯଙ୍କୁ ପଠାଇଲେ। ଏହା ତାଙ୍କ ରାଜତ୍ବର ଚତୁର୍ଥ ବର୍ଷର କିଷ୍ଲବେ ନାମକ ନବମ ମାସର ଚତୁର୍ଥ ଦିବସ ଥିଲା।
1 Aconteceu, pois, no ano quarto do rei Dario, que a palavra do Senhor veio a Zacarias, no dia quarto do nono mês, em quisleu.
2 ବୈଥଲେସ୍ଥ ଲୋକମାନେ ଶ ରେତ୍ସର, ରଗେମ୍ମଲକେ ଓ ତାଙ୍କ ଲୋକଙ୍କୁ ସଦାପ୍ରଭୁଙ୍କର ଅନୁଗ୍ରହ ଦେଖିବା ପାଇଁ ପ୍ ରରଣେ କଲେ।
2 Quando de Betel foram enviados Sarezer, e Regém-Meleque, e os seus homens, para suplicarem o favor do Senhor ,
3 ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ମନ୍ଦିରର ଯାଜକମାନଙ୍କୁ ଓ ଭବିଷ୍ଯଦ୍ବକ୍ତାମାନଙ୍କୁ ପଗ୍ଭରିବାକୁ ସମାନେେ ପଠାଇଲେ, ଆମ୍ଭେ କ'ଣ ପଞ୍ଚମ ମାସ ରେ ବିଳାପ ଓ ଉପବାସ ଗ୍ଭଲୁ ରଖିବା, ଯେପରିକି ଅନକେ ବର୍ଷ ଧରି କରିଆସିଅଛ? ପଞ୍ଚମ ମାସ ରେ ଆମ୍ଭମାନେେ ବିଶଷେ ବିଳାପ ଓ ଉପବାସ ପାଳନ କରୁ। ଆମ୍ଭେ ଏହି ପାଳନ କରିବା କାର୍ୟ୍ଯ ଗ୍ଭଲୁ ରଖିବା ଉଚିତ୍ କି?
3 disseram aos sacerdotes que estavam na Casa do Senhor dos Exércitos e aos profetas: Chorarei eu no quinto mês, separando-me, como o tenho feito por tantos anos?
4 ସର୍ବଶକ୍ତିମାନ୍ ସଦାପ୍ରଭୁ ତାଙ୍କର ବାର୍ତ୍ତା ମାେତେ ପଠାଇଲେ,
4 Então, a palavra do Senhor dos Exércitos veio a mim, dizendo:
5 ଦେଶର ଲୋକମାନଙ୍କୁ ଏବଂ ଯାଜକମାନଙ୍କୁ ଏହି କଥା କୁହ, ତୁମ୍ଭେ ଯେତବେେଳେ ପଞ୍ଚମ ଓ ସପ୍ତମ ମାସ ରେ ଉପବାସ ଓ ବିଳାପ କଲ, ସହେି ସତୁରି ବର୍ଷ ରେ ସତ ରେ କ'ଣ ତୁମ୍ଭେ ଆମ୍ଭ ପାଇଁ ଉପବାସ କରିଥିଲ?
5 Fala a todo o povo desta terra e aos sacerdotes, dizendo: Quando jejuastes e pranteastes, no quinto e no sétimo mês, durante estes setenta anos, jejuastes vós para mim, mesmo para mim?
6 ଏବଂ ତୁମ୍ଭେ ସମସ୍ତେ ଯେତବେେଳେ ଖାଅ ଓ ପିଅ, ତୁମ୍ଭେ କ'ଣ ନିଜ ପାଇଁ ଖାଅ ଓ ପିଅ ନାହିଁ?
6 Ou, quando comestes e quando bebestes, não foi para vós mesmos que comestes e bebestes?
7 ଏହିଗୁଡିକ କ'ଣ ସହେି ବାକ୍ଯଗୁଡିକ ନୁହେଁ? ଯାହା ସଦାପ୍ରଭୁ ପୂର୍ବ ଭବିଷ୍ଯତ୍ବକ୍ତାମାନଙ୍କ ମାଧ୍ଯମ ରେ କହିଥିଲେ? ସେ ଏକଥା କହିଥିଲେ ଯେତବେେଳେ ୟିରୁଶାଲମ ବସତି ବହୁଳ ଓ ସମୃଦ୍ଧିଶାଳୀ ଥିଲା। ଏବଂ ତା'ର ଚତୁର୍ଦ୍ଦିଗର ନଗରଗୁଡିକ ନଗେଭେ ଏବଂ ସିଫଲୋ ବସତି ବହୁଳ ଥିଲା।
7 Não ouvistes vós as palavras que o Senhor pregou pelo ministério dos profetas precedentes, quando Jerusalém estava habitada e quieta, com as suas cidades ao redor dela, e o Sul e a campina eram habitados?
