Zacarias 8

Oriya Bible (GL_ORIYA) vs VC

Sair da comparação
VC Versão Católica
1 ସର୍ବଶକ୍ତିମାନ ସଦାପ୍ରଭୁ ଏହି ବାର୍ତ୍ତା ପଠାଇଲେ।
1 A palavra do Senhor foi-me de novo dirigida nestes termos:
2 ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, ଆମ୍ଭେ ସିୟୋନ ପାଇଁ ଅତ୍ଯାସକ୍ତ ଏବଂ ପ୍ରଗାଢ ଅନୁରାଗ ସହିତ ଆମ୍ଭେ ତା' ପାଇଁ କୋରଧାନ୍ବିତ।
2 Eis o que diz o Senhor dos exércitos: consumo-me de ardente amor por Sião; estou animado em favor dela de uma violenta cólera.
3 ସଦାପ୍ରଭୁ ପୁଣି କୁହନ୍ତି, ଆମ୍ଭେ ସିୟୋନକୁ ଫରେି ଆସିଛୁ ଏବଂ ୟିରୁଶାଲମ ମଧିଅରେ ବାସ କରିବା। ୟିରୁଶାଲମ 'ସତ୍ଯର ନଗରୀ' ବୋଲି କୁହାୟିବ। ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ପର୍ବତକୁ ପବିତ୍ର ବୋଲି କୁହାୟିବ।
3 Assim fala o Senhor: eis que volto a Sião, venho residir em Jerusalém. Jerusalém chamar-se-á a cidade-fidelidade, e a montanha de Sião, a montanha-santidade.
4 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ବୃଦ୍ଧ ଓ ବୃଦ୍ଧାମାନେ ପୁନର୍ବାର ୟିରୁଶାଲମର ଖାେଲା ସ୍ଥାନ ରେ ବସ। ପ୍ରେତ୍ୟକକଙ୍କ ହାତ ରେ ଏକ ଆଶାବାଡି ରହିବ କାରଣ ସମାନଙ୍କେର ବୃଦ୍ଧାବସ୍ଥା ପାଇଁ।
4 Eis o que diz o Senhor dos exércitos: ver-se-ão ainda velhos e velhas sentados nas praças de Jerusalém, tendo cada um na mão o seu bastão.
5 ଆଉ ମଧ୍ଯ ନଗରର ଖାେଲାସ୍ଥାନ କ୍ରୀଡାରତ ପୁଅ ଓ ଝିଅଙ୍କ ଦ୍ବାରା ପରିପୂର୍ଣ୍ଣ ହବେ।
5 As praças da cidade regorgitarão de meninos e meninas que brincarão nas suas praças.
6 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ଯଦିଓ ଏହି ଅବଶିଷ୍ଟାଂଶ ଲୋକମାନଙ୍କ ପାଇଁ କଷ୍ଟ କର ଡଣାପଡେ, ଏହା ସମାନଙ୍କେ ପ୍ରତି ମଧ୍ଯ ବିସ୍ମଯଜନକ ହବେ।
6 Eis o que diz o Senhor dos exércitos: se isso parecer um milagre aos olhos dos sobreviventes desse povo, naqueles dias, acaso será impossível aos meus olhos? - oráculo do Senhor dos exércitos.
7 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ଦେଖ, ଆମ୍ଭେ ପୂର୍ବ ଓ ପଶ୍ଚିମ ଦେଶରୁ ଆମ୍ଭର ଲୋକମାନଙ୍କୁ ମୁକ୍ତ କରିବା।
7 Eis o que diz o Senhor dos exércitos: vou libertar o meu povo, tirá-lo das terras do Levante e do Poente
8 ଆମ୍ଭେ ସମାନଙ୍କେୁ ଏଠାକୁ ଫରୋଇ ଆଣିବା ଏବଂ ସମାନେେ ୟିରୁଶାଲମ ମଧିଅରେ ବାସ କରିବେ। ସମାନେେ ଆମ୍ଭର ଲୋକ ହବେେ ଏବଂ ଆମ୍ଭେ ସମାନଙ୍କେର ବିଶ୍ବସ୍ଥ ଏବଂ ନ୍ଯାଯବାନ୍ ପରମେଶ୍ବର ହବୋ।
8 e conduzi-lo a Jerusalém, onde habitará; será o meu povo e eu serei o seu Deus na fidelidade e na justiça.
9 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ଶକ୍ତିଶାଳୀ ହୁଅ! ତୁମ୍ଭମାନଙ୍କୁ ମଧ୍ଯ ଏହି ଦିନଗୁଡିକରେ ସହେି ବାକ୍ଯଗୁଡିକ ଭବିଷ୍ଯତ୍ବକ୍ତାମାଙ୍କଠାରୁ ଶୁଣୁଅଛ। ଯେତବେେଳେ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ ହାଇେଥିଲା, ୟାବାପାଇଁ ମନ୍ଦିର ନିର୍ମାଣ ହାଇେ ପାରିଥିଲା।
9 Eis o que diz o Senhor dos exércitos: confortem-se vossas mãos, vós todos que agora ouvis os oráculos pronunciados pela boca dos profetas, e que datam da época em que foram lançados os fundamentos para a reconstrução do templo.