8 ଏହାପ ରେ ସଦାପ୍ରଭୁ ତାଙ୍କ ବାର୍ତ୍ତା ୟିଖରିଯଙ୍କ ନିକଟକୁ ପଠାଇଲେ।
8 E a palavra do Senhor veio a Zacarias, dizendo:
9 ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କଥା କହିଲେ, ଯଥାର୍ଥ ନ୍ଯାଯ ଆଚରଣ କର, ନିଜ ନିଜ ଭ୍ରାତୃଗଣଙ୍କ ପ୍ରତି ଦୟା ଓ କରୁଣା ପ୍ରକାଶ କର।
9 Assim falou o Senhor dos Exércitos, dizendo: Executai juízo verdadeiro, mostrai piedade e misericórdia cada um a seu irmão;
10 ବିଧବା, ଅନାଥ, ବିଦେଶୀ ଓ ଦରିଦ୍ରମାନଙ୍କୁ ପ୍ରତାରିତ କରନାହିଁ। ତୁମ୍ଭ ଭାଇ ବିରୁଦ୍ଧ ରେ ନିଜ ହୃଦଯ ରେ ଷଡୟନ୍ତ୍ର କରନାହିଁ।
10 e não oprimais a viúva, nem o órfão, nem o estrangeiro, nem o pobre, nem intente o mal cada um contra o seu irmão, no seu coração.
11 କିନ୍ତୁ ସହେି ଲୋକମାନେ ଆମ୍ଭ କଥା ଶୁଣିବାକୁ ମନା କଲେ। ସମାନେେ ଜିଦ୍ଖୋର ହାଇେ ତାଙ୍କ ମୁହଁ ଫରୋଇଲେ ଏବଂ ତାଙ୍କ କାନ ଘୋଡାଇ ପକାଇଲେ।
11 Eles, porém, não quiseram escutar, e me deram o ombro rebelde, e ensurdeceram os seus ouvidos, para que não ouvissem.
12 ସମାନେେ ଜିଦ୍ଖୋର ଏବଂ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କ ପୂର୍ବରୁ ଭବିଷ୍ଯଦ୍ବକ୍ତାଙ୍କ ମାଧ୍ଯମ ରେ ପଠାଇଥିବା ନିର୍ଦ୍ଦେଶ ମାନିବାକୁ ମନା କଲେ। ତେଣୁ ସର୍ବଶକ୍ତିମାନ ସଦାପ୍ରଭୁ ବିଶଷେ କୋର୍ଧ୍ବାନିତ ହେଲେ।
12 Sim, fizeram o seu coração duro como diamante, para que não ouvissem a lei, nem as palavras que o Senhor dos Exércitos enviara pelo seu Espírito, mediante os profetas precedentes; donde veio a grande ira do Senhor dos Exércitos.
13 ଯେତବେଳେ ସମାନଙ୍କେୁ ସେ ଡାକିଲେ, ସମାନେେ ଶୁଣିଲେ ନାହିଁ। ସେଥିପାଇଁ ସମାନେେ ଯେତବେେଳେ ଆମ୍ଭକୁ ଡାକିବେ ଆମ୍ଭେ ମଧ୍ଯ ଶୁଣିବା ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହିକଥା କହନ୍ତି।
13 E aconteceu que, como ele clamou, e eles não ouviram, assim também eles clamarão, mas eu não ouvirei, diz o Senhor dos Exércitos.
14 ସେଥିପାଇଁ ସମାନଙ୍କେୁ ସମଗ୍ର ଦେଶମାନଙ୍କ ରେ ଛିନ୍ନଭିନ୍ନ କଲି, ଯେଉଁଠାକୁ ସମାନେେ କବେେ ୟାଇ ନାହାନ୍ତି। ସହେି ଦେଶ ବିନା କାର୍ୟ୍ଯକଳାପ ରେ ଏକ ଉଚ୍ଛିନ୍ନ ଦେଶ ରେ ପରିଣତ ହେଲା। ସମାନେେ ଏକ ଆକାଂକ୍ଷିତ ଦେଶକୁ ଏକ ଉଚ୍ଛିନ୍ନ ଦେଶ ରେ ପରିଣତ କଲେ।
14 E os espalharei com tempestade entre todas as nações que eles não conheceram, e a terra será assolada atrás deles, de sorte que ninguém passará por ela, nem se voltará, porque têm feito da terra desejada uma desolação.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Zacarias 7, comparar traduções ou montar um estudo — tudo direto pelo WhatsApp.