10 ସହେିଦିନ ପୂର୍ବରୁ ମନୁଷ୍ଯ ପାଇଁ ବତନେ ନଥିଲା, ପଶୁ ପାଇଁ ଆଯ ନଥିଲା, ବାହାରକୁ ୟିବା ଓ ଭିତରକୁ ଆସିବା ଲୋକମାନଙ୍କ ପାଇଁ ଶତୃମାନଙ୍କଠାରୁ କୌଣସି ନିରାପତ୍ତା ନଥିଲା, କାରଣ ଆମ୍ଭେ ପ୍ରେତ୍ୟକକ ଲୋକଙ୍କୁ ତାଙ୍କ ପଡ଼ୋଶୀଙ୍କ ବିପକ୍ଷ କରାଇଥିଲୁ।
10 Até o presente, não havia salário para o trabalho dos homens, nem dos animais, e não existia segurança alguma contra o inimigo para aquele que cuidava de seus afazeres; eu tinha deixado todos os homens uns contra os outros.
11 ଆମ୍ଭେ ପୁର୍ବରୁ ଯେପରି କରୁଥିଲୁ ସହେି ଅବଶିଷ୍ଟାଂଶଙ୍କ ସହିତ ସପରେି ବ୍ଯବହାର କରିବା ନାହିଁ। ଏହା ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି।
11 Mas agora não quero tratar os sobreviventes deste povo como nos dias de outrora - oráculo do Senhor dos exércitos.
12 ଏହି ଲୋକମାନେ ଶାନ୍ତି ରେ ବୃକ୍ଷ ରୋପଣ କରିବେ। ଦ୍ରାକ୍ଷାଲତା ଫଳଧାରଣ କରିବ। ଭୂମି ଉତ୍ତମ ଶସ୍ଯ ପ୍ରଦାନ କରିବ ଓ ଆକାଶ ଶିଶିର ପ୍ରଦାନ କରିବ। ଏହି ସମସ୍ତ ବିଷଯ ଆମ୍ଭେ ଅବଶିଷ୍ଟ ଲୋକଙ୍କୁ ପ୍ରଦାନ କରିବା। ଯେପରି ତୁମ୍ଭମାନେେ ଦେଶସବୁ ସମ୍ମୁଖ ରେ ଅଭିଶପ୍ତ ଥିଲ।
12 Farei com que tudo prospere: a vinha dará a sua uva e a terra, os seus frutos; o céu derramará o seu orvalho, e darei aos sobreviventes deste povo a posse de todos esses bens.
13 ହେ ଯିହୁଦା ଓ ଇଶ୍ରାୟେଲ, ଠିକ୍ ଯେପରି ତୁମ୍ଭମାନେେ ଦେଶ ମଧିଅରେ ଏକ ଅଭିଶାପ ଥିଲ ଆମ୍ଭେ ମଧ୍ଯ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା। ସେଥିପାଇଁ ଭୟଭୀତ ହୁଅ ନାହିଁ! ସବଳ ହୁଅ।
13 Fostes um objeto de maldição entre as nações, ó casas de Judá e de Israel! Mas vou libertar-vos, e sereis uma bênção.
14 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭର କୋରଧାନ୍ବିତ କରିଥିଲେ। ତେଣୁ କରି ଆମ୍ଭେ ସଂକଳ୍ପ ସହିତ ତୁମ୍ଭମାନଙ୍କୁ ଦଣ୍ତ ଦବୋକୁ ନିଷ୍ପତ୍ତି ନଇେଥିଲୁ। ଏହା ସର୍ବଶକ୍ତିମାନ ମଦାପ୍ରଭୁ କହିଲେ।
14 Eis o que diz o Senhor dos exércitos: eu decidira fazer-vos mal quando vossos pais excitaram a minha cólera - diz o Senhor dos exércitos - e não voltei atrás!
15 କିନ୍ତୁ ଏହି ଦିନଗୁଡିକରେ, ଆମ୍ଭେ ଆପଣା ମନକୁ ପରିବର୍ତ୍ତନ କରିଅଛୁ। ଆମ୍ଭେ ସ୍ଥିର କରିଛୁ ୟିରୁଶାଲମ ଓ ୟିଦୁଦାର ଲୋକଙ୍କର ମଙ୍ଗଳ କରିବା। ସେଥିପାଇଁ ଭୟ କର ନାହିଁ।
15 Assim, resolvo agora fazer o bem a Jerusalém e à casa de Judá. Não temais.
16 ତୁମ୍ଭମାନେେ ଏହିସବୁ ନିଶ୍ଚଯ କରିବ, ତୁମ୍ଭର ପଡ଼ୋଶୀମାନଙ୍କୁ ସତ୍ଯ କୁହ। ତୁମ୍ଭମାନେେ ତୁମ୍ଭମାନଙ୍କର ନଗରମାନଙ୍କ ରେ ସତ୍ଯତା ଏବଂ ନ୍ଯାଯପୂର୍ଣ୍ଣ ବିଗ୍ଭର କର।
16 Eis o que deveis fazer: falai a verdade uns aos outros; julgai às portas de vossas cidades segundo a justiça e a sinceridade.
17 ତୁମ୍ଭର ପ୍ରତିବେଶୀର କ୍ଷତି କରିବାକୁ ତୁମ୍ଭ ହୃଦଯ ରେ କୌଣସି ମନ୍ତ୍ରଣା କର ନାହିଁ। ମିଥ୍ଯା ଶପଥ କରିବାକୁ ଭଲ ପାଅ ନାହିଁ। କାରଣ ଆମ୍ଭେ ସହେି ସବୁକୁ ଘୃଣା କରୁ। ସଦାପ୍ରଭୁ ଏହିସବୁ କହିଲେ।
17 Não maquineis o mal em vossos corações contra o próximo; não jureis falso, porque aborreço tudo isso - oráculo do Senhor.
18 ସର୍ବଶକ୍ତିମାନ୍ ସଦାପ୍ରଭୁ ଏହି ବାର୍ତ୍ତା ମାେ ନିକଟକୁ ପଠାଇଲେ।
18 A palavra do Senhor dos exércitos foi-me dirigida nestes termos:
19 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ତୁମ୍ଭମାନଙ୍କର ଚତୁର୍ଥ ମାସ, ପଞ୍ଚମ ମାସ, ସପ୍ତମ ମାସ ଓ ଦଶମ ମାସର ଦୁଃଖ ଓ ଉପବାସର ଯିହୁଦାର ଘର ପାଇଁ ଆନନ୍ଦମଯ ଦିନ ହବେ। ତାହା ବିଜଯ ଉଲ୍ଲସିତର ଦିନ ଏବଂ ଉଲ୍ଲାସର ସମାରୋହ ହବେ। ସେଥିପାଇଁ ତୁମ୍ଭମାନେେ ନିଶ୍ଚଯ ସତ୍ଯ ଓ ଶାନ୍ତିକୁ ପ୍ ରମେ କରିବ।
19 eis o que diz o Senhor, dos exércitos: o jejum do sexto mês como também os do quinto e do nono serão doravante para Judá dias de regozijo e de alegria, dias de festa.
20 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ଭବିଷ୍ଯତ ରେ ଅନକେ ସହର ରେ ବାସ କରୁଥିବା ଲୋକମାନେ ଆସିବେ।
20 Eis o que diz o Senhor dos exércitos: virão ainda muitos povos e habitantes de grandes cidades:
21 ଗୋଟିଏ ନଗରର ଲୋକମାନେ ଆଉ ଗୋଟିଏ ନଗରକୁ ଯିବେ ଏବଂ କହିବେ, 'ଆସ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଇବା ପାଇଁ ପ୍ରାର୍ଥନା କରିବା।' ଆସ ୟିବା ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଉପାସନା କରିବା। 'ମୁଁ ନିଜେ ମଧ୍ଯ ଯାଉଛି।'
21 os habitantes de uma cidade convidarão os habitantes de outra, dizendo: Vamos e roguemos ao Senhor! Busquemos o Senhor dos exércitos! - Também eu irei. -
22 ବହୁଲୋକ ଓ ଶକ୍ତିଶାଳୀ ଗୋଷ୍ଠୀ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଅନୁସରଣ କରିବା ପାଇଁ ଏବଂ ତାଙ୍କ ଅନୁଗ୍ରହ ପାଇବା ପାଇଁ ୟିରୁଶାଲମକୁ ଆସିବେ।
22 Virão muitos povos e poderosas nações buscar o Senhor dos exércitos em Jerusalém, e implorar a face do Senhor.
23 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ସହେି ଦିନମାନଙ୍କ ରେ ଏପରି ଘଟିବ ଯେ ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ଯରୁ ଦଶଜଣ ଲୋକ, ଜଣେ ୟିହୁଦୀ ଲୋକର ବସ୍ତ୍ରାଞ୍ଚଳ ଧରି କହିବେ, 'ତୁମ୍ଭ ସହିତ ଆମ୍ଭେ ୟିବୁ। ଆମ୍ଭେ ଶୁଣିଲୁ ଯେ, ପରମେଶ୍ବର ତୁମ୍ଭ ମଧିଅରେ ଅଛନ୍ତି।'
23 Eis o que diz o Senhor dos exércitos: naquele dia dez homens de todas as línguas das nações tomarão um judeu pela orla de seu manto, e dirão: queremos ir convosco, porque soubemos que Deus está convosco.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Zacarias 8, comparar traduções ou montar um estudo — tudo direto pelo WhatsApp.